Crime

କାର୍ ଭିତରୁ ୩୦ ଲକ୍ଷ ଜବତ

ମାଲକାନଗିରି : କାର୍ ଭିତରୁ ୩୦ ଲକ୍ଷ ଟଙ୍କା ଜବତ । ମାଲକାନଗିରି ଛତିଶଗଡ଼ ସୀମାରୁ ୩୦ ଲକ୍ଷ ଟଙ୍କା ଜବତ ହୋଇଛି । ଛତିଶଗଡ଼ରୁ ଆସୁଥିବାବେଳେ ଚାଲାଣଗୁଡ଼ାରୁ କାର୍ ସହ ଟଙ୍କା ଜବତ କରାଯାଇଛି । ଛତିଶଗଡ଼ରୁ ମାଲକାନଗିରି ଆସୁଥିଲା…

ସ୍କୁଲରେ ମଦ ପିଇ ପଡି ରହିଲେ ଶିକ୍ଷକ: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ବଲାଙ୍ଗୀର: ସ୍କୁଲରେ ମଦ ପିଇ ମାତାଲ ଅବସ୍ଥାରେ ପଡିରହିଲେ ଶିକ୍ଷକ । ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲୁହାସିଂହା ପଞ୍ଚାୟତ ଅନ୍ତର୍ଗତ ଟେଙ୍ଗେରାପଥର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ । ବିଦ୍ୟାଳୟରେ ଶିକ୍ଷକ ମଦ ପିଇ…

ଏସସିବି ରୁ ଧରା ହେଲେ ରକ୍ତ ଦଲାଲ, ଚାରି ଗିରଫ

କଟକ : ରକ୍ତ ସଙ୍କଟ ବେଳେ ମାତିଛନ୍ତି ରକ୍ତ ଦଲାଲ । ଧରା ହେଲେ ରକ୍ତ ଦଲାଲ । ଏସ ସି ବି ମେଡିକାଲ କଲେଜରୁ ଚାରି ଜଣ ଦଲାଲଙ୍କୁ ଗିରଫ କଲା ମଙ୍ଗଳାବାଗ ଥାନା ପୋଲିସ । କେନ୍ଦ୍ରୀୟ ରକ୍ତ…

ତାଳଚେରରେ ବିପୁଳ ପରିମାଣର ଧଳାଜହର ଜବତ, ଦୁଇ ଗିରଫ

ଭୁବନେଶ୍ବର: ଅନୁଗୁଳ ପୁଲିସର ସହାୟତାରେ ଭୁବନେଶ୍ବର ସ୍ପେଶାଲ ଟାକ୍ସ ଫୋର୍ସ (ଏସ୍‌ଟିଏଫ୍‌) ତାଳଚେର ଅଞ୍ଚଳରୁ ସୋମବାର ପୂର୍ବାହ୍‌ଣରେ ବିପୁଳ ପରିମାଣର ଧଳାଜହର ଜବତ କରିଛି। ଏହି ବେଆଇନ୍‌ କାରବାରରେ ସଂପୃକ୍ତ ଦୁଇ ଜଣ ଯୁବକଙ୍କୁ ପୁଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

ଅସଲି ପୋଲିସ ପଞ୍ଝାରେ ନକଲି ପୋଲିସ ଗ୍ୟାଙ୍ଗ୍‌

ଭୁବନେଶ୍ୱର : କମିଶନରେଟ ପୋଲିସ ହାତରେ ନକଲି ପୋଲିସ ଗ୍ୟାଙ୍ଗ । ପୋଲିସ ପୋଷାକ ପିନ୍ଧି ବିଭିନ୍ନ ଅପରାଧରେ ସାମିଲ ଥିଲା ଗ୍ୟାଙ୍ଗ । ୭ ଜଣିଆ ନକଲି ପୋଲିସ ଗ୍ୟାଙ୍ଗକୁ ଅଟକ ରଖିଛି ସ୍ପେଶାଲ ସ୍କ୍ୱାର୍ଡ । ଗିରଫ ୭…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ହାଇସ୍କୁଲର ପ୍ରଧାନ ଶିକ୍ଷକ

ଭୁବନେଶ୍ୱର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପ୍ରଧାନ ଶିକ୍ଷକ। ବରଗଡ଼ କୁସନପୁରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ବାଳମୁକୁନ୍ଦ ପ୍ରଧାନ ଏସ୍ଏଚ୍‌ଜି ଫାଇଲ୍ ରିଲିଜ୍‌ ପାଇଁ ୧୪ ହଜାର ଲାଞ୍ଚ ନେଉଥିଲେ। ଏହି ଲାଞ୍ଚ ଗ୍ରହଣ କରିଥିବା ଅଭିଯୋଗରେ ଗିରଫ ହେଲେ…

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବାପ ମୃତ, ପୁଅ ଗୁରୁତର

ବ୍ରହ୍ମପୁର : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବାପାର ମୃତ୍ୟୁ, ପୁଅ ଗୁରୁତର । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗାଁରେ ଜମିରେ କାମ କରୁଥିବା ବେଳେ ବିଦ୍ୟୁତ୍ ତାର ଲାଗି ଏଭଳି ଅଘଟଣ ଘଟିଛି । ସେମାନଙ୍କୁ ପ୍ରଥମେ…

ଅପହରଣ ଉଦ୍ୟମ ପଣ୍ଡ, ମହିଳାଙ୍କୁ ଆକ୍ରମଣ ପରେ ଛାଡ଼ିଦେଲା ଦୁର୍ବୃତ୍ତ

ଆନନ୍ଦପୁର ୨୧।୪: ଅପହରଣକାରୀ କବଳରୁ ବର୍ତ୍ତିଗଲେ ମହିଳା । ଉଦ୍ଧାର ମହିଳାଙ୍କୁ କିଛି ଯୁବକ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ । ପରେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ଘସିପୁରା…

ଆକାଉଣ୍ଟରୁ ୯ କୋଟି ଗାଏବ, ତଦନ୍ତ କରୁଛି EOW

ମୟୂରଭଞ୍ଜ: ଜିଲ୍ଲା ପରିଷଦ ଆକାଉଣ୍ଟରୁ ୯ କୋଟି ଗାଏବ । ମୟୂରଭଞ୍ଜ ଜିଲ୍ଲା ପରିଷଦ ଜମାଖାତାରୁ ଗାଏବ ହୋଇଛି ୯ କୋଟି ୬୦ ଲକ୍ଷ ଟଙ୍କା । ବ୍ୟାଙ୍କ ଅଫ୍ ଇଣ୍ଡିଆରେ ଥିବା ଜମାଖାତାରୁ ଟଙ୍କା ଉଭାନ ହୋଇଥିବା ଅଭିଯୋଗ ହୋଇଛି…

ମୋନାଲିସାଙ୍କ ସୋସିଆଲ ମିଡିଆରେ ବନ୍ୟଜନ୍ତୁଙ୍କ ଭିଡିଓ ଛାଡିବା ମାମଲାର ଖୋଳତାଡ କରିବ ଇଡି

ଯାଜପୁର: ବଢିଲା ୟୁଟ୍ୟୁବର ମୋନାଲିସା ଭଦ୍ରାଙ୍କ ଅଡୁଆ । ସୋସିଆଲ ମିଡିଆରେ ବନ୍ୟଜନ୍ତୁଙ୍କ ଭିଡିଓ ଛାଡିବା ମାମଲାର ଖୋଳତାଡ କରିବ ଇଡି । ପୁର୍ବରୁ ବନ୍ୟଜନ୍ତୁଙ୍କ ସହ ଭିଡିଓ କରି ସୋସିଆଲ ମିଡିଆରେ ପୋଷ୍ଟ କରିବା ଓ ଘରେ ବନ୍ୟଜନ୍ତୁଙ୍କୁ ପୋଷିବା…