Crime

ଭିଜିଲାନ୍ସ ଜାଲରେ ବାଉଁଶୁଣି ଥାନା SI ବିକ୍ରମ କିଶୋର ଦେହୁରୀ

ବୌଦ୍ଧ: ଭିଜିଲାନ୍ସ ଜାଲରେ ପୋଲିସ ବାବୁ । ଲାଞ୍ଚ ନେଉଥିବା ବେଳେ ହଠାତ୍ ମାଡିବସିଲା ଭିଜିଲାନ୍ସ ଟିମ୍ । ଗଞ୍ଜେଇ ଗାଡ଼ି ରିଲିଜ ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା SI ବିକ୍ରମ କିଶୋର…

ଅଫିସ ଭିତରେ ସ୍ୱାମୀଙ୍କ ଉନ୍ମତ୍ତକାଣ୍ଡ: ପତ୍ନୀଙ୍କୁ ଗୋଡାଇ ଗୋଡାଇ ହାଣିଲେ

ଭୁବନେଶ୍ୱର:ଅଫିସ ଭିତରେ ସ୍ୱାମୀଙ୍କ ଉନ୍ମତ୍ତକାଣ୍ଡ । ଅଫିସରେ ପଶି ପତ୍ନୀଙ୍କୁ ଗୋଡାଇ ଗୋଡାଇ ହାଣିଲେ । ଆଉ କେଉଁଠି ନୁହେଁ, ଖୋଦ ରାଜଧାନୀରେ । ଘଟଣା ସାରା ସହରରେ ଚାଞ୍ଚଲ୍ୟ ଖେଳାଇ ଦେଇଛି । ସ୍ୱାମୀଙ୍କ ମରଣାନ୍ତକ ଆକ୍ରମଣରେ ମହିଳାଙ୍କ ଅବସ୍ଥା…

ନିର୍ମାଣାଧୀନ ପାଣି ଟାଙ୍କିରୁ ଦୁଇଟି କଙ୍କାଳ ଉଦ୍ଧାର

ଯାଜପୁର: ଯାଜପୁର ଜିଲ୍ଲାରେ ଚାଞ୍ଚଲ୍ୟ। ନିର୍ମାଣାଧୀନ ପାଣି ଟାଙ୍କିରୁ ଉଦ୍ଧାର ହେଲା ଦୁଇଟି କଙ୍କାଳ। ଯାଜପୁର ସଦର ଥାନା ନିଶ୍ଚନ୍ତା ଗାଁରେ ଏଭଳି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ଏହି କଙ୍କାଳ ମଣିଷର କିମ୍ବା କୌଣସି ପଶୁଙ୍କର…

ଭାରତର ପରାଜୟକୁ ସହ୍ୟ କରିନପାରି ଜୀବନ ହାରିଲେ ଯୁବକ

ଯାଜପୁର : କ୍ରିକେଟ ଖେଳ ନିଶା ହେଲା କାଳ। ଭାରତର ପରାଜୟ କୁ ସହ୍ୟ ନ କରି ପାରି ଜୀବନ ହାରିଲେ ୨୩ବର୍ଷୀୟ ଯୁବକ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଜରୀ ପଞ୍ଚାୟତ କୁଳସାହି…

ପୋଲତଳୁ ମିଳିଲା ନବଜାତ ଶିଶୁ କନ୍ୟା ମୃତଦେହ

ବାଲେଶ୍ବର : ପୁଣି ଅଲୋଡା ହେଲା ଶିଶୁ କନ୍ୟା । ଏମିତି କିଛି ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ସହଦେବଖୁଣ୍ଟା ଅରଡ ବଜାରରୁ । ଲୁଣିଆ ଝୋଡି ପୋଲ ନିକଟରୁ ଏକ ନବଜାତ ଶିଶୁର ମୃତଦେହ ଉଦ୍ଧାର ହୋଇଛି…

ଏସଟିଏଫ୍ ପଞ୍ଝାରେ ବାଘ ଛାଲ ବେପାରୀ

ନୟାଗଡ : ଥମୁନି ବାଘ ଛାଲ ବେପାରୀଙ୍କ ପ୍ରାର୍ଦୁଭାବ । ବାଘ ଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିବାବେଳେ ମାଡି ବସିଲା ଏସଟିଏଫ୍ । ଏମିତି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ ଦଶପଲ୍ଲା ଅଞ୍ଚଳରେ । ସୂଚନା ଅନୁସାରେ…

ଶିମିଳିପାଳରୁ ହାତୀ ଦାନ୍ତ ଜବତ, ୪ ଗିରଫ

ଶିମିଳିପାଳ ପାଦଦେଶରୁ ହାତୀ ଦାନ୍ତ ସହ ୪ ଗିରଫ। ହାତୀଦାନ୍ତ ଡିଲ ବେଳେ ଚଢଉ କରି ଗିରଫ କଲା ବନ ବିଭାଗ। ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବନାଞ୍ଚଳର ଦିଲଗଞ୍ଜ ଅଞ୍ଚଳରେ ଜବତ ହୋଇଛି ହାତୀ ଦାନ୍ତ। ହାତୀ ଦାନ୍ତ ଡିଲ ନେଇ…

ଡାହାଣୀ ସନ୍ଦେହରେ ମହିଳାଙ୍କୁ ପିଟି ପିଟି ହତ୍ୟା

ଯୁଗ ଆସି କେଉଁଠି ପହଞ୍ଚିଲାଣି । କିନ୍ତୁ ଏବେ ବି କିଛି ଲୋକଙ୍କ ମନରେ ଭରି ରହିଛି ଅନ୍ଧବିଶ୍ୱାସର ମାୟାଜାଲ । ଆଉ ଏହି ଅନ୍ଧବିଶ୍ୱାଶର କୁପ୍ରଭାବରେ ହନ୍ତସନ୍ତ ହେଉଛନ୍ତି କିଛି ନୀରିହ ଜନ ସାଧାରଣ । ଲୋକମାନେ ଯେତେ ଆଧୁନିକତା…

ପ୍ରେମିକାକୁ ଦେଖିବା ପରେ ସ୍ୱାମୀ ଆଉ ଭଲ ଲାଗିଲାନି, ବୟଫ୍ରେଣ୍ଡ ସହ ମିଶି କଲା ନିର୍ମମ ହତ୍ୟା

ରାୟଗଡା : ସ୍ୱାମୀଠୁ ଭଲ ଲାଗିଲା ପ୍ରେମିକ । ରହିପାରିଲାନି ପ୍ରେମିକକୁ ଛାଡି । ଶୟନେ ସପନେ ଜାଗରଣେ ଖାଲି ଦେଖା ଯାଉଥିଲା ପ୍ରେମିକର ମୁହଁ । ପ୍ରେମିକାକୁ ଦେଖିବା ପରେ ସ୍ୱାମୀ ଆଉ ଭଲ ଲାଗିଲାନି । ବୟଫ୍ରେଣ୍ଡ ସହ…

ଦିନ ଦ୍ବିପ୍ରହରରେ ବୃଦ୍ଧଙ୍କଠାରୁ ୧ଲକ୍ଷ ୯୯ହଜାର ଟଙ୍କା ଲୁଟ୍‌

କଣ୍ଟାବାଞ୍ଝି : ଥମୁନି ଲୁଟେରାଙ୍କ ପ୍ରାର୍ଦୁଭାବ । ଦୀର୍ଘ ଦିନର ନୀରବତା ପରେ କଣ୍ଟାବାଞ୍ଝି ଅଞ୍ଚଳରେ ପୁଣି ସକ୍ରିୟ ହୋଇଛନ୍ତି ଲୁଟେରା । ଦିନ ଦ୍ବିପ୍ରହରରେ ଜଣେ ବୃଦ୍ଧଠାରୁ ୧ ଲକ୍ଷ ୯୯ ହଜାର ଟଙ୍କା ଝାମ୍ପି ନେଇଛନ୍ତି ଦୁର୍ବୁତ୍ତ ।…