Crime

ଦ୍ୱାରଶୁଣି ଘାଟିରେ ପାହାଡରେ ପିଟିହେଲା ବସ୍, ୨୦ରୁ ଅଧିକ ଶ୍ରମିକ ଆହତ

ମୟୂରଭଞ୍ଜ: ଭାରସାମ୍ୟ ହରାଇ ପାହାଡରେ ପିଟି ହେଲା ଯାତ୍ରୀବାହୀ ବସ୍ । ଏଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଆଜି ସକାଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଛତିଶଗଡ଼ ସୀମାରୁ ୬ ମାଓବାଦୀ ଗିରଫ, ବିପୁଳ ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା । ପୋଲିସ ଓ ସିଆରପିଏଫ୍ କୋବ୍ରା ବାହିନୀଙ୍କ ମିଳିତ ଅପରେସନରେ ଓଡ଼ିଶା ଛତିଶଗଡ଼ ସୀମାରୁ ମାଓବାଦୀଙ୍କ କ୍ୟାମ୍ପ ଠାବ ସହ ୬ ଜଣ ମାଓବାଦୀ ଗିରଫ ହୋଇଛନ୍ତି ।…

ଗାଁ ଗାଁ ବୁଲି ମନ୍ଦିରରୁ ଚୋରି କରୁଥିବା ୭ ଜଣିଆ ଲୁଟେରା ଗ୍ୟାଙ୍ଗ ଗିରଫ

ବାଲେଶ୍ୱର: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲାର ମନ୍ଦିର ଲୁଟ୍ ଘଟଣାରେ ୭ ଜଣିଆ ଲୁଟେରା ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହେଲା ପୋଲିସ। ସେମାନଙ୍କଠାରୁ ଠାକୁରଙ୍କ ଅଳଙ୍କାର ଜବତ କରାଯାଇଛି। ଜବତ ଅଳଙ୍କାରର ମୂଲ୍ୟ ୬ ଲକ୍ଷରୁ ଅଧିକ ହେବ ବୋଲି…

ନଦୀ କୂଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଯାଜପୁର : ଖରସ୍ରୋତା ନଈକୁଳରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତ ଯୁବକ ଜଣକ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି। ଏନେଇ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି । ଘଟଣାସ୍ଥଳରେ ଯାଜପୁର ରୋଡ଼ ପୋଲିସ ସାଇଣ୍ଟିଫିକ ଟିମ ସହ ପହଞ୍ଚି…

୩ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜେଇ ଜବତ, ଡ୍ରାଇଭର ଫେରାର

କୋରାପୁଟ: ୩ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜେଇ ଜବତ କଲା ପୋଲିସ । ଅଳ୍ପକେ ବର୍ତ୍ତିଗଲା ଡ୍ରାଇଭର । ପାଟ୍ରୋଲିଂ ସମୟରେ ଏକ ପିକଅପ୍ ଭ୍ୟାନରୁ ୧୨୦ କେଜିର ଗଞ୍ଜେଇ ଜବତ କରିଛି ନନ୍ଦପୁର ପୋଲିସ । ପିକଅପ୍ ଭ୍ୟାନରେ ସିକ୍ରେଟ୍…

ଜେଲ ପାଚେରୀ ଡେଇଁ ୨ ବିଚାରଧିନ କଏଦୀ ଫେରାର

ଭବାନୀପାଟଣା: ଜିଲ୍ଲା ମୁଖ୍ୟ କାରାଗାରରୁ ୨ ବିଚାରଧୀନ ବନ୍ଦୀ ଚମ୍ପଟ୍‌ । ୨ ବନ୍ଦୀଙ୍କ ଫେରାର ନେଇ ସୂଚନା ଦେଲ ଜେଲ୍‌ ସୁପରିଟେଣ୍ଡଣ୍ଟ । ୨ ବନ୍ଦୀଙ୍କ ମଧ୍ୟରୁ ଜଣେ ନୂଆପଡ଼ାର, ଅନ୍ୟଜଣେ ଧର୍ମଗଡ଼ର ହୋଇଥିବା ସୂଚନା ମିଳିଛି । ସୂଚନା…

ଅଂଶୁଘାତ ଆଶଙ୍କାକୁ ଦୃଷ୍ଟିରେ ରଖି ମାର୍ଗଦର୍ଶିକା ଜାରି କଲା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ

ଭୁବନେଶ୍ଵର: ପ୍ରଚଣ୍ଡ ରୌଦ୍ରତାପ ଜନିତ ଅଂଶୁଘାତ ଆଶଙ୍କାକୁ ଦୃଷ୍ଟିରେ ରଖି ମାର୍ଗଦର୍ଶିକା ଜାରି କଲା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ । ସମ୍ପୁର୍ଣ୍ଣ ଖରାରେ କାର୍ଯ୍ୟରତ ଶ୍ରମିକମାନଙ୍କୁ ଚଳିତ ଏପ୍ରିଲ ମାସରୁ ଜୁନ ୧୫ ପର୍ଯ୍ୟନ୍ତ ପ୍ରତ୍ୟହ ପୂର୍ବାହ୍ନ…

ବେଆଇନ ଦେଶୀମଦ ପ୍ରସ୍ତୁତି ଓ ବିକ୍ରି କରିବା ଅଭିଯୋଗରେ ୫ ଗିରଫ

ଭୁବନେଶ୍ୱର: ଦିନକୁ ଦିନ ଦେଶୀମଦ କାରବାର ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ବେଆଇନ ଦେଶୀ ମଦ ପ୍ରସ୍ତୁତିକୁ ରୋକିବା ପାଇଁ ପୋଲିସ କଡ଼ାକଡ଼ି କରିଛି। ଭୁବନେଶ୍ବର-କଟକର ପୋଲିସ କମିଶନର ସଂଜୀବ ପଣ୍ଡା ଏବଂ ଭୁବନେଶ୍ବର ଡିସିପିଙ୍କ ନିର୍ଦ୍ଧେଶ…

କଳାହାଣ୍ଡିରୁ ବାଘ ଛାଲ ଜବତ, ୨ ଗିରଫ

କଳାହାଣ୍ଡି: ଓଡ଼ିଶା ବନ୍ୟପ୍ରାଣୀ ଲୋଭରେ ପଡୋଶୀ ତସ୍କରୀ । ଅବାଧରେ ଚାଲିଛି ବାଘ ଛାଲ ଡିଲ୍ । ଓଡ଼ିଶାର ସୀମାବର୍ତ୍ତୀ ଜିଲ୍ଲା କଳାହାଣ୍ଡିରୁ ଜବତ ହେଲା ବାଘ ଛାଲ । ନର୍ଲା ରେଳ ଷ୍ଟେସନ ପାଖରେ ବିକ୍ରି ପାଇଁ ଡିଲ ବେଳେ…

ପୁଲିସ୍‌ ପଞ୍ଝାରେ ଏରାଗୋଲା ଗ୍ୟାଙ୍ଗ, ବାଟୁଳି ମାରି ଲୁଟ୍‌ କରୁଥିବା ୧୧ ଧରାପଡ଼ିଲେ

ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଆତଙ୍କ ଖେଳାଇଥିବା ଏରାଗୋଲା ଗ୍ୟାଙ୍ଗର ୧୧ ଜଣ ସଦସ୍ୟଙ୍କୁ ଗିରଫ କରିଛି କମିସନରେଟ ପୁଲିସ। ଏମାନଙ୍କର ଲୁଟର ତରିକା ବେଶ ନୂଆ ଥିଲା। ଗ୍ୟାଙ୍ଗର ସଦସ୍ୟମାନେ ବାଟୁଳି ମାରି କାର କାଚ ଭାଙ୍ଗନ୍ତି ଓ…