ବାଘ ଛାଲ ଡିଲ୍ ବେଳେ ମାଡ଼ିବସିଲା ଏସଟିଏଫ୍
ମାତିଛନ୍ତି ବାଘ ଛାଲ ସ୍ମଗଲର୍। ଡିଲ୍ ବେଳେ ମାଡ଼ି ବସିଲା ଏସଟିଏଫ୍। କନ୍ଧମାଳ ଦାରିଙ୍ଗବାଡ଼ିରୁ ଧରା ପଡ଼ିଛି ଜଣେ ଅଭିଯୁକ୍ତ। ଗିରଫ ଅଭିଯୁକ୍ତ ହେଉଛନ୍ତି ଦାରିଙ୍ଗବାଡ଼ିର ଘନେଶ୍ୱର ପ୍ରଧାନ (୩୫)। ଘନେଶ୍ୱର ପ୍ରଧାନ କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ଯୋଜନା…
ମାତିଛନ୍ତି ବାଘ ଛାଲ ସ୍ମଗଲର୍। ଡିଲ୍ ବେଳେ ମାଡ଼ି ବସିଲା ଏସଟିଏଫ୍। କନ୍ଧମାଳ ଦାରିଙ୍ଗବାଡ଼ିରୁ ଧରା ପଡ଼ିଛି ଜଣେ ଅଭିଯୁକ୍ତ। ଗିରଫ ଅଭିଯୁକ୍ତ ହେଉଛନ୍ତି ଦାରିଙ୍ଗବାଡ଼ିର ଘନେଶ୍ୱର ପ୍ରଧାନ (୩୫)। ଘନେଶ୍ୱର ପ୍ରଧାନ କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ଯୋଜନା…
ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ପୁଣି ର୍ୟାଗିଂ ଅଭିଯୋଗ । ଦ୍ୱିତୀୟ ବର୍ଷର ଡାକ୍ତରୀ ଛାତ୍ରଙ୍କୁ ଦୁଇଜଣ ସିନିଅରଛାତ୍ର ମାଡ଼ ମାରିବା ସହ ର୍ୟାଗିଂ କରିଥିବା ନେଇ ଅଭିଯୋଗ ହୋଇଛି । ଏନେଇ ପୀଡିତଙ୍କ ବାପା ଥାନାରେ ଲିଖିତ ଅଭିଯୋଗ…
ପାଇକମାଳ: ମଦ୍ୟପ ପିତାର ଉନ୍ନତ୍ତ କାଣ୍ଡ। ମଦ ନିଶାରେ ନିଜର ୫ମାସର ଶିଶୁ ପୁତ୍ରକୁ କଚାଡ଼ି ମାରି ଦେଲା। ଏଭଳି ଅବାବନୀୟ ଘଟଣା ଦେଖିବାକୁ ମିଳିଛି ବରଗଡ଼ ଜିଲ୍ଲା ପାଇକମାଳ ଥାନା ଚେରଙ୍ଗାଝାଞ୍ଜ ଗ୍ରାମରେ। ପୁଲିସ ଶବକୁ ଜବତ କରିଛି। ଶିଶୁର…
ରାଉରକେଲା: ଗତକାଲି ବେଦବ୍ୟାସ ଆଇଡିସି ମାରେଙ୍ଗପିଢ଼ି ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଞ୍ଚଳ ଯୁବକ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ତଣ୍ଟି ଚିପି ହତ୍ୟା କରିଥିବା ଜଣାପଡିଛି। ନାବାଳିକାଙ୍କ ଘର ଲହୁଣୀପଡା ଅଞ୍ଚଳରେ। ସେ ତାଙ୍କ ପରିବାର ସହ ମାରେଙ୍ଗପିଢ଼ିର…
ଝାରସୁଗୁଡା: ଅଶୁଭ ରବିବାର । ଲଖନପୁର ବ୍ଲକ ବେହେରାଗୁଡ଼ା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା। ଏକ ଭ୍ୟାନକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଜିଲ୍ଲା…
ଝରିଗାଁ: ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ତହରାକାରିଆଗୁଡ଼ା ଗ୍ରାମରେ ଜଣେ ଯୁବକ ପାଣି କୁଣ୍ଡରେ ବୁଡ଼ି ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ପ୍ରକାରେ ତହରାକାରିଆଗୁଡ଼ା ଗ୍ରାମର ସାତିମ ମାଝୀଙ୍କ ପୁଅ ସୁରେନ୍ଦ୍ର ମାଝୀ(୨୪) ସବୁ ଦିନ ଭଳି…
ଯାଜପୁର: ଅଖା ବସ୍ତାରୁ ମିଳିଲା ଗଳିତ ମୃତ ଦେହ । ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଦୁଦୁରାଅନ୍ତା ପଂଚାୟତ କୁଅଁରପୁର ନିକଟସ୍ଥ ବୈତରଣୀ ନଦୀ ପଠାରୁ ଉଦ୍ଧାର ହେଲା ଏହି ମୃତ ଦେହ । ଆଜି ସକାଳୁ ସ୍ଥାନୀୟ ବାସିନ୍ଦା ଏହାକୁ…
ରାଉରକେଲା : ଓଲଟିଲା ଯାତ୍ରୀବାହୀ ବସ୍ । ୨୫ରୁ ଅଧିକ ଆହତ। ବ୍ରାହ୍ମଣୀତରଙ୍ଗ ଥାନା କଲୁଙ୍ଗା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ବସ୍ । ସମସ୍ତ ଆହତଙ୍କୁ ରାଉରକେଲା ସରକାରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ରାଉରକେଲାରୁ ଗୁରୁଣ୍ଡିଆ ଯାଉଥିବା ଘରୋଇ ଯାତ୍ରୀବାହୀ…
ନବରଙ୍ଗପୁର: ଏଟିଏମରୁ ଟଙ୍କା ପଇସା ଲୁଟି ଜଙ୍ଗଲରେ ଲୁଚିଥିଲେ ୫ ଲୁଟେରା। ରାତିତମାମ ଜଙ୍ଗଲରେ ଛାନଭିନ୍ ପରେ ଲୁଟେରାଙ୍କୁ ଧରିବାରେ ସଫଳ ହୋଇଛି ପୁଲିସ। ଏପରି ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଞ୍ଚଳରେ। ଗିରଫ ୫ ଜଣକୁ ଡାବୁଗାଁ…
ଭୁବନେଶ୍ୱର : ରାଜଧାନୀ ରାଜରାସ୍ତାରେ ବୁଲିଲା ଖଣ୍ଡା, ଭୁଜାଲି । ରାସ୍ତାରେ ଯାଉଥିବା ଲୋକେ ଯିଏ ଯୁଆଡେ ଯାଉଥିଲେ କିଛି ସମୟ ପାଇଁ ଅଟକିଗଲେ। ହଠାତ୍ ବୁଝି ପାରରୁନଥିଲେ କଣ ଏସବୁ ହେଉଛି । କାହିଁକିନା କିଛି ସମୟ ରାଜ ରାସ୍ତା…