Crime

ଭିଜିଲାନ୍ସ ଜାଲରେ ଓବିସିସିର ଅତିରିକ୍ତ ମୁଖ୍ୟଯନ୍ତ୍ରୀ: ଅମାପ ସଂପତ୍ତି ଠାବ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପଡ଼ିଥିବା ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ କର୍ପୋରେସନ(ଓବିସିସି)ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କ ଅମାପ ସଂପତ୍ତି ଦେଖି ତାଜୁବ୍ ଭିଜିଲାନ୍ସ ଟିମ୍। ପ୍ରଦୀପ କୁମାର ରଥଙ୍କର ୪୨ରୁ ଅଧିକ ପ୍ଲଟ, ଭୁବନେଶ୍ୱରରେ ୨ଟି ଦାମୀ ଫ୍ଲାଟ୍,…

ଘରୋଇ କଳିକୁ କେନ୍ଦ୍ର କରି ବଡ ବୋହୂର ନାକ କାଟିଲା ଶ୍ୱଶୁର

ଆଠଗଡ: ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଜୁଆଲ୍ ଭାଇରାଲ ହୋଇଥାଏ । ସେସବୁ ଭିତରୁ କିଛିଟା ସତ ହୋଇଥାଏ ତ ଆଉ କିଛି ଗୁଜବ ଥାଏ । କିନ୍ତୁ ଭାଇରାଲ୍ ଭିଡିଓ ସବୁବେଳେ ଚର୍ଚ୍ଚାର ବିଷୟ ପାଲଟିଥାଏ । ଏସବୁ ଭିତରେ…

ରିମାଣ୍ଡରେ ଯିବେ ୫ ସ୍ତ୍ରୀଙ୍କ ସ୍ବାମୀ

ଭୁବନେଶ୍ଵର: ଖୋଲିବ ଗୁମର। ରିମାଣ୍ଡରେ ଯିବେ ୫ରାଣୀଙ୍କ ମନର ରାଜା ଠକ ସତ୍ୟଜିତ ସାମଲ। ଅଧିକ ପଚରାଉଚରା କରିବା ପାଇଁ ଠକ ରୋମିଓ ସତ୍ୟଜିତକୁ ରିମାଣ୍ଡରେ ନେବ କମିଶନରେଟ ପୋଲିସ । ସୂଚନାଯୋଗ୍ୟ ଯେ, ଗତକାଲି ୫ ସ୍ତ୍ରୀଙ୍କ ରୋମିଓ ସ୍ବାମୀ…

ବନ୍ଧା ହେଲେ ଗୋଲାମୁଣ୍ଡା ବିଡିଓ

ଭବାନୀପାଟଣା: ଲାଞ୍ଚ ନେବା ଭାରି ପଡିଲା । କାଲି ଧରାପଡିଥିଲେ । ଆଉ ଆଜି ବାନ୍ଧିଲା ଭିଜିଲାନ୍ସ । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ । ଗୁରୁବାର ଅର୍ଥାତ୍ ଗତକାଲି ଅପରାହ୍ଣରେ ପ୍ରାୟ…

ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ବାଲେଶ୍ୱର: ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ(SE) ପ୍ରଭାସ ପ୍ରଧାନଙ୍କ ଅଫିସ ଓ ଘରେ ଭିଜିଲାନ୍ସ ରେଡ୍‌। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ। ବାଲେଶ୍ୱରର ୭ଟି ସ୍ଥାନରେ ଭିଜିଲାନ୍ସର ଏକକାଳୀନ ଚଢ଼ାଉ ଜାରି ରହିଛି। ତେବେ ଏହି ଚଢାଉରେ…

ଜଟଣୀ ବ୍ଲକ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ଵର: ଗିରଫ ହେଲେ ଖୋର୍ଦ୍ଧା ଜଟଣୀ ବ୍ଲକର ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତି । ନିବେଦିତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଜଣେ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ ନିବେଦିତା ମହାନ୍ତି । ସୂଚନା…

ବିହାରରୁ ବନ୍ଧୁକ ଆଣି ଓଡ଼ିଶାରେ ଯୋଗାଉଥିଲେ, ଗ୍ୟାଙ୍ଗର ୬ ଗିରଫ, ୫ ବନ୍ଧୁକ ଜବତ

ଭୁବନେଶ୍ୱର : କମିଶନରେଟ ପୋଲିସକୁ ବଡ ସଫଳତା । ବଡ ସଂଗଠିତ ଅପରାଧୀ ଗ୍ୟାଙ୍ଗ ଠାବ । ଗ୍ୟାଙ୍କର ମୁଖ୍ୟ ରଶ୍ମି ରଞ୍ଜନ ସ୍ବାଇଁଙ୍କ ସମେତ ୬ ଜଣଙ୍କୁ ଗିରଫ କରିଛି ସ୍ପେଶାଲ ସ୍କ୍ୱାଡ । ରଶ୍ମି ନାଁରେ ୫ଟି ବେଆଇନ…

ଆସିଲା ମଧୁମିତାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ, ମୃତ୍ୟୁ ପୂର୍ବରୁ ଦେହରେ ଥିଲା ଏକାଧିକ କ୍ଷତ ଚିହ୍ନ

ଭୁବନେଶ୍ୱର : ବହୁଚର୍ଚ୍ଚିତ ସାମ୍ବାଦିକା ମଧୁମିତା ପରିଡ଼ା ମୃତ୍ୟୁ ମାମଲା । ଆସିଲା ମଧୁମିତାଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ । ମୃତ୍ୟୁ ପୂର୍ବରୁ ମଧୁମିତାଙ୍କ ଦେହରେ ଥିଲା ଏକାଧିକ କ୍ଷତ ଚିହ୍ନ । ମଲ୍ଟିପୁଲ ଇଞ୍ଜୁରୀରୁ ମୃତ୍ୟୁ ହୋଇଥିବା ସ୍ପଷ୍ଟ ।…

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର

ବରଗଡ଼: ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର। ବରଗଡ଼ରେ ରହୁଥିବା ବଦ୍ରିପ୍ରସାଦ ଆପର୍ଟମେଣ୍ଟରେ ମଧ୍ୟ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍। ତେବେ ଏହି ଆପର୍ଟମେଣ୍ଟରେ ଥିବା ଘର କାହାର ସେ ନେଇ ଅଧିକ ପଚରାଉଚରା କରୁଛି ଟିମ୍। ପୂର୍ବରୁ…

ମୋ ବସ୍‌ ଯାତ୍ରୀଙ୍କଠାରୁ ଲୁଟୁଥିଲେ ଛତିଶଗଡ଼ ମହିଳା ଲୁଟେରା, ୩ ଜଣଙ୍କୁ ବନ୍ଧିଲା ପୋଲିସ

ଭୁବନେଶ୍ୱର: ମୋ ବସ୍‌ରେ ମାତିଛନ୍ତି ମହିଳା ଲୁଟେରା। ସୁଯୋଗ ପାଇଁ ଯାତ୍ରୀଙ୍କଠାରୁ କରୁଛନ୍ତି ଲୁଟ୍। ଟିକିଏ ଅସାବଧାନ ହେଲେ ଲୁଟି ନେଇଯାଉଛନ୍ତି ଟଙ୍କା, ସୁନାଗହଣା । ଏଭଳି ଏକ ମହିଳା ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ଭୁବନେଶ୍ୱରରେ ପୋଲିସ। ଏହି ମାମଲାରେ…