ଗାଡି ପାର୍କିଂକୁ ନେଇ ଡବଲ ମର୍ଡର ଘଟଣା: ବନ୍ଧା ହେଲେ ଦୁଇ ଅଭିଯୁକ୍ତ
ଭୁବନେଶ୍ୱର: ଗାଡି ପାର୍କିଂକୁ ନେଇ ଡବଲ ମର୍ଡର ଘଟଣାରେ ବନ୍ଧା ହେଲେ ଦୁଇ ଅଭିଯୁକ୍ତ। ଏୟାରଫିଲ୍ଡ ଥାନା ଅନ୍ତର୍ଗତ ହାଇଟେକ୍ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଘଟିଥିଲା ଜଘନ୍ୟ ହତ୍ୟାକାଣ୍ଡ। ତେବେ ପୋଲିସ ଏହି ଘଟଣାରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ…