Crime

ବିଧାୟକଙ୍କ ଅଫିସ ପରିସରରୁ ମିଳିଲା ବୋମା

ତାଳଚେର: ବିଧାୟକଙ୍କ କ୍ୟାମ୍ପରୁ ମିଳିଲା ବୋମା । ତାଳଚେର ବିଜେଡି ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଅଫିସ ପରିସରରୁ ବୋମା ଜବତ ହୋଇଛି । ଏ ବୋମା କିଏ ଆଣିଲା ଏବଂ କାହିଁକି ଆଣିଲା ତାହା ଜଣା ପଡିନାହିଁ । ତେବେ ବେମା…

ପାରାଦୀପ ମଝି ସମୁଦ୍ରରେ ସନ୍ଦିଗ୍ଧ ଯୁବକ

ପାରାଦୀପ : ସମୁଦ୍ର ମଝିରେ ସନ୍ଦିଗ୍ଧ ଯୁବକ । ପାରାଦୀପ ଗଭୀର ସମୁଦ୍ରରେ ବୋଟ୍ ଉପରକୁ ଉଠି ଆସିଲେ ଅଜଣା ଯୁବକ। ଯାହାକୁ ଦେଖି ମତ୍ସ୍ୟଜୀବୀମାନେ ଭୟଭୀତ ହୋଇପଡ଼ିଛନ୍ତି । ଏଭଳି କିଛି ଘଟଣା ଘଟିଛି ଚିଲିକା ମୁହାଣ ଠାରୁ ୭୧…

ପାଟଣାଗଡ ଟିକପାଲି ଅଞ୍ଚଳରେ ମାଛଧରାକୁ ନେଇ ବୀଭତ୍ସ ହତ୍ୟାକାଣ୍ଡ

ପାଟଣାଗଡ: ପାଟଣାଗଡ ଏନଏସି ଟିକପାଲିର ହୀରାସାଗର ଖଣିରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗତକାଲି ଜଣେ ବ୍ୟକ୍ତିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି । ମୃତକ ଟିକପାଲିର ଜିତେନ୍ଦ୍ର ଧୂବଳ ବୋଲି ଜଣାପଡିଛି । ସୂଚନା ଅନୁସାରେ, ଜିତେନ୍ଦ୍ର ଓ…

ଲିଫ୍ଟ ଦେବା ବାହାନାରେ ଦୁଷ୍କର୍ମ ଉଦ୍ୟମ

କଟକ: ଲିଫ୍ଟ ଦେବା ବାହାନାରେ ଦୁଷ୍କର୍ମ ଉଦ୍ୟମ। ବିରୋଧ କରିବାରୁ ଗାଡ଼ିରୁ ଠେଲି ହତ୍ୟା ଉଦ୍ୟମ ଅଭିଯୋଗ। ଘଟଣା ଘଟିଛି କଟକ ଚୌଦ୍ବାର ଥାନା ଅଞ୍ଚଳରେ। ଯୁବତୀ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଟକ ଏସସିବିରେ ଭର୍ତ୍ତି କରାଯାଇଛି। ତାଙ୍କ…

କବାଟ ଭାଙ୍ଗି ନେଇଗଲେ ୧୨ ଭରି ସୁନା, ୨୧ ଭରି ରୁପା

ଅନୁଗୁଳ: ତାଳଚେର ସାଉଥବଲଣ୍ଡାର ଏକ କ୍ୱାଟରରେ ବିଳମ୍ବିତ ରାତିରେ ବଡ ଧରଣର ଚୋରି ହୋଇଛି। କ୍ବାଟରର କବାଟ ଭାଙ୍ଗି ୪ ଲକ୍ଷ ଟଙ୍କା, ୭୧ ଭରି ସୁନା, ୨୧ ଭରି ରୁପା ଚୋରି କରି ନେଇ ଯାଇଛନ୍ତି ଦୁର୍ବୃତ୍ତ। ସୂଚନା ଅନୁସାରେ…

ପୁରୀରୁ ୧୭ ଗ୍ରାମ ବ୍ରାଉନ ସୁଗାର ଜବତ, ୪ ବେପାରୀ ଗିରଫ

ପୁରୀ: କୁମ୍ଭାରପଡା ପୋଲିସକୁ ବଡ଼ ସଫଳତା। କୁମ୍ଭାରପଡା ଥାନା ଓ ତାଳବଣିଆ ଥାନା ଦ୍ୱାରା ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବ୍ରାଉ ସୁଗାର ଜବତ କରାଯାଇଛି। ଏହି ଘଟଣାରେ ୪ ଜଣ ବେପାରୀଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କଠାରୁ ୧୭…

ବନ୍ଧା ହେବେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ, ସ୍ୱତନ୍ତ୍ର ଟିମ ଗଠନ କରିବ କମିଶନରେଟ ପୋଲିସ

ଭୁବନେଶ୍ଵର: ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରୀନ ଭଟ୍ଟ। ସୌରିନଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ କରିବା ପରେ ତାଙ୍କୁ ଗିରଫ କରିବା ପାଇଁ ଚେଷ୍ଟା କରୁଛି କମିଶନରେଟ ପୋଲିସ। ସେଥିପାଇଁ ସ୍ୱତନ୍ତ୍ର ଟିମ ଗଠନ କରିବ କମିଶନରେଟ ପୋଲିସ। ଏ…

ବନ୍ଦ କୋଠରୀରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର

କଟକ: ୭ ଜନ୍ମର ସାଥୀ ହେବେ ବୋଲି ପ୍ରତିଶ୍ରୁତି ଦେଇ ବିବହ ବନ୍ଧନରେ ଆବଦ୍ଧ ହୋଇଥିଲେ । କଥା ରଖିଲେ । ଏକାଠି ଜିଇଁଲେ, ଏକାଠି ମୃତ୍ୟୁକୁ ଆଦରି ନେଲେ । କିନ୍ତୁ ୭ ଜନ୍ମ ପାଇଁ ନୁହେଁ, ୭ ମାସ…

ଗଡଗଡ଼ିଆ ଘାଟରୁ ମହିଳାଙ୍କ ମୃତଦେହ ଉଦ୍ଧାର

କଟକ: ମହାନଦୀ ଗଡଗଡ଼ିଆ ଘାଟରୁ ଜଣେ ମହିଳାଙ୍କ ମୃତଦେହ ମିଳିଛି। ମୃତଦେହକୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି । ମହିଳାଙ୍କ ବୟସ ୩୫ ରୁ ୪୦ ଭିତରେ ବୋଲି ଅନୁମାନ କରାଯାଉଛି । ଘଟଣାସ୍ଥଳରେ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ଉପସ୍ଥିତ ଥିବାବେଳେ…

କୀଟନାଶକ ପିଇ ଯୁବକ ଗୁରୁତର

କଲମପୁର: ବନ୍ଧକନା ଠାରେ ଜଣେ ଯୁବକ ମଙ୍ଗଳବାର ରାତିରେ କୀଟନାଶକ ପାଇ ଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ପରିବାର ଲୋକ ଉଦ୍ଧାର କରି ବିଳମ୍ବିତ ରାତିରେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା…