ଗିରଫ ହେଲେ ବୈପାରୀଗୁଡ଼ା ଥାନା ଆଇଆଇସି ସୁଶାନ୍ତ ଶତପଥୀ
ଗିରଫ ହେଲେ ବୈପାରୀଗୁଡ଼ା ଥାନା ଆଇଆଇସି ସୁଶାନ୍ତ ଶତପଥୀ । ଦୁଇ ଦିନ ହେଲା ଥାନା ବାବୁଙ୍କ ଘରେ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ । ୩୭ ଲକ୍ଷ ୨୭ ହଜାର ନଗଦ ଟଙ୍କା ଜବତ ହୋଇଛି । ଗତକାଲିଠୁ ଆଇଆଇସି…
ଗିରଫ ହେଲେ ବୈପାରୀଗୁଡ଼ା ଥାନା ଆଇଆଇସି ସୁଶାନ୍ତ ଶତପଥୀ । ଦୁଇ ଦିନ ହେଲା ଥାନା ବାବୁଙ୍କ ଘରେ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ । ୩୭ ଲକ୍ଷ ୨୭ ହଜାର ନଗଦ ଟଙ୍କା ଜବତ ହୋଇଛି । ଗତକାଲିଠୁ ଆଇଆଇସି…
ଭୁବନେଶ୍ୱର: ଆଜି (ମଙ୍ଗଳବାର) ଭୁବନେଶ୍ୱରର ଝାରପଡା ସ୍ପେଶାଲ ଜେଲରେ ଜଣେ ବିଚରାଧୀନ କଏଦୀଙ୍କର ହୃଦଘାତ ରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ କଏଦୀଙ୍କ ନାମ ସୁକାନ୍ତ ଭୋଇ ବୋଲି ଜଣାପଡିଛି । ମିଳିଥିବା ଖବର ଅନୁସାରେ, ଯୌତୁକ ନିର୍ଜାତନା…
ଭୁବନେଶ୍ୱର: ପୋଲିସ ପଞ୍ଝାରେ ଲୁଟେରା। ଘରେ କେହି ନଥିବାର ସୁଯୋଗ ଦେଖି କଳାକନା ବଲାଉଥିଲା ଚୋର। ଥାନାରେ ଅଭିଯୋଗ କରିବା ପରେ ଲୁଟେରାକୁ ବାନ୍ଧିଲା ପୋଲିସ। ଏହାସହିତ ଲୁଟେରା ନିକଟରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ଟଙ୍କା ଜବତ ହୋଇଛି।…
ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଲୁଟେରା । ଭୁବନେଶ୍ବର ବଡ଼ଗଡ଼ ପୋଲିସ ହାତରେ ୩ଜଣ ଲୁଟେରା । ସେମାନଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ସାଇକେଲ ଜବତ କରିଛି ପୋଲିସ । ବ୍ରହ୍ମେଶ୍ବର ବାଗ ଅଞ୍ଚଳରେ ଘର…
ବାଲେଶ୍ବର: ଜେସିବି ଲଗାଇ ଏଟିଏମ ତାଡ଼ିନେଲେ ଦୁର୍ବୃତ୍ତ । ବାଲେଶ୍ବର ଜିଲ୍ଲା ବାହାନଗା ବଜାରରେ ଥିବା ଷ୍ଟେଟ ବ୍ୟାଙ୍କ ଏଟିଏମ ମେସିନକୁ ଦୁର୍ବୃତ୍ତମାନେ ପ୍ରଥମେ ଗ୍ୟାସ କଟରରେ କାଟିବା ପରେ ଜେସିବିରେ ତାଡ଼ି ଉଠାଇ ନେଇଥିବା ନେଇ ଅଭିଯୋଗ ହୋଇଛି ।…
ମାଲକାନଗିରି : ମାଓବାଦୀଙ୍କ ଲଙ୍କାକାଣ୍ଡ । ୧୪ଟି ଗାଡ଼ି ଜାଳିଦେଲେ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଦନ୍ତେୱାଡା ଜିଲ୍ଲାର ଭାଁସି ନିକଟରେ ରେଲୱେ ଲାଇନ୍ ଦୋହରକରଣ ପାଇଁ ନିୟୋଜିତ ଥିବା ଗାଡ଼ିକୁ ଜାଳି ଦେଇଛନ୍ତି । ଖବର ପାଇ…
ସୁବର୍ଣ୍ଣପୁର : ଭିଜିଲାନ୍ସ ପଞ୍ଝାରେ ଚକ୍ଷୁ ଡାକ୍ତର । ୫,୫୦୦ ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଚକ୍ଷୁ ବିଶେଷଜ୍ଞ ଡାକ୍ତର ସଂଜୀବ କୁମାର କର । ଯାଲୋଇ ଗାଁ ର ଲକ୍ଷ୍ମଣ ତ୍ରିପାଠୀ ଙ୍କ ଅପରେସନ…
ଭୁବନେଶ୍ୱର: ଭୁବନେଶ୍ୱରରେ ଓୟୋ ହୋଟେଲ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ମାମଲାରେ ମାଷ୍ଟର ମାଇଣ୍ଡ ଗିରଫ କରିଛି ଭରତପୁର ଥାନା ପୁଲିସ। ଗିରଫ ଅଭିଯୁକ୍ତ ଜଣକ ହେଲା ମାଲିଙ୍ଗା । ଗତ ମାସ ୨୬ ତାରିଖରେ ଭରତପୁର ଥାନା ଅଧୀନରେ ଥିବା ଓୟୋ…
ନବରଙ୍ଗପୁର : ଚିତ୍ରକୋଣ୍ଡା ସିମେଣ୍ଟ ବୋଝେଇ ଟିପ୍ପର ଓଲଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣା । ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଥାନା ଅନ୍ତର୍ଗତ ମୋତିଗାଁରେ ପହଁଚିଲା ୬ ମୃତଦେହ। ଶହଶହ ଲୋକଙ୍କ କାନ୍ଦବୋବାଳି ଏବଂ ଶୋକାକୁଳ ପରିବେଶ ରେ ଫାଟିପଡ଼ୁଛି…
ଜଳେଶ୍ୱର: ସବୁବେଳେ କୁହାଯାଏ ପ୍ରେମ ଶାଶ୍ୱତ, ଚିରନ୍ତନ, ପବିତ୍ର। ଦୁଇଟି ମନ ଓ ହୃଦୟର ମିଳନକୁ ହିଁ ତ ପ୍ରେମ କୁହାଯାଏ। ଏହା ଏକ ସ୍ୱତନ୍ତ୍ର ଭାବନା, ଯାହା ଦେଖେନି ଧନୀ ଗରିବ, ଗୋରା କଳା, ଡେଙ୍ଗାଗେଡ଼ା, ବୟସ ତାରତମ୍ୟ। ହେଲେ…