Crime

ଗାଁକୁ ଫେରିଲା ହାଇଦ୍ରାବାଦରେ ଆତ୍ମହତ୍ୟା କରିଥିବା ଶ୍ରମିକଙ୍କ ମୃତଦେହ

ଫୁଲବାଣୀ: ଫିରିଙ୍ଗିଆ ବ୍ଲକ ଅଧିନରେ ଥିବା ରତଙ୍ଗ ପଞ୍ଚାୟତ ପୋଡାପଡା ଗାଁର ମୃତ ଭୋଲେଶ୍ୱର ମୁଖୀଙ୍କ ମୃତଦେହ ନିଜ ଗାଁ ପୋଡାପଡାରେ ପହଞ୍ଚିବା ପରେ ଶୋକାକୂଳ ପରିବେଶ ମଧ୍ୟରେ ଅନ୍ତିମ ସଂସ୍କାର କରାଯାଇଛି। ତେବେ ଗତ ତିନିବର୍ଷ ହେଲା ମୃତ ଶ୍ରମିକ…

ବଲିଉଡ କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ଆଗୁଆ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର: କଣ୍ଠଶିଳ୍ପୀ ସୌରୀନ୍ ଭଟ୍ଟଙ୍କ ବଢିଲା ଅଡୁଆ । ସୌରିନଙ୍କ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ଅନ୍ତରୀଣ ସୁରକ୍ଷା ଅବଧି ଶେଷହେବା ପରେ ସେ ହାଇକୋର୍ଟରେ ପୁଣି ଜାମିନ୍ ଆବେଦନ କରିଥିଲେ । ହେଲେ ଆଗୁଆ ଜାମିନ୍ ଆବେଦନ…

ଗହଣା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼ କରି ଲୁଟିନେଲେ ଦୁର୍ବୃତ୍ତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ମଙ୍ଗଳବାର ଜଣେ ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼ କରି ଦୁର୍ବୃତ୍ତମାନେ ମୂଲ୍ୟବାନ ଅଳଙ୍କାର ଭର୍ତ୍ତି ବ୍ୟାଗ୍ ଲୁଟି ନେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ବାଲିଗୁଡ଼ାର ନେହରୁ ଛକ ନିକଟରେ ସୁନା ଗହଣା ଭର୍ତ୍ତି ବ୍ୟାଗ୍ ନେଇ…

ପ୍ରେସମିଟ୍ ପୂର୍ବରୁ ହାତ ଗୋଡ ବାନ୍ଧି ପ୍ରଫୁଲ୍ଲ ସାମନ୍ତରାଙ୍କୁ ନେଇଗଲେ

ରାୟଗଡ଼ା: ଲୋକଶକ୍ତି ଅଭିଯାନର ସଭାପତି ପ୍ରଫୁଲ୍ଲ ସାମନ୍ତରାଙ୍କୁ ଅପହରଣ କରାଯାଇଥିବା ବେଳେ ରାୟଗଡ଼ାରୁ ଏକ ବଲେରୋ ଯୋଗେ ତାଙ୍କୁ ବ୍ରହ୍ମପୁର ବାସଭବନରେ ନେଇ ଛାଡିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।। ମଙ୍ଗଳବାର ସ୍ଥାନୀୟ ହୋଟେଲ୍ ସ୍ବାଗତ ନିକଟରୁ ତାଙ୍କୁ ୩ ରୁ…

ବେଆଇନ୍ ଭାବରେ ନାବାଳିକାଙ୍କ ଗର୍ଭ ନଷ୍ଟ କରିଥିବା ଅଭିଯୋଗ, ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ସୁନ୍ଦରଗଡ଼ : ଆୟୁଷ ଡାକ୍ତରଙ୍କ ନାଁରେ ସାଂଘାତିକ ଅଭିଯୋଗ । ବେଆଇନ୍ ଭାବରେ ନାବାଳିକାଙ୍କ ଗର୍ଭ ନଷ୍ଟ କରିଥିବା ଅଭିଯୋଗ । ଥାନାରେ ପୀଡିତାଙ୍କ ମାଆ ଲିଖିତ ଅଭିଯୋଗ କରିବା ପରେ ତନାଘନା ତଦନ୍ତ ଚାଲିଛି । ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା…

ତିନି ଜଣ ଠକଙ୍କୁ ବିହାରରୁ ଗିରଫ କଲା କୋରାପୁଟ ପୋଲିସ

କୋରାପୁଟ: ଅନଲାଇନ୍ ଠକେଇ କରି ନିରୀହ ଲୋକଙ୍କ ଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗରେ କୋରାପୁଟର ଏକ ପୁଲିସ ଟିମ୍ ବିହାରରୁ ୩ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ବିହାରର ନାବଡା ଜିଲ୍ଲା ଚକବାଇ ଗ୍ରାମର ଭୋଳା…

ମାନସିକ ଭିନ୍ନକ୍ଷମ ସ୍କୁଲର ଜଣେ ଛାତ୍ରଙ୍କୁ ମାଡ, ଥାନାରେ ଅଭିଯୋଗ

ଭଦ୍ରକ: ଭଦ୍ରକ ବ୍ଲକ ଅଧିନସ୍ଥ ଗେଲପୁର ଠାରେ ଥିବା ଏକ ମାନସିକ ଭିନ୍ନକ୍ଷମ ସ୍କୁଲର ଜଣେ ଛାତ୍ରଙ୍କୁ ମାଡ ମରାଯାଇଥିବା ଅଭିଯୋଗ ହୋଇଛି | ପାଠ ପଢ଼ୁଥିବା ଛାତ୍ର ଜଣଙ୍କ ଜଣେ 11 ବର୍ଷର ଭିନ୍ନକ୍ଷମ ଶିଶୁ | ତାଙ୍କୁ ମାଡ଼…

କଂଗ୍ରେସରେ ଯୋଗ ଦେବେ ପୂର୍ବତନ ଅନ୍ତର୍ଜାତୀୟ ହକି ତାରକା ପ୍ରବୋଧ ତିର୍କୀ

କଂଗ୍ରେସ ଦଳରେ ଯୋଗ ଦେବେ ପୂର୍ବତନ ଅନ୍ତର୍ଜାତୀୟ ହକି ତାରକା ପ୍ରବୋଧ ତିର୍କୀ। କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଦ୍ବାରା ଅନୁପ୍ରାଣିତ ହୋଇ ସେ ଦଳରେ ଯୋଗ ଦେବାକୁ ଇଚ୍ଛା ପ୍ରକାଶ କରିଥିବା କହିଛନ୍ତି। ଦଳରେ ଯୋଗଦାନ ନେଇ ସେ କଂଗ୍ରେସ…

ଫିରିଙ୍ଗିଆର ଦୁଇ ନିଲମ୍ବିତ ହୋମଗାର୍ଡ ଏବଂ ଆଇଆଇସିଙ୍କ ବିରୋଧରେ ମାମଲା ରୁଜୁ

ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ପୋଲିସ ଗାଡିରେ ଗଞ୍ଜେଇ ଚାଲାଣ ହେଉଥିବା ଭିଡିଓ ଭାଇରାଲ ଘଟଣାରେ ଫିରିଙ୍ଗିଆ ଥାନାର ପୂର୍ବତନ ଆଇଆଇସି ତପନ କୁମାର ନାହାକ ଓ ଦୁଇ ହୋମଗାର୍ଡଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ନାହାକ ଓ ହୋମଗାର୍ଡ ପ୍ରଶାନ୍ତ କୁମାର…

ନନ୍ଦନ ବିହାର ଡକାୟତି ଘଟଣା: ୫ ଗିରଫ, କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଓ ମାରଣାସ୍ତ୍ର ଜବତ

ଭୁବନେଶ୍ୱର: ଭୁବନେଶ୍ୱର ନନ୍ଦନ ବିହାର ଡକାୟତି ଘଟଣାରେ ୫ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ। ସେମାନଙ୍କ ନିକଟରୁ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଓ ମାରଣାସ୍ତ୍ର ଜବତ କରାଥିବା ସହ ସୁନା ଅଳଙ୍କାର ମଧ୍ୟ ଜବତ ହେବା ନେଇ ଡିସିପି…