Crime

ଓଏଏସ୍ ଅଫିସର ସଂଗ୍ରାମ କେଶରୀ ଜେନା ଗିରଫ

ଓଏଏସ୍‌ ଅଫିସର ସଂଗ୍ରାମ କେଶରୀ ଜେନାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ତାଙ୍କୁ ଗିରଫ କରାଯାଇଛି। ସେ ତାଙ୍କ ଆୟ ତୁଳନାରେ ୧୯୭% ଅଧିକ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ପୂର୍ବରୁ…

ଲୋକମାନ୍ୟ ତିଲକ ଏକ୍ସପ୍ରେସରୁ ମୃତଦେହ ଉଦ୍ଧାର

ପୁରୀ: ଟ୍ରେନରୁ ରକ୍ତାକ୍ତ ମୃତଦେହ ଉଦ୍ଧାର। ପୁରୀରେ ମୁମ୍ବାଇ- ପୁରୀ ଲୋକମାନ୍ୟ ତିଲକ ଏକ୍ସପ୍ରେସରୁ ମୃତଦେହ ଉଦ୍ଧାର ହୋଇଛି। ସକାଳ ୧୧ଟାରେ ଷ୍ଟେସନରେ ପହଞ୍ଚି ସମସ୍ତ ଯାତ୍ରୀ ଓହ୍ଲାଇବା ପରେ ଆରପିଏଫ କର୍ମଚାରୀ ଟ୍ରେନକୁ ଯାଞ୍ଚ କରିଥିଲେ। ବଗିରେ ଏକ କ୍ଷତାକ୍ତ…

ହନିଟ୍ରାପ୍ କୁଇନ ଇରାନୀ ପାତ୍ର ଗିରଫ ମାମଲା, ରିମାଣ୍ଡରେ ଆସିବେ ସ୍ୱାମୀ ନିଶିକାନ୍ତ ପାତ୍ର

ଭୁବନେଶ୍ଵର: ହନିଟ୍ରାପ୍‌ କୁଇନ ଇରାନୀ ପାତ୍ର ଗିରଫ ମାମଲାରେ ରିମାଣ୍ଡରେ ଆସିବେ ସ୍ୱାମୀ ନିଶିକାନ୍ତ ପାତ୍ର । ୫ ଦିନ ରିମାଣ୍ଡ ଆବେଦନ କରିବ ତମାଣ୍ଡୋ ପୋଲିସ । ଏସଡିଜେଏମ୍‌ଙ୍କ କୋର୍ଟରେ କରିବ ଆବେଦନ । ରିମାଣ୍ଡରେ ଆସିଲେ ଖୋଲିବ ହାନିଟ୍ରାପ୍‌…

କେନ୍ଦୁଝରରେ ପୂର୍ବତନ ମହିଳା ସରପଞ୍ଚ ଓ ସ୍ବାମୀଙ୍କୁ ହତ୍ୟା ଘଟଣାରେ ୭ ଅଟକ

କେନ୍ଦୁଝର : କେନ୍ଦୁଝର ବାଲିପାଳ ପଞ୍ଚାୟତରେ ପୂର୍ବତନ ସରପଞ୍ଚ ରମ୍ଭା ପାତ୍ର ଓ ତାଙ୍କ ସ୍ବାମୀଙ୍କୁ ହତ୍ୟା ଘଟଣା । ପୋଲିସ ୭ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ବ୍ୟକ୍ତିଗତ ଶତ୍ରୁତା ନା ରାଜନୈତିକ ବିବାଦରୁ ହତ୍ୟା କରାଯାଇଛି ,…

ବମିଖାଲ ଓଭରବ୍ରିଜରେ ଦୁର୍ଘଟଣା: ତଳକୁ ପଡି ଜଣେ ମୃତ

ଭୁବନେଶ୍ବ: ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ବମିଖାଲ ଓଭରବ୍ରିଜ ଉପରେ ସଡ଼କ ଦୁର୍ଘଟଣା। ଓଭରବ୍ରିଜରୁ ଖସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ କେଦାରଗୌରି ବିହାର ଅଞ୍ଚଳର ସବ୍ୟସାଚୀ ପୃଷ୍ଟି । ଗୁରୁତର…

ଗ୍ରାନାଇଟ୍ ୟୁନିଟରେ ଅଘଟଣ : ପଥର ତଳେ ଚାପି ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ

ବ୍ରହ୍ମପୁର : ପଥର ତଳେ ଚାପି ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ବ୍ରହ୍ମପୁର ସଦର ଥାନା କାଳୁଆ ଛକ ନିକଟରେ ଏକ ପଥର କ୍ୱାରିରେ ଏହି ଅଘଟଣ ଘଟିଛି । ଏଠାରେ ଏକ ପଥର କୁଆଁରୀରେ ଥିବା ଏକ…

ରାଜଧାନୀରେ ବେଆଇନ କଫ ସିରପ୍ ରାକେଟର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀରେ ବେଆଇନ କଫ ସିରପ୍ ରାକେଟର ପର୍ଦ୍ଦାଫାସ କରି ବୁଧବାର ପୁଲିସ ୨୦୫ଟି କଫ ସିରପ୍ ବୋତଲ ଜବତ କରିଛି। ଏହି ଘଟଣାରେ ପୁଲିସ ଜଣେ ନିଶା ବେପାରୀକୁ ମଧ୍ୟ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ଭୁବନେଶ୍ୱର ରବି…

ରାଜସ୍ୱ ଅଧିକାରୀଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଯାଞ୍ଚ, ଏକକାଳୀନଟି ୪ ସ୍ଥାନରେ ଚଢ଼ାଉ କଲା ଭିଜିଲାନ୍ସ

କଟକ : ରାଜସ୍ୱ ଅଧିକାରୀଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଯାଞ୍ଚ। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ। ଗଞ୍ଜାମ ବୁଗୁଡାର ପୂର୍ବତନ ତହସିଲଦାର ଥିଲେ ସଂଗ୍ରାମ। ଏକକାଳୀନ…

ପୂର୍ବତନ ମହିଳା ସରପଞ୍ଚ ଓ ସ୍ବାମୀଙ୍କୁ ହତ୍ୟା ! ଦୁଇ ଦିନ ତଳୁ ନିଖୋଜ ଥିଲେ ଦମ୍ପତ୍ତି

କେନ୍ଦୁଝର: ଦମ୍ପତ୍ତିଙ୍କୁ ମାରି ଫିଙ୍ଗିଦେଲେ। ଘର ପଛପଟ କୂଅରୁ ମିଳିଲା ମୃତଦେହ। କେନ୍ଦୁଝର କେ.ବାଲିପାଳ ପଞ୍ଚାୟତର ପୂର୍ବତନ ମହିଳା ସରପଞ୍ଚ ଓ ସ୍ବାମୀଙ୍କୁ ହତ୍ୟା ସନ୍ଦେହ। ନିରଞ୍ଜନ ବଉଳା ଫାଣ୍ଡିର ଗ୍ରାମରକ୍ଷୀ ଥିବାବେଳେ ତାଙ୍କ ସ୍ତ୍ରୀ ରମ୍ଭା ପାତ୍ର ପୂର୍ବରୁ କେ.…

ଭଡା ଘରେ ସେକ୍ସ ରାକେଟ, ୩ ମହିଳା ଉଦ୍ଧାର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ନିମଖଣ୍ଡି ଅଞ୍ଚଳରେ ଏକ ଭଡା ଘରୁ ଦେହ ବ୍ୟବସାୟ ଚାଲୁଥିବା ଏକ ସେକ୍ସ ରାକେଟକୁ ପୋଲିସ ବୁଧବାର ଠାବ କରିବା ସହ ୩ ଜଣ ମହିଳାଙ୍କୁ ଉଦ୍ଧାର କରିଛି। କୌଣସି ସୂତ୍ରରୁ ଖବର ପାଇ ନିମଖଣ୍ଡି ଥାନା…