କୌଣସି ପ୍ରକାରର ଭିଡ଼ ହିଂସାରେ ଭାଗ ନେଲେ ଆଇନ ଅନୁଯାୟୀ ମିଳିବ କଠୋର ଦଣ୍ଡ
ଭୁବନେଶ୍ୱର: ଭିଡ ହିଂସା ଏକ ଅପରାଧ ଏବଂ ସେଥିରେ ଯେଉଁ ବ୍ୟକ୍ତି ଭାଗ ନିଅନ୍ତି ତାହା ମଧ୍ୟ ବଡ଼ ଅପରାଧ। ଜଣେ ବ୍ୟକ୍ତି କୌଣସି ପ୍ରକାରର ଭିଡ ହିଂସାରେ ଭାଗ ନିଏ ତେବେ ତାକୁ ଆଇନ ଅନୁଯାୟୀ ଦଣ୍ଡ ମିଳିବ। ଏନେଇ…
ଭୁବନେଶ୍ୱର: ଭିଡ ହିଂସା ଏକ ଅପରାଧ ଏବଂ ସେଥିରେ ଯେଉଁ ବ୍ୟକ୍ତି ଭାଗ ନିଅନ୍ତି ତାହା ମଧ୍ୟ ବଡ଼ ଅପରାଧ। ଜଣେ ବ୍ୟକ୍ତି କୌଣସି ପ୍ରକାରର ଭିଡ ହିଂସାରେ ଭାଗ ନିଏ ତେବେ ତାକୁ ଆଇନ ଅନୁଯାୟୀ ଦଣ୍ଡ ମିଳିବ। ଏନେଇ…
ବାଲେଶ୍ବର: ମୁର୍ମୂଷୁ ଅବସ୍ଥାରେ ଯୁବତୀ ଉଦ୍ଧାର । ବାଲେଶ୍ବର ଜିଲ୍ଲା ସହଦେବଖୁଣ୍ଟା ଥାନା ଅଧୀନ ନୂଆଁ ସାହି ଛକ ପୋଷ୍ଟ ଅଫିସ ସାମ୍ନାରୁ ଯୁବତୀ ଉଦ୍ଧାର ହୋଇଛନ୍ତି । ଯୁବତୀ ଜଣକ ମାନସିକ ଶକ୍ତି ହରାଇଥିବା ଜଣାପଡିଛି । ବେଳେ ବେଳେ…
ଭୁବନେଶ୍ୱର:ବଢିଲା ଡିଆଇଜିଙ୍କ ଅଡୁଆ । ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳା ହୋମଗାର୍ଡଙ୍କ ବୟାନ ଡିଆଇଜିକୁ ବିବାଦ ଭିତରେ ଫସାଇ ଦେଇଛି । ଅବଶ୍ୟ ହୋମଗାର୍ଡଙ୍କ ଏପରି ଅଭିଯୋଗକୁ ଡିଆଇଜି ଖଣ୍ଡନ କରିଛନ୍ତି । ଏପରି ଅଭିଯୋଗ ଭୁଲ । ତାଙ୍କ କୌଣସି…
ସୋର: ଗତକାଲି ସନ୍ଧ୍ୟାରେ ଅଭିଯୁକ୍ତକୁ ଧରିବାକୁ ଯାଇଥିବା ବେଳେ ପୁଲିସକୁ ମାଡ଼ ମାରି ହାତ ଭାଙ୍ଗିବା ଘଟଣାରେ ଦୁଇଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ସୋର ପୁଲିସ। ସୂଚନା ଅନୁସାରେ ସୋର ବ୍ଲକ ଅନନ୍ତପୁର ପଂଚାୟତ ପୁରୁଷୋତ୍ତମ ପୁର ଗ୍ରାମର…
ପୁରୀ: ପୁରୀ ଚନ୍ଦନପୁର ଥାନା ଅନ୍ତର୍ଗତ ଭାଇଲିପୁର ରୁଆ ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ। ଜଣେ ମହିଳାଙ୍କୁ କିଛି ଦୁର୍ବୁତ୍ତ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଛନ୍ତି। ମୃତ ମହିଳା ଜଣକ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ସସ୍ମିତା ବରାଳ। ସସ୍ମିତାଙ୍କର ଏକ…
କୁଜଙ୍ଗ:କୁନି ପୁଅ ସ୍କୁଲ ଯିବ । ବାପା-ମା’ ପୁଅକୁ ନେଇ ସ୍କୁଲରେ ଛାଡିବା ପାଇଁ ତତ୍ପର ଥିଲେ । ଏକାଠି ଯାଇଥିଲେ ପୁଅକୁ ଛାଡିବା ପାଇଁ । ହେଲେ ପୁଅକୁ ସ୍କୁଲରେ ଛାଡି ଯାଇଥିବା ମା’ ଯେ ଏମିତି ଦୁନିଆ ଛାଡି…
ଝାରସୁଗୁଡା: ମନ୍ତ୍ରୀ ନବଦାସ ହତ୍ୟା ମାମଲା । ଆସନ୍ତା ସେପ୍ଟେମ୍ବର ୨ ତାରିଖକୁ ଘୁଞ୍ଚିଲା ଅଭିଯୁକ୍ତ ଗୋପାଳ ଦାସର ଡିସଚାର୍ଜ ପିଟିସନ୍ ଶୁଣାଣି । ଝାରସୁଗୁଡା ଅତିରିକ୍ତ ଜିଲ୍ଲା ଦୌରା ଜଜ ଛୁଟିରେ ଥିବାରୁ ଡିସଚାର୍ଜ ପିଟିସନର ଶୁଣାଣିକୁ ଘୁଞ୍ଚାଇ ଦିଆଯାଇଛି…
ପୁରୀ: ଶ୍ରୀଜଗନ୍ନାଥ ମେଡିକାଲ କଲେଜର ଏମବିବିଏସ ପ୍ରଥମ ବର୍ଷର ଛାତ୍ର ସିନିଅର ଛାତ୍ରୀଙ୍କ ବିରୋଧରେ ରାଗିଂ ଭଳି ଗୁରୁତର ଅଭିଯୋଗ ଆଣିଛନ୍ତି। ତାଙ୍କ ଅଭିଯୋଗକୁ ଭିତ୍ତି କରି ମେଡିକାଲ କଲେଜର ଡିନ୍ ପେଣ୍ଠକଟା ମେରାଇନ୍ ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗକୁ ଭିତ୍ତି…
ସମ୍ବଲପୁର: ସମ୍ବଲପୁର ଅଇଁଠାପାଲି ଥାନା ଟାଙ୍ଗରପାଲି ଗାଁରେ ଅଭାବନୀୟ ଘଟଣା ଘଟିଛି । ବେକରେ ରଶି ଲଗାଇ ମାଆ ଓ ପୁଅ ଆତ୍ମହତ୍ୟା କରିଥିବା ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି । ଟାଙ୍ଗରପାଲିରେ ଉଭୟ…
ଭୁବନେଶ୍ୱର: କୋରାପୁଟସ୍ଥିତ ନାରାୟଣପାଟଣାର ପୂର୍ବତନ ବ୍ଲକ୍ ଉନ୍ନୟନ ଅଧିକାରୀ (ବିଡିଓ) ରମେଶ ଚନ୍ଦ୍ର ସାହୁଙ୍କୁ ସୋମବାର ଦିଲ୍ଲୀରେ ଭିଜିଲାନ୍ସ ବିଭାଗ ଗିରଫ କରିଛି। ସାତୋଟି ଦୁର୍ନୀତି ମାମଲାରେ ସମ୍ପୃକ୍ତ ଥିବା ସହ ସାହୁ ଆଠ ବର୍ଷ ଧରି ଆଇନଗତ ପ୍ରକ୍ରିୟାକୁ ଏଡାଇବାକୁ…