Crime

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବିଳମ୍ବିତ ରାତିରେ ବୁଲିଲା ଖଣ୍ଡା, ପଡ଼ିଲା ବୋମା

ଭୁବନେଶ୍ୱର: ପୁଣି ଅଶାନ୍ତ ରାଜଧାନୀ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବିଳମ୍ବିତ ରାତିରେ ବୁଲିଲା ଖଣ୍ଡା, ପଡ଼ିଲା ବୋମା। ଭୁବନେଶ୍ବର ମଞ୍ଚେଶ୍ବର ଥାନା ପଦ୍ମକେଶରୀପୁର କେଳାସାହିରେ ବିଳମ୍ବିତ ରାତିରେ ଗୋଷ୍ଠୀ ସଂଘର୍ଷ। ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଟେକାପଥର, ବୋତଲ ସହ ବୋମାମାଡ଼ ହୋଇଥିବା…

ନଦୀ ପଠାରୁ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର

ପୁରୀ: ନଦୀ ପଠାରେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ। ପୁରୀ ସଦର ଥାନା ଅଧୀନ ନୂଆଗାଁ ନିକଟ ନୂଆନଦୀ ପଠାରୁ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ ମହିଳାଙ୍କ ବୟସ ପ୍ରାୟ ୩୫ ବର୍ଷ ହେବ। ତାଙ୍କ ଗଳା ଅଧା…

ଛାତ୍ର ମାଡ଼ରେ ଗୁରୁତର ଅଧ୍ୟାପକଙ୍କ ମୃତ୍ୟୁ

ସମ୍ବଲପୁର: ସମ୍ବଲପୁରରେ କଲେଜ ଛାତ୍ର ମାଡ଼ରେ ଗୁରୁତର ଅଧ୍ଯାପକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ । ୯ ମାସ ପରେ ବୁର୍ଲା ମେଡ଼ିକାଲରେ ତାଙ୍କର ମୃତ୍ଯୁ ଘଟିଛି । ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଯାଇଛି । ମୃତ ଅଧ୍ଯାପକ ଜଣକ…

କୋରାପୁଟରେ ଡବଲ୍ ମର୍ଡର, ବାପା-ପୁଅଙ୍କ ଠେଙ୍ଗାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ

କୋରାପୁଟ: ବାପା-ପୁଅଙ୍କ ଠେଙ୍ଗାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ। ମୃତ୍ୟୁ ପ୍ରତିଶୋଧରେ ଗାଁର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆସିଛି। ଏଭଳି ଅଭାବନୀୟ ଘଟଣା ଘଟଣା ଘଟିଛି କୋରାପୁଟ ପଟ୍ଟାଙ୍ଗି ଥାନା କୁନ୍ଦୁଲି ହାଟପଦାରେ। ବାପା ଏବଂ ପୁଅର ଆକ୍ରମଣରେ ଟେମା…

ପରକୀୟା ପ୍ରୀତିରୁ ତୁମୂଳକାଣ୍ଡ : ଯୁବକଙ୍କୁ ନିର୍ଦ୍ଧୁମ ପିଟିବା ସହ କଟୁରୀରେ ଆକ୍ରମଣ କଲେ ଯୁବତୀ

ଜଳେଶ୍ୱର: ପରକୀୟା ପ୍ରୀତିରୁ ଯୁବକଙ୍କୁ ଆକ୍ରମଣ। ନିର୍ଦ୍ଧୁମ ପିଟିବା ସହ କଟୁରୀରେ ଆକ୍ରମଣ କରିଛନ୍ତି ଯୁବତୀ । ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଧିତିପୁର ଗାଁର ଘଟଣା । ସଂଜ୍ଞାହୀନ ଅବସ୍ଥାରେ ଯୁବକଙ୍କୁ କିଆ ବୁଦା ମୂଳରୁ ଉଦ୍ଧାର କରିଛନ୍ତି ସ୍ଥାନୀୟ…

ସଡକ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ

ନୂଆପଡା:ଲୁହରେ ଭିଜିଲା ଦଶହରା ଖୁସି । ଦଶହରା ବୁଲି ଯାଇଥିଲେ । ହେଲେ ଘରକୁ ଫେରିଲେନି । ଫେରିଲା ମୃତଦେହ । ଭୟଙ୍କର ସଡକ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଦୁଇଟି ବାଇକ ମୁହାଁମୁହିଁ ଧକ୍କାରେ ଚାଲି ଯାଇଛି…

ରେଲଓ୍ବେ ଷ୍ଟେସନ ନିକଟରୁ କ୍ଷତାକ୍ତ ମର ଶରୀର ଉଦ୍ଧାର

ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିର ରୋଡ ରେଳ ଷ୍ଟେସନ ନିକଟରେ ସୋମବାର ସକାଳେ ଜଣେ ଯୁବକ ମୁହଁ ତଳକୁ କରି ରେଳ ଧାରଣାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ଜଣେ ପୁଲିସ ଅଧିକାରୀ ଗଣମାଧ୍ୟମକୁ…

କାର୍‌ ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଵାକ୍‌ ଅଟକ

ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଅଞ୍ଚଳରେ ଜଣେ କାର ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିବା ବେଳେ ପୁଲିସ୍ ଜଣେ କ୍ୱାକ୍‌ଙ୍କୁ ଅଟକ ରଖିଛି। ମୃତ ଡ୍ରାଇଭରଙ୍କ ନାଁ ମୁକୁନ୍ଦ ନନ୍ଦ। ତାଙ୍କ ଘର ପୁଇଁତଳା ଥାନା କୁଳେରବାହାଲ ଗାଁରେ। ଗତକାଲି ସନ୍ଧ୍ୟାରେ…

ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଠାରୁ ସୁନାଚେନ୍‌ ଲୁଟ୍‌ ଅଭିଯୋଗରେ ୩୦ ଜଣ ଅଟକ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ଏକାଧିକ ପୂଜାମଣ୍ଡପରୁ ଲୁଟ୍‌ ଘଟଣାରେ କମିସନରେଟ୍‌ ପୁଲିସ ବିଭିନ୍ନ ଥାନା ଅଞ୍ଚଳରେ ଆୟୋଜିତ ପୂଜା ମଣ୍ଡପରୁ ୬ ଜଣ ମହିଳାଙ୍କ ସମେତ ୩୦ରୁ ଅଧିକ ସନ୍ଦିଗ୍ଧ ଲୁଟେରାଙ୍କୁ ଉଠାଇ ନେଇ ଅଟକ ରଖିଛି। ଅଟକ ଥିବା ଅଭିଯୁକ୍ତମାନଙ୍କୁ…

ବାଲେଶ୍ବର ମେଡିକାଲ କଲେଜରେ ନକଲି ଡାକ୍ତର ଅଟକ

ବାଲେଶ୍ୱର: ସୋମବାର ବାଲେଶ୍ୱରର ଫକୀର ମୋହନ ମେଡିକାଲ କଲେଜ ଓ ହସ୍ପିଟାଲରୁ ଜଣେ ସନ୍ଦିଗ୍ଧ ନକଲି ଡାକ୍ତରଙ୍କୁ ପୋଲିସ ଅଟକ ରଖିଛି। ମେଡିକାଲର କିଛି କର୍ମଚାରୀ ଇମ୍ପୋଷ୍ଟରଙ୍କୁ ରୋଗୀଙ୍କୁ ଔଷଧ ଲେଖୁଥିବା ଦେଖି ସନ୍ଦେହ କରିବା ପରେ ଏହି ନକଲି ଡାକ୍ତରଙ୍କ…