ରାଜଧାନୀରେ ୨ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ଘଟଣାରେ ୮ ଗିରଫ
ଭୁବନେଶ୍ୱର: ଗତକାଲି (ରବିବାର) ଏୟାରପୋର୍ଟ ଛକ ନିକଟରେ ଧାରୁଆ ଅସ୍ତ୍ରରେ ଦୁଇ ଜଣ ଯୁବକଙ୍କୁ ଆକ୍ରମଣ ଘଟଣା । ଏଥିରେ ୮ ଜଣଙ୍କୁ ଗିରଫ କରିଛି କମିଶନରେଟ ପୁଲିସ । ବର୍ତ୍ତମାନ ୮ ଅଭିଯୁକ୍ତଙ୍କୁ ଫରେଷ୍ଟ ପାର୍କ ଓ କେଦାରପଲ୍ଲୀ ବସ୍ତିରୁ…
ଭୁବନେଶ୍ୱର: ଗତକାଲି (ରବିବାର) ଏୟାରପୋର୍ଟ ଛକ ନିକଟରେ ଧାରୁଆ ଅସ୍ତ୍ରରେ ଦୁଇ ଜଣ ଯୁବକଙ୍କୁ ଆକ୍ରମଣ ଘଟଣା । ଏଥିରେ ୮ ଜଣଙ୍କୁ ଗିରଫ କରିଛି କମିଶନରେଟ ପୁଲିସ । ବର୍ତ୍ତମାନ ୮ ଅଭିଯୁକ୍ତଙ୍କୁ ଫରେଷ୍ଟ ପାର୍କ ଓ କେଦାରପଲ୍ଲୀ ବସ୍ତିରୁ…
କେନ୍ଦୁଝର: କୋବି ଚୋରି ଅଭିଯୋଗରେ ମାକୁ ଖୁଣ୍ଟିରେ ବାନ୍ଧି ପକାଇଥିବା ନିଷ୍ଠୁର ପୁଅ ଶତ୍ରୁଘ୍ନ ମହନ୍ତ ଗିରଫ। ପୋଲିସ ନିଜ ଆଡୁ ମାମଲା ରୁଜୁ କରି ଏହି ଗିରଫ କରିଛି। ପରେ ଶତ୍ରୁଘ୍ନକୁ କୋର୍ଟରେ ହାଜର କରାଯାଇଥିବା ଜଣାପଡ଼ିଛି। ସଂପୃକ୍ତ ଖବରଟି…
ଭୁବନେଶ୍ୱର : ଏବେ ଚାଲିଆଡେ ନୂଆବର୍ଷ ପାଇଁ ସେଲିବ୍ରେସନର ମାହୋଲ । ଯେପରି କିଛି ଅଘଟଣ ନଘଟେ ସେଥିପାଇଁ ସଜାଗ କମିସନରେଟ ପୋଲିସ୍ । ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ଯେପରି କୌଣସି ଅଘଟଣ ନଘଟେ ସେଥିପାଇଁ ଗାଇଡଲାଇନ୍ ପ୍ରସ୍ତୁତ କରାଯାଇଛି ।…
ଖୋର୍ଦ୍ଧା : କାହାର କଟା ପାପୁଲି? ଖୋର୍ଦ୍ଧା ଜଙ୍କିଆ ଥାନା ମାନପୁର ଗାଁ ନିକଟ ବିଲରୁ ଏକ ବାମ ହାତର କଟା ପାପୁଲି ଦେଖିବାକୁ ମିଳିବା ପରେ ଏହାକୁ ନେଇ ଚର୍ଚ୍ଚା ବଢ଼ିଛି । ଜବତ କଟା ପାପୁଲିକୁ ନେଇ ଛାନ୍ଭିନ୍…
ବଲାଙ୍ଗୀର: ଜିଲ୍ଲା ପୁଲିସ ରବିବାର ୭ ଜଣ ନିରୀହ ଶିଶୁଙ୍କ ସମେତ ୧୫ ଜଣ ଦାଦନ ଶ୍ରମିକଙ୍କୁ ବେଆଇନ ଭାବେ ବାହାର ରାଜ୍ୟକୁ ଚାଲାଣ ବେଳେ ଦଲାଲଙ୍କ କବଳରୁ ଉଦ୍ଧାର କରିଛି। ଏହି ଗରିବ ଲୋକଙ୍କୁ ବେଆଇନ ଭାବେ ହାଇଦ୍ରାବାଦ ନିଆଯାଉଥିବା…
କଟକ: କଟକ SCBରେ ଉତ୍ତେଜନା। ରୋଗୀ ମୃତ୍ୟୁ ପରେ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି। ଅଭିଯୋଗ ଅନୁୟାୟୀ ପୁରୀ ଚନ୍ଦନପୁର ଅଞ୍ଚଳର ଜଣେ ଯୁବତୀ ଙ୍କ ଦେହ ଖରାପ ହେବାରୁ ପରିବାରଲୋକେ ତାଙ୍କୁ କଟକ ବଡ଼ ମେଡିକାଲକୁ ଆଣିଥିଲେ। ହେଲେ ଡାକ୍ତର…
କନ୍ଧମାଳ: କନ୍ଧମାଳ ଜିଲ୍ଲାରେ ମାଓବାଦୀଙ୍କ ଦ୍ୱାରା ଲଗାଯାଇଥିବା ଆଇଇଡି ବିସ୍ଫୋରଣରେ ସ୍ପେଶାଲ ଅପରେସନ୍ ଗ୍ରୁପ୍ (ଏସ୍ଓଜି)ର ଦୁଇ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ସିର୍ଲା ଜଙ୍ଗଲରେ ଏହି ଘଟଣା ଘଟିଛି। ଆଜି ସକାଳେ ନକ୍ସଲ ବିରୋଧୀ…
ଦେବଗଡ଼ରୁ ୬ ବର୍ଷର ଶିଶୁ କନ୍ୟା ପିହୁ ଅଗ୍ରୱାଲ ଅପହରଣ ଘଟଣାରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ। ସେମାନଙ୍କଠାରୁ ଅପହରଣରେ ବ୍ୟବହାର ହୋଇଥିବା ୨ଟି ବାଇକ୍ ଓ ଗୋଟିଏ କାର୍ ମଧ୍ୟ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଉଛନ୍ତି…
ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ବରଗୁଡିପଡ଼ାରେ ଜଣେ ବୃଦ୍ଧଙ୍କୁ କଟୁରୀରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ପ୍ରହ୍ଲାଦ ଦାସ। ଆଜି ଦିନ ପ୍ରାୟ ସାଢ଼େ ଗୋଟାଏ ସମୟରେ ପ୍ରହ୍ଲାଦ ଘରେ ଥିବା ବେଳେ ନିକଟସ୍ଥ ନାରଦିଆ ଗ୍ରାମର…
ଭୁବନେଶ୍ୱର : ସନ୍ଦିଗ୍ଧ କାଶ୍ମୀର ଆତଙ୍କୀ ସୟିଦ ଇଶାନ ବୁଖାରିକୁ ନେଇ ଆସିଛି ନୂଆ ତଥ୍ୟ l STF ହାତରେ ସନ୍ଦିଗ୍ଧ ଆତଙ୍କବାଦୀ ବୁଖାରୀର CDR। ତା ମୁହଁରୁ ଗୋଟି ଗୋଟି ସତ ଉଗାରୁଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏକାଧିକ ଲୋକଙ୍କ…