Crime

୧୭ ଗ୍ରାମରୁ ଉର୍ଦ୍ଧ୍ୱ ବ୍ରାଉନ ସୁଗାର ଜବତ, ୩ ଗିରଫ

ଭୁବନେଶ୍ୱର: ରାଜଧାନୀର ବେଧଡ଼କ ଚାଲିଛି ବେଆଇନ ବ୍ରାଉନ ସୁଗାର କାରବାର। ଧଳା ଜହର କବଳରେ ଭୁବନେଶ୍ୱର। କିନ୍ତୁ ଏହା ଉପରେ କଡ଼ା ନଜର ରଖିଛି ପୋଲିସ। ଏକ ବିଶ୍ୱସ୍ତ ସୂତ୍ରରୁ ପୋଲିସ ଖବର ପାଇ ଜଟଣା ଥାନା ଅନ୍ତର୍ଗତ ଏକ ସ୍ପେଶାଲ…

ଇଂଜେକ୍ସନ ଦେଇ ଦଶମ ଶ୍ରେଣୀ ଛାତ୍ରଙ୍କୁ ଅପହରଣ ଉଦ୍ୟମ

ସୁବର୍ଣ୍ଣପୁର: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଗବଯୋର ଗାଁ ନିକଟରେ ଅଘଟଣ। ସ୍କୁଲ ଯିବା ବାଟରେ ଛାତ୍ରଙ୍କୁ ଇଂଜେକସନ୍ ଦେଲେ ଦୁର୍ବୃତ୍ତ। ୧୦ମ ଶ୍ରେଣୀ ଛାତ୍ରଙ୍କୁ ଇଂଜେକସନ୍ ଫୋଡ଼ି ଦେଲେ ୫ ଦୁର୍ବୃତ୍ତ। ଚେତାଶୂନ୍ୟ ଅବସ୍ଥାରେ ଛାତ୍ରଙ୍କୁ ସୁବର୍ଣ୍ଣପୁର ମେଡିକାଲରେ ଭର୍ତ୍ତି।…

ସୋର ଟ୍ରିପିଲ ମର୍ଡର ଘଟଣାରେ ୮ ଅଟକ, ଜଙ୍ଗଲରୁ ମାରଣାସ୍ତ୍ର ଜବତ

ସୋର : ସୋର ଟ୍ରିପିଲ ମର୍ଡର ଘଟଣା । ତିନି ଜଣଙ୍କୁ ଗୁଣିଗାରେଡି ସନ୍ଦେହରେ ହତ୍ୟା ଘଟଣାରେ ୮ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ୧୫ରୁ ଅଧିକ ଲୋକଙ୍କ ସଂପୃକ୍ତି ଥିବା ପୋଲିସ ତଦନ୍ତରୁ ସୂଚନା ମିଳିଛି ।…

ମିଳିଲା ନିଖୋଜ ନବଜାତ ଶିଶୁ, ମିଳୁନି ମା’ ର ପତ୍ତା

ପାରାଦୀପ: ନବଜାତ ପୁତ୍ରସନ୍ତାନକୁ ବିକ୍ରି ଅଭିଯୋଗ ଘଟଣା।ଭାଇଜାଗରୁ ଉଦ୍ଧାର ହେଲା ନବଜାତ ଶିଶୁ ପୁତ୍ର। ଉଦ୍ଧାର ପରେ ଶିଶୁଟିକୁ ପାରାଦୀପ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶିଶୁଟିକୁ ନିଜେ ଦଲାଲ୍ ପାରାଦୀପ ଆଣି ଆସିଥିବା ସୂଚନା ମିଳିଛି। ସେପଟେ ଘଟଣା ପ୍ରଘଟ ପର…

କଲେଜ ଅଧ୍ୟକ୍ଷଙ୍କୁ ଅଫିସ୍‌ ଭିତରେ ପଶି ନିସ୍ତୁକ ମାଡ଼

ଖୋର୍ଦ୍ଧା : କଲେଜ ଅଧ୍ୟକ୍ଷଙ୍କୁ ତାଙ୍କ କାର୍ଯ୍ୟାଳୟର କୋଠରୀ ମଧ୍ୟରେ ନିସ୍ତୁକ ମାଡ଼ ଅଭିଯୋଗ । ମାଡ଼ ମାରିଛନ୍ତି କଲେଜର ପରିଚଳନା କମିଟି ସଭାପତି ଏବଂ ଅଧ୍ୟାପକ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ…

ଭିଜିଲାନ୍ସ ଜାଲରେ ଏସଆଇ ବାବୁ

ଯାଜପୁର: ଲାଞ୍ଚ ନେବା ବେଳେ ଧରା ପଡିଲେ ଥାନା ଏସଆଇ। ବିଂଝାରପୁର ଥାନା ଏସଆଇ କେଶବ ଚନ୍ଦ୍ର ଦାସ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବିଞ୍ଝାରପୁର ସ୍ଥିତ ସରକାରୀ କ୍ୱାଟରରୁ…

କାର୍ଯ୍ୟରେ ଅବହେଳା କାରଣରୁ ସସପେଣ୍ଡ ହେଲେ ୩ ପୋଲିସ

ନୟାଗଡ଼: ନୟାଗଡ଼ ସଦର ଥାନାର ୩ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ଏସପି। ଡ୍ୟୁଟିରେ ଖିଲାପ ନେଇ ୩ ଜଣଙ୍କୁ ସସପେଣ୍ଡ କରିଥିବା ସୂଚନା।ଏସଆଇ ହସିନା ପ୍ରଧାନ, ଏଏସଆଇ ରାଜେଶ୍ବରୀ ନାୟକ,କନଷ୍ଟେବଳ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ସସପେଣ୍ଡ କଲେ ଏସପି । ଅଭିଯୋଗକାରୀଙ୍କ ଅଭିଯୋଗ…

ଋଣ ସୁଝିବା ପାଇଁ ଟଙ୍କା ନଦେବାରୁ ବାପାଙ୍କୁ ହତ୍ୟା କଲା ପ୍ରଫେସର ପୁଅ: ଡିସିପି

ଭୁବନେଶ୍ୱର: ଋଣ ସୁଝିବା ପାଇଁ ଟଙ୍କା ନଦେବାରୁ ନାରକୀୟ କାଣ୍ଡ । ବାପାଙ୍କୁ ହତ୍ୟା କଲା ପ୍ରଫେସର ପୁଅ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପ୍ରତୀକ ସିଂ। ଋଣ ଟଙ୍କା ସୁଝିବାକୁ ବାପାଙ୍କ ସହ ପୁଅର ଗଣ୍ଡଗୋଳ ହୋଇଥିଲା…

ଖଣ୍ଡପଡ଼ା ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍‌

ନୟାଗଡ଼: ଖଣ୍ଡପଡ଼ା ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍‌। ବିଳମ୍ବିତ ରାତିରେ ତହସିଲଦାର ଧୋବେଇ ନାୟକଙ୍କ ଘରେ ରେଡ୍‌ କରିଛି ଭିଜିଲାନ୍ସ। ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ତହସିଲ କର୍ମଚାରୀ ଧରାପଡ଼ିଥିଲେ। ତହସିଲର ଜଣେ କର୍ମଚାରୀଙ୍କୁ ଗିରଫ ପରେ ଚାଲିଛି ରେଡ୍‌।…

ସିଲ୍ ହେଲା ବଲ୍ଲେ ବଲ୍ଲେ ଢ଼ାବା

ଯାଜପୁର: ତାଲା ପଡ଼ିଲା ଯାଜପୁର ଧର୍ମଶାଳାର ବଲେ ବଲେ ଢାବାରେ। ବିନା କାଗଜପତ୍ରରେ ଏହି ଢାବା ବେଆଇନ ଭାବେ ଚାଲିଥିବା ଅଭିଯୋଗ ହେବା ପରେ ଖୋଳତାଡ ଆରମ୍ଭ ହୋଇଥିଲା । ଢ଼ାବାକୁ ସିଲ କରିବାକୁ ନୋଟିସ୍ କରିଥିଲେ ବିଡ଼ିଓ । ଆଜି…