Crime

ଓଟିପି ସେୟାରିଂ ଆତଙ୍କୀ ମାମଲା: ଏସଟିଏଫ୍ ହାତରେ ଲାଗିଛି ସାଙ୍ଘାତିକ ତଥ୍ୟ

ଭୁବନେଶ୍ବର: ଓଟିପି ସେୟାରିଂ ମାମଲାରେ ଏସଟିଏଫ୍ ହାତରେ ଲାଗିଛି ସାଙ୍ଘାତିକ ତଥ୍ୟ। ଏଥିରେ ଦେଶଦ୍ରୋହ, ମନି ଟ୍ରାଞ୍ଜାକ୍ସନ ଓ ସନ୍ଦିଗ୍ଧ ମହିଳାଙ୍କ ସମ୍ପର୍କରେ ସୁରାକ ମିଳିଛି। ରିମାଣ୍ଡ ବେଳେ ତଦନ୍ତକାରୀ ସଂସ୍ଥା ଆଗରେ ଅଭିଯୁକ୍ତ ସତ ଓଗାଳିଛି। ସେ କହିଛି ଯେ…

ଜୁନାଗଡ଼ରେ ଟ୍ରିପଲ୍ ମର୍ଡର !

ସାମ୍ନାକୁ ଆସିଛି ଛାତି ଥରାଇ ଦେବା ଭଳି ଘଟଣା। ରାସ୍ତାକଡ଼ରୁ ଏକାସାଙ୍ଗରେ ମିଳିଛି ୩ ଜଣଙ୍କ ରକ୍ତାକ୍ତ ମୃତଦେହ। କଳାହାଣ୍ତି ଜିଲ୍ଲା ଜୁନାଗଡ଼ ଥାନା ଶଙ୍କରପଲା ଗାଁ ରାସ୍ତାରୁ ସମସ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା, ତାଙ୍କର…

ନିଜ ଅପହରଣ ନିଜେ କରିଥିଲେ ଫାଇନାନ୍ସ କର୍ମଚାରୀ

ମିଛ ଅପହରଣ ଅଭିଯୋଗରେ ଗୋଟିଏ ଘରୋଇ ଫାଇନାନ୍ସ ସଂସ୍ଥାର କର୍ମଚାରୀଙ୍କ ଅଡ଼ୁଆ ବଢ଼ିଛି। ସେ ନିଜ ଅପହରଣ ନିଜେ କରି ସମସ୍ତଙ୍କୁ ଭୁଆଁ ବୁଲାଇଥିବା ପୁଲିସ୍‌ ଜାଣିବାକୁ ପାଇଛି। ଏଥିପାଇଁ ସଂପୃକ୍ତ ଫାଇନାନ୍ସ କର୍ମଚାରୀଙ୍କୁ ପୁଲିସ୍‌ ଗିରଫ କରିଛି। କେନ୍ଦ୍ରାପଡ଼ା ତନ୍ତିଆପାଳ…

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ; ୪ ଗୁରୁତର

କାକଟପୁର: କାକଟପୁରରେ ବାଇକ ଦୁର୍ଘଟଣାରେ ଜଣେ ମୃତ, ୪ ଗୁରୁତର । କାକଟପୁର ଉକୁଳେଇ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । କାକଟପୁର ପଟୁ ଏକ ବାଇକରେ ୨ ଜଣ ଯୁବକ ଦ୍ରୁତ ଗତିରେ ଆସୁଥିବା ସମୟରେ ବାଇକରେ…

ଭାରସାମ୍ୟ ହରାଇ ପିଟି ହେଲା ଦୁଇ ବାଇକ, ୨ ମୃତ

ନୂଆପଡ଼ା : ନୂଆପଡ଼ା ଜିଲ୍ଲା କୋମନା ଥାନା ଲର୍କି ଗାଁ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ପାଣିପମ୍ପରେ ହେଲା ଦୁଇ ବାଇକ। ଫଳରେ ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବେଳେ ଜଣେ ଗୁରୁତର…

କେନାଲରୁ ହାତ ଗୋଡ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଯାଜପୁର: ବିଞ୍ଝାରପୁର ଥାନା ଅନ୍ତର୍ଗତ ସିଂହପୁରରେ ଅଭାବନୀୟ ଘଟଣା ଘଟିଛି । ଖରସ୍ରୋତା କେନାଲ ରୁ ରଶି ଯୋଗେ ବନ୍ଧା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣକ ଚନ୍ଦନପୁର ପଞ୍ଚାୟତ ଓଳେଇ ଗାଁର ପ୍ରିୟରଞ୍ଜନ ଧଳ…

ବଡ଼ ବାପାଙ୍କୁ ମିଶି ହାଣି ଦେଲେ ପୁତୁରା ଓ ଭାଇ

କଳାହାଣ୍ଡି : ପାରିବାରିକ କଳହରୁ ସର୍ବନାଶ । ନିଜ ବଡ଼ ବାପାକୁ ହାଣିଲେ ପୁତୁରା ଓ ଭାଇ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ଯୁଗସାଇପାଟଣା ପଞ୍ଚାୟତ ସିକେରଗୁଡ଼ା ଗାଁର ଘଟଣା । ଗୁଣିଗାରେଡି ଓ ପୂର୍ବ ଶତ୍ରୁତା ନେଇ…

ରାସ୍ତାକଡ଼ରୁ ଏକ ବ୍ୟାଗ ଭିତରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ସୁବର୍ଣ୍ଣପୁର : ନବଜାତ ଶିଶୁପୁତ୍ର ଉଦ୍ଧାର । ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ ଟେଭାପଦର ଗାଁମୁଣ୍ଡ ରାସ୍ତାରୁ ଆଜି ସକାଳୁ ଏହି ନବଜାତ ଶିଶୁପୁତ୍ରଟି ଉଦ୍ଧାର ହୋଇଛି । ରାତିରେ ଜନ୍ମ ହୋଇଥିବା ଏହି ଶିଶୁପୁତ୍ରଟିକୁ କେହି ଏକ ବ୍ୟାଗରେ…

ଭୁବନେଶ୍ବର ଜିଜିପି କଲୋନୀରେ ରସି ଲଗାଇ ଜୀବନ ହାରିଲେ ଯୁବକ

ଭୁବନେଶ୍ବର : ଭୁବନେଶ୍ବର ଜିଜିପି କଲୋନୀରେ ଯୁବକଙ୍କ ଆତ୍ମହତ୍ୟା । ପ୍ରେମ ବ୍ୟାପାରକୁ ନେଇ ଆତ୍ମହତ୍ୟା କରିଥିବା ସନ୍ଦେହ । ବେକରେ ରସି ଲଗାଇ ଆତ୍ମହତ୍ୟା କରିଥିବା ସନ୍ଦେହ । ମୃତ ଯୁବକ ବାଲିପାଟଣାର ସଚିତ୍ର ବାରିକ ବୋଲି ଜଣାପଡ଼ିଛି ।…

୧୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଲମତାପୁଟ : ଲମତାପୁଟ ପୋଲିସକୁ ପୁଣି ସଫଳତା । ୧୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ ହୋଇଛି । ଏହାସହ ଏକ ସ୍କର୍ପିଓ କାର୍‌ ଜବତ ସହ ମାଫିଆଙ୍କୁ ଗିରଫ କରିଛି ପୋଲିସ । ଖବର ଅନୁଯାୟୀ, ଝାଡଖଣ୍ଡରୁ ଗଞ୍ଜେଇ ଚୋରା…