Crime

ପଞ୍ଚମ ଦିନରେ ଚାଲିଛି ଆୟକର ବିଭାଗର ରେଡ, ବଲାଙ୍ଗିରରୁ ମିଳିଲା କେବଳ ୧୭୦କୋଟି

ବଲାଙ୍ଗୀର: ମଦ ସାମ୍ରାଜ୍ୟରେ ଆଇଟି ରେଡ୍ ଯେତିକି ଆଗକୁ ବଢୁଛି, ସେତିକି ଖୋଲି ଚାଲିଛି କଳାଟଙ୍କାର ଗୁମର । ଆଜି ପଞ୍ଚମ ଦିନରେ ଚାଲିଛି ଆୟକର ବିଭାଗର ରେଡ । ସେପଟେ ମଦ ସାମ୍ରାଜ୍ୟର କଳାଟଙ୍କା ମିଳିବା ପରେ କଂଗ୍ରେସର ରାଜ୍ୟସଭା…

ସମ୍ପର୍କୀୟ ଝିଆରୀକୁ ପ୍ରେମ କରିବାରୁ ହତ୍ୟାକାଣ୍ଡ, ପୋଖରୀରୁ ମୃତଦେହ ହୋଇଥିଲା ଉଦ୍ଧାର

ଅନୁଗୁଳ: ଅପହରଣ ପରେ ମୋଟଙ୍ଗା ଥାନା ଅଞ୍ଚଳର ଏକ ପୋଖରୀରୁ ହାତ ଗୋଡ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର ଘଟଣାର ପରଦାଫାସ କରିଛି ଜରପଡା ଥାନା ପୋଲିସ। ସମ୍ପର୍କୀୟ ଝିଆରୀକୁ ପ୍ରେମ କରିବା ଯୋଗୁଁ ଏଭଳି ହତ୍ୟାକାଣ୍ଡ ହୋଇଥିବା ପୋଲିସ କହିଛି…

ଆୟକର ରେଡ୍: ଦୁର୍ନୀତିର ଗନ୍ଧ ବାରି ବିଜେଡି ଓ କଂଗ୍ରେସ ଉପରେ ପ୍ରଶ୍ନ ଉଠାଇଲା ବିଜେପି

ଭୁବନେଶ୍ୱର: ସାରା ଓଡ଼ିଶା ଓ ପଡୋଶୀ ରାଜ୍ୟମାନଙ୍କରେ ଚାଲିଥିବା ଆୟକର ଚଢ଼ଉରେ ୩୦୦ କୋଟି ଟଙ୍କାର ବେଆଇନ ଅର୍ଥ ଜବତ ହୋଇଥିବା ଜଣାପଡ଼ିଛି। ଏବେ ଏହାକୁ ନେଇ ତେଜିଛି ରାଜନୀତି। ବିଜେଡି ଓ କଂଗ୍ରେସ ଏହି ଦୁର୍ନୀତିରେ ସମ୍ପୃକ୍ତି ଥିବା ନେଇ…

ସୌରୀନ ଭଟଙ୍କ ବିରୋଧରେ ଜାରି ହେଲା ଏନ ବି ଡବ୍ଲ୍ୟୁ

କଣ୍ଠଶିଳ୍ପୀ ସୌରୀନ ଭଟଙ୍କ ପାଇଁ ବଢ଼ିଲା ଅଡ଼ୁଆ । ସୌରୀନ ଭଟଙ୍କ ବିରୁଦ୍ଧରେ ଜାରି ହେଲା ଏନ ବି ଡବ୍ଲ୍ୟୁ ବା ଜାମିନ ବିହୀନ ଗିରଫ ପରବାନା। ଜାମିନ ବିହୀନ ଗିରଫ ପରୱାନା ପାଇଁ ପୋଲିସ ପକ୍ଷରୁ କୋର୍ଟରେ କରାଯାଇଥିବା ଆବେଦନକୁ…

ଗାଡି ଚଢ଼ାଇ ହତ୍ୟା ଅଭିଯୋଗରେ ସରପଞ୍ଚଙ୍କ ସମେତ ୩ ଗିରଫ

ଗାଡି ଚଢ଼ାଇ ହତ୍ୟା ଅଭିଯୋଗରେ ସରପଞ୍ଚଙ୍କ ସମେତ ୩ ଗିରଫ। ଏପରି ବୀଭତ୍ସ ଘଟଣା ସମ୍ୱଲପୁର ଜିଲ୍ଲା ନାକଟିଦେଉଳ ଥାନା ଅଞ୍ଚଳରେ ଘଟିଥିଲା। ଏନେଇ ଅଭିଯୋଗ ହେବା ପରେ ପୁଲିସ ଅଭିଯୁକ୍ତ ସରପଞ୍ଚଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି। ଡିସେମ୍ୱର ୧ ତାରିଖ…

ବ୍ୟାଙ୍କ ଠକେଇ ମାମଲାରେ ସେଣ୍ଟ୍ରାଲ ବ୍ୟାଙ୍କର ୨ ପୂର୍ବତନ ଅଧିକାରୀଙ୍କୁ ଗିରଫ କଲା EOW

ଭୁବନେଶ୍ବର: ୩ କୋଟି ୩୩ଲକ୍ଷ ଟଙ୍କାରେ ବ୍ୟାଙ୍କ ଠକେଇ ମାମଲାରେ ଦୁଇ ଗିରଫ। ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆର ଦୁଇ ପୂର୍ବତନ କର୍ମଚାରୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚର ଅର୍ଥନେତିକ ଅପରାଧ ଶାଖା। ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆର କଟକ ଭଦ୍ରେଶ୍ବର ଶାଖାର…

ଅବସରପ୍ରାପ୍ତ ଜଜଙ୍କ ଘରୁ ଲୁଟ୍‌

ଭୁବନେଶ୍ବର: ଦିନକୁ ଦିନ ଅସୁରକ୍ଷିତ ମଣୁଛନ୍ତି ରାଜଧାନୀବାସୀ। ଅନାୟସରେ ଘରେ ପଶି ଲୁଟ୍‌ପାଟ୍‌ କରି ଚମ୍ପଟ ମାରୁଛନ୍ତି। ହେଲେ କମିଶନରେଟ୍‌ ପୁଲିସ୍‌ ଅସହାୟ। ରାଜଧାନୀର କୁହାଳିଆ ପୁଲିସକୁ ଖୋଲା ଚ୍ୟାଲେଞ୍ଚ ଦେଇ ଦୁର୍ବୃତ୍ତମାନେ ଗୁରୁବାର ବିଳମ୍ୱିତ ରାତିରେ ଅବସରପ୍ରାପ୍ତ ଜଜଙ୍କ ଘରେ…

SDOଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାଟର ଭିତରୁ ମିଳିଲା ମୃତଦେହ

କଳାହାଣ୍ଡି : କ୍ବାର୍ଟର୍ସରୁ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ରେ କ୍ବାର୍ଟର୍ସ ଭିତରୁ SDOଙ୍କ ମୃତଦେହ ଉଦ୍ଧାର । ଜଳସମ୍ପଦ ବିଭାଗର SDOଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ SDO ଜଣଙ୍କ ହେଲେ ରଂଜିତ କୁମାର କର୍ଜି । ସେ…

ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଦେବଗଡ଼: ରାସ୍ତା କଡ଼ରୁ ମୃତଦେହ ଉଦ୍ଧାର । ଦେବଗଡ଼ ଜିଲ୍ଲା ବାରକୋଟ ଥାନା ଦଣ୍ଡାସିଂହା – ମହୁଲନାଲି ରାସ୍ତା କଡ଼ରୁ ବାରକୋଟ ଯୁକ୍ତ ୨ ମହା ବିଦ୍ୟାଳୟରେ କାର୍ଯ୍ୟରତ ପିଅନଙ୍କ ମୃତଦେହ ଠାବ ହୋଇଛି। ମୃତକ ହେଲେ ମିଲୁ ଚରଣ ବେହେରା।…

ଯେତେ ଗଣିଲେ ସେତେ ବାହାରୁଛି, ୩୦୦ କୋଟି ପାର କରିବା ଆଶଙ୍କା

ଭୁବନେଶ୍ଵର/ ବଲାଙ୍ଗିର: ଯେତେ ଗଣିଲେ ସେତେ ବାହାରୁଛି । ସରିବାର ନାଁ ନେଉନାହିଁ ଟଙ୍କା । ଟଙ୍କା ଗଣି ଗଣି ହାଲିଆ ହେଲେଣି ବ୍ୟାଙ୍କ ଓ ଆଇଟି ଅଧିକାରୀ । ଗତ ଦୁଇ ଦିନରେ ୨୦୦ କୋଟି ଟଙ୍କା ମିଳିଥିବା ବେଳେ…