Crime

ଭିଜିଲାନ୍ସ ଜାଲରେ ଆଗଲପୁର ତହସିଲର ଅମିନ

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ଆଗଲପୁର ତହସିଲର ସେଟେଲମେଣ୍ଟ ଅମିନ । ବଲାଙ୍ଗିର ଜିଲ୍ଲା ଆଗଲପୁର ତହସିଲର ସେଟେଲମେଣ୍ଟ ଅମିନ ସଦାନନ୍ଦ ସାହୁ ଜଣେ ବ୍ୟକ୍ତିଙ୍କୁ ଜମି ପଟ୍ଟା ପ୍ରଦାନ ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ, କାବୁ କଲା ଭିଜିଲାନ୍ସ…

ପୋଲିସ-ମାଓବାଦୀ ଗୁଳିବିନିମୟ, ଏନକାଉଣ୍ଟରରେ ହାର୍ଡକୋର ନକ୍ସଲ ନିହତ

ମାଲକାନଗିରି: ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଏନକାଉଣ୍ଟରରେ ହାର୍ଡକୋର ମାଓବାଦୀ ନିହତ । ମାଲକାନଗିରି ସୀମାନ୍ତ ଛତିଶଗଡ଼ କାଙ୍କେ ଜିଲ୍ଲାର ଛୋଟେବେଠିଆ ଜଙ୍ଗଲରେ ପୋଲିସ୍- ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଘଟଣାସ୍ଥଳରୁ ଗୋଟିଏ ଏକେ- 47 ବନ୍ଧୁକ ଜବତ ହୋଇଛି…

DRDO କ୍ୟାମ୍ପରେ ଅଘଟଣ, ନିଜକୁ ଗୁଳି କରି ଜୀବନ ହାରିଲେ ଯବାନ

ମହାକାଳପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା କେୟାରବାଙ୍କ ସ୍ଥିତ ଡିଆରଡିଓ କେନ୍ଦ୍ରରେ ଡିଉଟିରେ ଥିବା ଯବାନ ନିଜ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡିଛି। ଶନିବାର ରାତି ୧୨ଟାରୁ ୨ ପର୍ଯ୍ୟନ୍ତ ଜେନେରାଲ ଡିଉଟିରେ ଥିଲେ ଯବାନ ଜଣକ। ରାତି ପ୍ରାୟ…

ବାପାକୁ ଠେଙ୍ଗାରେ ପିଟି ମାରିଲା ପୁଅ

ଅନୁଗୁଳ : ବାପାକୁ ପିଟି ମାରିଲା ପୁଅ । ଠେଙ୍ଗାରେ ପିଟି ପିଟି ବାପାକୁ ହତ୍ୟା କଲା ନୃଶଂସ ପୁଅ । ମୃତଦେହକୁ ଚଦରରେ ଘୋଡାଇ ଫେରାର ହୋଇଯାଇଛି । ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ନୂଆଭୂଇଁ ଗାଁର ଅଭାବନୀୟ ଘଟଣା…

ଗ୍ରୁପ୍‌ ଋଣ ଟଙ୍କା ମାଗିବାରୁ ମହିଳାଙ୍କୁ ଆକ୍ରମଣ

ଗ୍ରୁପ୍‌ରୁ ଋଣ ନେଇ ଦେଉନଥିଲେ। ମାଗିବାରୁ ମହିଳାଙ୍କୁ ଆକ୍ରମଣ ହୋଇଛି। ଏପରି ଅଭିଯୋଗ ବାଲେଶ୍ୱର ସଦର ମହକୁମାରେ ଘଟିଛି। ପନିକି ଚୋଟରେ ଗୁରୁତର ଆହତ ହୋଇଥିବା ମହିଳା ଜଣକ ମେଡ଼ିକାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଶ୍ରୀକୋଣା ପଞ୍ଚାୟତର ପଟାପୋଲୋ ଗାଁର SKS ଭାରତ…

ମଙ୍ଗୁଳି ଟୋଲ ପ୍ଲାଜା ନିକଟରେ ୩୫୧ ବିରଳ କଇଁଛ ଜବତ

ଭୁବନେଶ୍ୱର: ୩୫୧ ବିରଳ କଇଁଛ ଜବତ । କଇଁଛ ଚୋରା ଚାଲାଣ ବେଳେ ମାଡି ବସିଲା DRI । ପଶ୍ଚିମବଙ୍ଗରୁ କର୍ଣ୍ଣାଟକକୁ କଇଁଛ ଚୋରା ଚାଲାଣ କରାଯାଉଥିବା ବେଳେ ମଙ୍ଗୁଳି ଟୋଲ ପ୍ଲାଜା ନିକଟରେ ଏସବୁ ଜବତ କରାଯାଇଛି । ଟାଟା…

ଗୋଟିଏ ପରିବାରର ତିନି ମୃତ

ରାଜନଗର: ଗୋଟିଏ ପରିବାରର ତିନି ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମା’ ଓ ପୁଅର ମୃତଦେହ ଘର ଭିତରୁ ଉଦ୍ଧାର କରାଯାଇଛି । ମହିଳାଙ୍କ ସ୍ୱାମୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ଏହି ଦୁଃଖଦ ଘଟଣା ଘଟିଛି…

କାଜୁ ଜଙ୍ଗଲ ନିକଟରୁ ଛାତ୍ରୀଙ୍କ ମୃତ ଦେହ ଉଦ୍ଧାର

ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ମଙ୍ଗଳପୁର ଗ୍ରାମ ମଜୁରୀ (ଖୋଲ ତରଳା )ଗ୍ରାମ ନିକଟ କାଜୁ ଜଙ୍ଗଲ ନିକଟରୁ ଛାତ୍ରୀଙ୍କ ମୃତ ଦେହ ଠାବ ହୋଇଛି । ମୃତ ଛାତ୍ରୀ ଜଣକ ହେଲେ +2 ପ୍ରଥମ ବର୍ଷର ଛାତ୍ରୀ…

ରାଉରକେଲାରେ ବ୍ୟବସାୟୀଙ୍କ ଘରେ ଇଡି ଚଢ଼ଉ

ରାଉରକେଲା: ରାଉରକେଲାରେ ଜଣେ ବ୍ୟବସାୟୀଙ୍କ ଘରେ ଇଡି ପକ୍ଷରୁ ଚଢ଼ଉ ଚାଲିଛି। ଭୁବନେଶ୍ୱର ଇଡି କାର୍ଯ୍ୟାଳୟର ତିନିଟି ଟିମ ଏକ କାଳୀନ ଉଦିତନଗର କଚେରୀରୋଡ ସ୍ଥିତ କଦମୱାଲା ଆଣ୍ଡ କୋ ଓ କଦମୱାଲା ଇନସଲଭାନସି ପ୍ରଫେସନାଲ ପ୍ରାଇଭେଟ ଲିମିଟେଡ଼ରେ ସକାଳୁ ଚଢ଼ଉ…

ବଜ୍ରକାପ୍ତା ଡିଲ୍ ବେଳେ ରେଡ୍, ୬ ଜଣଙ୍କୁ ଗିରଫ କଲା ବନ ବିଭାଗ

ନୂଆପଡା: ନୂଆପଡା ଜିଲ୍ଲା ସିନାପାଲି ରେଞ୍ଜ ଚଉରା ଜଙ୍ଗଲରେ ଚାଲିଥିଲା ବଜ୍ରକାପ୍ତା ଡିଲ୍ ଖବରପାଇ ମାଡିବସିଲା ବନ ବିଭାଗ । ଘଟଣାସ୍ଥଳରୁ ୧୧ କେଜିର ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିବାସହ ୬ ଜଣଙ୍କୁ ଗିରଫ କରିଛି ବନବିଭାଗ । ଏହାସହ ତିନୋଟି…