Crime

ଚାକିରି କରାଇଦେବା ନାଁରେ ଠକେଇ ଅଭିଯୋଗ, ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଚାକିରି କରାଇଦେବା ନାଁରେ ବଡ଼ଧରଣର ଠକେଇ ଅଭିଯୋଗ ଆସିଛି। ଜଣେ ପୂର୍ବତନ ମନ୍ତ୍ରୀଙ୍କ ସଂପର୍କୀୟ ବୋଲି ପରିଚୟ ଦେଇ ଅଭିଯୁକ୍ତମାନେ ଲକ୍ଷାଧିକ ଟଙ୍କା ଠ‌କିଥିବା ଜଣାପଡ଼ିଛି। ଅଭିଯୁକ୍ତମାନଙ୍କୁ କଟକ ସାଇବର ଥାନା ପୁଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା…

ନକଲି ସାର୍ଟିଫିକେଟ ଦର୍ଶାଇ ଚାକିରି କରୁଥିବା ବିଜ୍ଞାନ ଶିକ୍ଷକ ଗିରଫ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାରେ ପୁଣି ନକଲି ପ୍ରମାଣପତ୍ର ଦେଇ ଚାକିରି କରିଥିବା ଆଉ ଜଣେ ସ୍କୁଲ ଶିକ୍ଷକଙ୍କୁ ଗିରଫ କରାଯାଇଛି । ଗିରଫ ଶିକ୍ଷକ ହେଲେ ଭକ୍ତ କୁମାର ସେଠ । ସେ ବିଜ୍ଞାନ ଶିକ୍ଷକ ଭାବେ ଅଗଷ୍ଟ ୨୦୨୨ ମସିହାରେ…

ବଲାଙ୍ଗିର ସରକାରୀ ଆୟୁର୍ବେଦିକ କଲେଜ ଅଧ୍ୟକ୍ଷ ଗିରଫ

ବଲାଙ୍ଗିର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍‌ପିଟାଲ୍‌ର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କୁ ଆଜି ଭିଜିଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସେ ତାଙ୍କ ଆୟଠାରୁ ୧୧୩% ଅଧିକ ସମ୍ପତ୍ତି ଠୁଳ…

ବନ୍ଧୁକ ମୁନରେ ଗାଡ଼ି ଅଟକାଇ ଲୁଟି ନେଲେ ଟଙ୍କା ଭର୍ତ୍ତି ଟ୍ରଙ୍କ

କଟକ:ଦିନ ଦ୍ୱପହରରେ ଲୁଟ । ଟଙ୍କା ଭର୍ତ୍ତି ଭ୍ୟାନକୁ ବନ୍ଧୁକ ମୁନରେ ଅଟକାଇ ଲୁଟିନେଲେ ଦେଢାକୋଟି ଟଙ୍କା । ମୁଖାପିନ୍ଧା କିଛି ଦୁର୍ବୃତ୍ତ ଆସି ଏଟିଏମ ଟଙ୍କା ଲୋଡିଂ ହୋଇଥିବା ଭ୍ୟାନକୁ ଲୁଟ କରି ପୋଲିସକୁ ଚାଲେଞ୍ଜ ଦେଇଛନ୍ତି । ଘଟଣା…

ଆଜି ମାଣ୍ଡିଆ ଦିବସ, ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶା ପାଳନ କରୁଛି ‘ମିଲେଟ ମିଶନ’

ଭୁବନେଶ୍ୱର : ଆଜି ମାଣ୍ଡିଆ ଦିବସ । ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି । ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶା ମାଣ୍ଡିଆ ଦିବସ ପାଳନ କରୁଛି । ମାଣ୍ଡିଆ ଚାଷର ପ୍ରଚାର ଏବଂ ପ୍ରସାର…

ଶ୍ରୀମନ୍ଦିରରେ ମଙ୍ଗଳଆଳତୀ ସମୟରେ ଠେଲାପେଲା, ୧୦ରୁ ଅଧିକ ହବିଷ୍ୟାଳୀ ଆହତ

ପୁରୀ : ପୁରୀ ଶ୍ରୀମନ୍ଦିରରେ ମଙ୍ଗଳଆଳତୀ ସମୟରେ ଠେଲାପେଲା। ଘଣ୍ଟିଦ୍ୱାର ଓ ସାତପାହାଚ ନିକଟରେ ଠେଲାପେଲା। ୧୦ରୁ ଅଧିକ ହବିଷ୍ୟାଳୀ ଆହତ । ବଗଲା ଧର୍ମଶାଳା ସରକାରୀ ହବିଷ୍ଯାଳୀ ସେଣ୍ଟରରେ ଥିବା ଜଣେ ହବିଷ୍ଯାଳୀଙ୍କ ଗୋଡରେ ଲାଗିଛି ଶକ୍ତ ଆଘାତ। ଆହତ…

ସ୍କୁଲ ଶିକ୍ଷକଙ୍କ ଦ୍ୱାରା ଗଣ ଦୁଷ୍କର୍ମର ଶିକାର ହେଲେ ୧୧ ବର୍ଷର ନାବାଳିକା

ନବରଙ୍ଗପୁର: ଶିକ୍ଷକ ସାଜିଲେ ଶିକାରୀ । ଶିକ୍ଷକଙ୍କ ଲୋଲୁପ ଦୃଷ୍ଟିର ଶିକାର ହେଲା ୧୧ ବର୍ଷର ନାବାଳିକା । ପ୍ରଧାନଶିକ୍ଷକ ଏବଂ ସହକାରୀ ଶିକ୍ଷକ ମିଶି ନାବାଳିକାକୁ ଗଣ ଦୁଷ୍ମର୍ମ କରିବା ପରି ଲଜ୍ଜାଜନକ ଘଟଣା ଆସିଛି ନବରଙ୍ଗପୁର ଜିଲ୍ଲାରୁ ।…

୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ଗଳାକାଟି ହତ୍ୟା ମାମଲା: ରାହାମା ରେଲୱେ ଷ୍ଟେସନରୁ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ୪ ବର୍ଷର ନାବାଳିକା ଦିନକ ପୂର୍ବରୁ ହତ୍ୟାର ଶିକାର ହୋଇଥିଲା। ଏହା ପୂର୍ବରୁ ସେ ଦୁଷ୍କର୍ମର ଶିକାର ହୋଇଥିବା ନେଇ ଅଭିଯୋଗ ରହିଥିବା ବେଳେ ପୋଲିସ ଏହି ମାମଲାରେ ଅଭିଯୁକ୍ତ ଘନିଆ ଦାସକୁ ଗିରଫ କରିବାର ଦିନକ ପରେ ଘଟଣା…

ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ଭୁବନେଶ୍ଵର: ମହିଳା ସାମ୍ବାଦିକାଙ୍କୁ ମାଡ ମାରିବା ମାମଲାରେ ଗିରଫ ହୋଇଥିବା ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ । ୫୦ ହଜାର ଟଙ୍କା ଜୋରିମାନା ସହ ଜଣେ ଜାମିନଦାର ବଦଳରେ ସର୍ତ୍ତମୂଳକ ଭାବେ ଜାମିନ ଦେଲେ ଭୁବନେଶ୍ୱର ଏସଡିଜେଏମ୍ କୋର୍ଟ…

ବାଘ ଚମଡା ଡିଲ ବେଳେ ୨ ମାଫିଆ ଗିରଫ

ଭୁବନେଶ୍ୱର: ଏସଟିଏଫ ପଞ୍ଝାରେ ବାଘଛାଲ ବେପାରୀ | ୨ ବେପାରୀଙ୍କୁ ଗିରଫ କଲା ସ୍ପେଶାଲ ଟାସ୍କଫୋର୍ସ | ଗିରଫ ୨ ଅଭିଯୁକ୍ତ ହେଲେ ବିକ୍ରମ ମାଝୀ ଓ ରାଜା ମାଝୀ | ଗିରଫ ଦୁଇ ଅଭିଯୁକ୍ତଙ୍କ ନିକଟରୁ ୨ଟି କଲରାପତରିଆ ବାଘ…