Crime

ଥାନାରୁ ବାଇକ ଚୋର ଫେରାରକୁ ନେଇ ତାତିଲେ ଲୋକେ, ଥାନାରେ ଭଙ୍ଗାରୁଜା ଓ ଅଧିକାରୀଙ୍କୁ ମାଡ଼

ଥାନାରୁ ବାଇକ ଚୋର ଫେରାରକୁ ନେଇ ତାତିଲେ ଲୋକେ । ମୟୂରଭଞ୍ଜ ଜିଲ୍ଲା ଘାଘରବେଡ଼ା ଥାନାରେ ଭଙ୍ଗାରୁଜା । ଘାଘରବେଡ଼ା ଥାନା OIC ଓ ASIଙ୍କୁ ମାଡ଼ ମାରିଲେ । ଗତକାଲି ସନ୍ଧ୍ୟାରେ ନରଷଣ୍ଢ ଗାଁରୁ ଜଣେ ଲୋକ ବାଇକ ଚୋରି…

କ୍ରିପ୍ଟୋ-ପଞ୍ଜି ସ୍କାମର ପର୍ଦ୍ଦାଫାଶ : ‘ୟେଶ ୱାର୍ଲଡ’ ମୁଖ୍ୟଙ୍କ ସହ ଓଡ଼ିଶାରୁ ୨ ଜଣଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର: ଓଡ଼ିଶା କ୍ରାଇମ ବ୍ରାଞ୍ଚର ଇକୋନମିକ ଅଫେନ୍ସ ୱିଙ୍ଗ ବା ଇଓଡବ୍ଲ୍ୟୁ ଆଉ ଏକ କ୍ରିପ୍ଟୋକରେନ୍ସି ଦୁର୍ନୀତିର ପର୍ଦ୍ଦାଫାଶ କରିଛି । ଏହି ଘଟଣାର ମୁଖ୍ୟ କୁହାଯାଉଥିବା ୟେଶ ୱାର୍ଲଡ କ୍ରିପ୍ଟୋ ଟୋକେନର ସନ୍ଦୀପ ଚୌଧୁରୀଙ୍କୁ ଜୟପୁର(ରାଜସ୍ଥାନ )ରୁ ଗିରଫ କରାଯାଇଛି…

ବନ୍ଧା ହେଲେ ରସିକିଆ ହାବିଲଦାର

ଭୁବନେଶ୍ୱର : ପେଶାରେ ହାବିଲଦାର କିନ୍ତୁ ନିଶା ପ୍ରେମରେ ଫସାଇବା । ଖାଲି ପ୍ରେମ ନୁହେଁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ଆଉ ତାପରେ ବାରମ୍ବାର ଗର୍ଭପାତରେ ବି ଓସ୍ତାଦ୍‌ । ନାଁ ପୁଣି ପ୍ରେମସାଗର, ଲାଗୁଛି ନିଜ ନାଁର…

ଜଗତସିଂହପୁରରେ ଦୁଇ ଆଇଓସିଏଲ କର୍ମଚାରୀଙ୍କ ସଡକ ଦୁର୍ଘଟଣାରେ ମୃତ୍ୟୁ

ପାରାଦୀପ:ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେ(IOCL)ର ଦୁଇ କର୍ମଚାରୀଙ୍କର ସଡକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ଗୁରୁବାର ବିଳମ୍ବିତ ରାତିରେ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ସନ୍ତରାଗଡ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି । ଏକ ଏସୟୁଭି ଆଇଓସିଏଲ କର୍ମଚାରୀଙ୍କ ବାଇକକୁ ଧକ୍କା ଦେଇ…

ସାଙ୍ଗକୁ ପିଟିପିଟି ହତ୍ୟା କଲା ସାଙ୍ଗ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଲରମ୍ଭା ଥାନା ଅଧୀନ ଦମକିପାଲି ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ସାଙ୍ଗଙ୍କ ଠାରୁ ଆଉ ଜଣେ ସାଙ୍ଗ ମାଗି ନେଇଥିବା ସାଇକେଲ ନ ଫେରାଇବାରୁ ଉକ୍ତ ସାଙ୍ଗଙ୍କୁ ମାଡ ମାରି ହତ୍ୟା…

ବ୍ରାଉନସୁଗାର ବେପାର କରି ଗିରଫ ହେଲେ ଦାନ୍ତ ଡାକ୍ତର, ୨.୫ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ

ଯାଜପୁର: ଅପରେଶନ ହ୍ଵାଇଟ ସ୍ପାଇଡର । ଯାଜପୁର ଟାଉନ ଥାନା ପୋଲିସକୁ ବଡ ସଫଳତା । ଯାଜପୁର ପ୍ରଶାସନିକ ଭବନ ନିକଟରୁ ୨୫.୦୨ ଗ୍ରାମର ବ୍ରାଉନସୁଗାର ସହ ୪ଟି ମୋବାଇଲ ଜବତ କରିଛି ପୋଲିସ । ଏଥି ସହ ୩ ଜଣ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ସ୍କୁଲ କିରାଣୀ

ଯାଜପୁର: ମହଙ୍ଗା ପଡିଲା ଲାଞ୍ଚ ନେବା । ଭିଜିଲାନ୍ସ ହାତରେ ଧରାପଡିଲେ ସ୍କୁଲ କିରାଣୀ । ଯାଜପୁର ବ୍ଲକ କବିରପୁର ସ୍ଥିତ ପୁରୁଷୋତ୍ତମପୁର ଉଚ୍ଚ ବିଦ୍ୟାଳୟର କିରାଣୀ ମହେଶ୍ୱର ସାମଲ ଗିରଫ । ପେନସନ ଟଙ୍କା କରାଇ ଦେବା ପାଇଁ ଜଣେ…

ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ

ନୟାଗଡ: ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ । ନୟାଗଡ଼ ଜିଲ୍ଲା ଇଟମାଟି ଥାନା ପାଣ୍ଡେରିପାଟଣା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ଯବାନ ଜଣଙ୍କ ହେଉଛନ୍ତି ପାଣ୍ଡେରିପାଟଣା ଗ୍ରାମର ବଂଶୀଧର ସାହୁଙ୍କ ପୁଅ କାହ୍ନୁଚରଣ ସାହୁ…

ଛତ୍ରପୁର ଆରଟିଓ ଅଫିସ କ୍ୟାମ୍ପସରୁ ୪ ଦଲାଲ ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ଆଞ୍ଚଳିକ ପରିବହନ କାର୍ଯ୍ୟଳୟରୁ ୪ ଜଣ ଦଲାଲଙ୍କୁ ବାନ୍ଧିଲା ପୁଲିସ୍‌। ସେମାନଙ୍କଠାରୁ ଡିଏଲ୍‌, ଆର୍‌ସି ବୁକ୍‌ ପ୍ରମୁଖ ଜବତ କରିଛି। ଏପରି ଅଭିଯୋଗ ଗଞ୍ଜାମ ଜିଲ୍ଲା ଛତ୍ରପୁର ଆଦର୍ଶ ଥାନା ଅଞ୍ଚଳରୁ ଆସିଛି। ଛତ୍ରପୁର ଆଞ୍ଚଳିକ…

ଗଞ୍ଜେଇ ଚାଲାଣ ଅଭିଯୋଗରେ ଦୁଇ ଯୁବତୀ ଗିରଫ

ବଲାଙ୍ଗିର: ଟ୍ରେନରେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ଧରାପଡିଲେ ଦୁଇ ଯୁବତୀ। ଅବକାରୀ ବିଭାଗ ଦୁଇ ଯୁବତୀଙ୍କୁ ଗିରଫ କରିବା ସହିତ ଗଞ୍ଜେଇ ଜବତ କରିଛି। ଏପରି ଅଭିଯୋଗ ବଲାଙ୍ଗିର ଜିଲ୍ଲାରୁ ଆସିଛି। ସୂଚନା ଅନୁସାରେ ବୁଧବାର ଅପରାହ୍ନରେ ଏହି…