Crime

ଶିମିଳିପାଳରୁ ମାଳ ମାଳ ଦେଶୀ ବନ୍ଧୁକ ଜବତ

ବାରିପଦା: ବେଆଇନ ବନ୍ଧୁକ କାରବାରକୁ ରୋକିବାରେ ମୟୂରଭଞ୍ଜ ପୋଲିସକୁ ବଡ ସଫଳତା । ଶିମିଳିପାଳ ଅଭୟାରଣ୍ୟର ପାଦଦେଶ ଅଞ୍ଚଳରୁ ପୁଣି ୨୩ଟି ଦେଶୀ ବନ୍ଧୁକ ଜବତ ହୋଇଛି। ଶିମିଳିପାଳ ଅଭୟାରଣ୍ୟରେ ପୁଲିସ ପକ୍ଷରୁ ନଭେମ୍ବର ଓ ଡିସେମ୍ବର ମାସରେ ସର୍ଚ୍ଚ ଅପରେସନର…

ଢେଙ୍କାନାଳ ପାତ୍ର ଏଜେନ୍ସିରେ ଜିଏସଟିର ରେଡ୍‌

ଢେଙ୍କାନାଳ : ଢେଙ୍କାନାଳ ପାତ୍ର ଏଜେନ୍ସିରେ ଜିଏସଟିର ତନାଘନା ଚଢ଼ାଉ ଜାରି ରହିଛି । ଷ୍ଟେଟ ଜିଏସଟି ଏନଫୋର୍ସମେଣ୍ଟ ଟିମ ଅନୁଗୁଳ ପକ୍ଷରୁ ଏହି ଚଢାଉ କରାଯାଉଛି । ବାଜି ଚୌକ ଛକ ନିକଟରେ ଥିବା ପାତ୍ର ଏଜେନ୍ସିର ଦୁଇଟି ଚପଲ…

ମାଟ୍ରିମୋନି ସାଇଟରେ ସୁନ୍ଦରୀ ଝିଅଙ୍କ ପ୍ରୋଫାଇଲ୍ ତିଆରି କରି ଲୁଟ୍‌, ଜଣେ ଗିରଫ

ଭୁବନେଶ୍ଵର: ସାଇବର ଲୁଟେରାଙ୍କ ନୂଆ ତରିକା । ମାଟ୍ରିମୋନି ସାଇଟରେ ସୁନ୍ଦରୀ ଝିଅଙ୍କ ପ୍ରୋଫାଇଲ୍ ତିଆରି କରି ଲୁଟୁଛନ୍ତି ଲକ୍ଷାଧିକ ଟଙ୍କା । ଜଣେ ଲୁଟେରାଙ୍କୁ ଗିରଫ କଲା କମିଶନରେଟ ପୋଲିସ । ଗିରଫ ଯୁବକଙ୍କ ଠାରୁ ଲକ୍ଷାଧିକ ଟଙ୍କା ଜବତ…

ଭାରସାମ୍ୟ ହରାଇ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର, ଡ୍ରାଇଭର ଗୁରୁତର

ଯାଜପୁର : ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର । ଭାରସାମ୍ୟ ହରାଇ ମାଡିଗଲା ଗ୍ୟାସ ବୋଝେଇ ଟ୍ୟାଙ୍କର । ଯାଜପୁର ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲ ନିକଟରେ ଏହି ଦୁର୍ଘଟଣା ଘଟିଛି । ଟ୍ୟାଙ୍କର ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ କଟକ…

ଟ୍ରକ୍ ଧକ୍କାରେ ଆଶାକର୍ମୀଙ୍କ ମୃତ୍ୟୁ ପରେ ଉତ୍ତେଜନା

ଅନୁଗୁଳ : ଅନୁଗୁଳରେ ଦୁର୍ଘଟଣା ପରେ ଉତ୍ତେଜନା । ଟ୍ରକ୍ ଧକ୍କାରେ ଆଶାକର୍ମୀଙ୍କ ମୃତ୍ୟୁ ପରେ ଉତ୍ତେଜନା । ଯେଉଁଠି ଟ୍ରାଫିକ ସେଇଠି ଦୁର୍ଘଟଣା ଘଟିଛି। ଅନୁଗୋଳ ଥାନା ଛକରେ ଟ୍ରାଫିକ ଥାଇ ମଧ୍ୟ ଦୁର୍ଘଟଣାରେ ଜଣେ ଆଶା ଦିଦିଙ୍କ ମୃତ୍ୟୁ…

ଟ୍ରକକୁ ପଛପଟୁ ଧକ୍କା ଦେଲା ବାଇକ୍, ଦୁଇ ସାଙ୍ଗଙ୍କ ମୃତ୍ୟୁ

ଜଳେଶ୍ୱର : ବାଇକ୍ ଦୁର୍ଘଟଣାରେ ଦୁଇ ସାଙ୍ଗଙ୍କ ମୃତ୍ୟୁ । ବାଲେଶ୍ବର ଜିଲ୍ଲା କମର୍ଦ୍ଦା ଥାନା ଅନ୍ତର୍ଗତ ଉଲୁଡା ଛକ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ଯୁ ହୋଇଥିବା ବେଳେ ଅନ୍ଯ…

କାଳ ସାଜିଲା ଘନ କୁହୁଡି, ଅକାଳରେ ଚାଲିଗଲା ୫ ଜୀବନ

ବ୍ରହ୍ମପୁର: କାଳ ସାଜିଲା ଘନ କୁହୁଡି । ଜିଲ୍ଲା ସୋରଡା ଥାନା ବରାଡି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅକାଳରେ ଚାଲିଗଲା ୫ଜଣଙ୍କ ଜୀବନ । ବାଇକ ଓ ସ୍କୁଟି ମୁହାଁମୁହିଁ ଧକ୍କା ହେବା ଫଳରେ ୫ଜଣଙ୍କର ମୃତ୍ୟୁ ହୋଇଥିବା…

ଫେକ୍‌ ଆକାଉଣ୍ଟ ମାମଲା: ର‍୍ୟାକେଟ୍‌ର ଅନ୍ୟତମ ସଦସ୍ୟ ସୌରଭ ମାଇତି ଗିରଫ

ଭୁବନେଶ୍ବର: ଫେକ୍‌ ଆକାଉଣ୍ଟ ମାମଲାରେ ଆଉ ଜଣେ ଗିରଫ । ପଶ୍ଚିମବଙ୍ଗ ମେଦିନାପୁରରୁ (୩୦) କୁ ଗିରଫ କଲା ଏସ୍‌ଟିଏଫ୍ । ଗିରଫ ପରେ ସୌରଭକୁ ୪ ଦିନିଆ ଟ୍ରାଞ୍ଜିଟ୍ ରିମାଣ୍ଡରେ ଭୁବନେଶ୍ବର ଅଣାଯାଉଛି । ଗରିବ ଓ ଅପାଠୁଆ ଲୋକଙ୍କ…

ଥାର୍ଡଡିଗ୍ରୀ ଦେଇଥିବା ଅଭିଯୋଗରେ ତିନି ପୋଲିସ କର୍ମୀଙ୍କୁ ବଦଳି

ଥାର୍ଡ ଡିଗ୍ରୀ ନାଁ ଶୁଣିଲେ ହିଁ ମନରେ ଭୟ ଆସେ । କାରଣ ଏହା ଅତ୍ୟନ୍ତ ଭୟଙ୍କର ହୋଇଥାଏ । ତେବେ ନିକଟରେ ଏଭଳି ଏକ ଘଟଣା ଘଟିଛି ଯେଉଁଥିରେ ଜଣେ ବ୍ୟକ୍ତିଙ୍କୁ ଥାର୍ଡଡିଗ୍ରୀ ଦିଆଯାଇଥିବାର ଅଭିଯୋଗ ଆସିଛି । ରିପୋର୍ଟ…

ରାଜଧାନୀରୁ ବିପୁଳ ପରିମାଣର କଫ୍ ସିରଫ ଜବତ, ୨ ଗିରଫ

ଭୁବନେଶ୍ବର: ବିପୁଳ ପରିମାଣର କଫ ସିରପ ଜବତ କଲା ନୟାପଲ୍ଲୀ ପୋଲିସ । ୧୬୮୦ ଟି ବୋତଲ ଜବତ କରିବା ସହ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ମହିମା ନଗର ଗାଢକଣ…