Crime

ପୁରୀରେ ପୁଣି ବୋମା ମାଡ଼, ଜଣେ ବରିଷ୍ଠ ଆଇନଜୀବୀ ଗୁରୁତର

ପୁରୀ: ପୁରୀରେ ପୁଣି ବୋମା ମାଡ଼ । ଜଣେ ବରିଷ୍ଠ ଆଇନଜୀବୀଙ୍କ ଉପରକୁ କେହି ଦୁର୍ବୃତ୍ତ ବୋମା ମାଡ଼ କରିଥିବା ସୂଚନା । ଖବର ନେବାରେ ଜଣାପଡିଛି ଯେ ପେଣ୍ଠକଟା ମେରାଇନ ଥାନା ଅନ୍ତର୍ଗତ ଗୋପାଳପୁରର ବରିଷ୍ଠ ଆଇନଜୀବୀ ସୁବାସ ଚନ୍ଦ୍ର…

ତଣ୍ଟି କାଟି ଯୁବକଙ୍କୁ ହତ୍ୟା, ନିଶା କାରବାରକୁ ନେଇ ହତ୍ୟା କରାଯାଇଥିବା ସନ୍ଦେହ

ପୁରୀ: ଚକ୍ରତୀର୍ଥ ରୋଡ଼ରେ ବିଭତ୍ସ୍ୟ ହତ୍ୟାକାଣ୍ଡ। ତଣ୍ଟି ଓ ହାତ, ଗୋଡ଼ କାଟି ଯୁବକଙ୍କୁ ହତ୍ୟା। ବୁଧବାର ଦିନ ଚକ୍ରତୀର୍ଥ ରୋଡରେ ଥିବା ମେଡିକାଲ ନିକଟରୁ ରକ୍ତରେ ଜୁ଼ଡ଼ୁବୁଡ଼ୁ ହୋଇଥିବା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବିଳମ୍ବିତ ରାତିରେ ମୃତଦେହ ପଡିଥିବା…

ମାଓ କ୍ୟାମ୍ପ ଠାବ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

ମାଲକାନଗିରି: ମାଲକାନଗିରିରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଓଡ଼ିଶା-ଆନ୍ଧ୍ର ସୀମା କାଲିମେଳାର ଦୟାଲତୁଙ୍ଗ ଗାଁ ନିକଟ ଜଙ୍ଗଲରୁ ମାଓ କ୍ୟାମ୍ପ୍ ଠାବ ସହ ବିପୁଳ ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ କରିଛନ୍ତି ଡିଭିଏଫ୍ ଯବାନ । ଜବତ ମାଓ…

ଭାରସାମ୍ୟ ହରାଇ ଟ୍ରକକୁ ପଛରୁ ପିଟିଲା ସ୍କର୍ପିଓ; ୨ ମୃତ, ୪ ଗୁରୁତର

ଭଦ୍ରକ: ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ନଳାଙ୍ଗରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ଟ୍ରକ୍ ପଛରେ ସ୍କର୍ପିଓ ଟି ପିଟି ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ, ୪ ଜଣ ଆହତ ହୋଇଛନ୍ତି । ସେମସ୍ତ ଆହତମାନଙ୍କୁ ପ୍ରଥମେ…

ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରୁ ବିଚାରଧୀନ କଏଦୀ ଫେରାର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରୁ ବିଚାରଧୀନ କଏଦୀ ଫେରାର । ଫେରାର କଏଦୀ ଜଣକ ହେଲେ ଅର୍ଜୁନ ମୁଣ୍ଡା । ସେ କାଲି ବିଳମ୍ବିତ ରାତିରେ ପୋଲିସକୁ ଚକମା ଦେଇ ଫେରାର ହୋଇଯାଇଛନ୍ତି । ଅର୍ଜୁନ ମୁଣ୍ଡା ଗତ ଡିସେମ୍ବର…

ଟିକସ ଫାଙ୍କିବା ଅଭିଯୋଗରେ ବାଣିକ କୋଚିଂ ସେଣ୍ଟରରେ ଆୟକର ବିଭାଗର ଚଢାଉ

ଭୁବନେଶ୍ଵର; ଆଗକୁ ଆସୁଛି ସାଧାରଣ ନିର୍ବାଚନ । ସେଥିପାଇଁ ଆକ୍ସନ ମୋଡରେ ଏବେ ସବୁ ବିଭାଗ । କେନ୍ଦ୍ରିୟ ଏଜେନ୍ସିଠାରୁ ଆରମ୍ଭ କରି ପୋଲିସ ପର୍ଯ୍ୟନ୍ତ । ଏବେ ସବୁଠାରେ ଜୋରଦାର ଚେକିଂ, ଚଢାଉ ଲାଗିରହିଛି । ଏହାରି ଭିତରେ ଭୁବନେଶ୍ଵରର…

ରାଜଧାନୀର ଦୁଇ ନିଶା ଦିଆ ଲୁଟେରା ଗିରଫ

ଭୁବନେଶ୍ୱର : ମିଠା ମିଠା କଥା କହି ଅଟୋରେ ବସାଉ ଥିଲେ। ଆଉ ପରବର୍ତ୍ତୀ ସମୟରେ ଥଣ୍ଡା ପାନୀୟରେ ନିଶା ଦେଇ ଲୁଟୁଥିଲେ। ରାଜଧାନୀର ଏପରି ଦୁଇ ଲୁଟେରାଙ୍କୁ ଆଜି ଧରି ଭୁବନେଶ୍ୱର କମିଶନରେଟ୍‌ ପୁଲିସ୍‌। ପରିବା ବ୍ୟବସାୟୀଙ୍କଠାରୁ ଲୁଟ୍‌ ଘଟଣାରେ…

ଭୁବନେଶ୍ବରରେ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲା: ଚା’ ଦୋକାନୀଙ୍କ ଉପରେ ଚଢ଼ିଗଲା ଦାମୀ କାର୍‌

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ରବିବାର ହିଟ୍ ଆଣ୍ଡ୍ ରନ୍ ମାମଲା ଦେଖିବାକୁ ମିଳିଛି। ସହିଦନଗର ଥାନା ପଣ୍ଡାପାର୍କ ନିକଟରେ ଘଟିଥିବା ଏବି ଦୁର୍ଘଟଣାରେ ଜଣେ ଚା ଦୋକାନୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଯାଜପୁର ବିଞ୍ଝାରପୁରର ଦିଲୀପ ପରିଡ଼ା। ସୂଚନା ଅନୁସାରେ…

୧୪ ଦିନ ପରେ ବନ୍ଦ ଘରୁ ମିଳିଲା ମହିଳାଙ୍କ ମୃତଦେହ, ଦୁର୍ଗନ୍ଧ ହେବାରୁ ସ୍ୱାମୀଙ୍କୁ ଜଣାଇଲେ ପଡୋଶୀ

ଭଦ୍ରକ : ୧୪ ଦିନ ପରେ ବନ୍ଦ ଘରୁ ମିଳିଲା ସ୍ତ୍ରୀଙ୍କ କ୍ଷତାକ୍ତ ମୃତଦେହ । ଭଦ୍ରକ ଟାଉନ ଥାନା ଅପର୍ତ୍ତୀବିନ୍ଧା ନିଉ କଲୋନୀରୁ ଉଦ୍ଧାର ହୋଇଛି ଗଲିତ ମୃତଦେହ । ମୃତକ ତିହିଡ଼ି ଥାନା ଗୋଳାପୋଖରୀ ଅଞ୍ଚଳର ମଧୁମିତା ନାୟକ…

ଦୋଳ ମେଳଣରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ଅନେକ ସ୍ଥାନରେ ଦୋଳ ମେଳନ ଜମୁଛି । ଏହି ସମୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାଲିଅନ୍ତା ଥାନା ବାଳକାଟିରେ ଦୋଳ ମେଳଣ ଚାଲିଥିବାବେଳେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଛି ।…