ଟିଟିଲାଗଡ଼ରେ ପୁଣି ଚାଞ୍ଚଲ୍ୟ। ୫ଦିନର ଶିଶୁ ପୁତ୍ରକୁ ବିକିଲା ବାପା
ଟିଟିଲାଗଡ଼ : ଟିଟିଲାଗଡ଼ରେ ପୁଣି ଚାଞ୍ଚଲ୍ୟ। ୫ଦିନର ଶିଶୁ ପୁତ୍ରକୁ ବିକିଲା ବାପା । ୨.୫ ଲକ୍ଷ ଟଙ୍କାରେ ବିକ୍ରି କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ବାପା ହେଲେ ଟିଟିଲାଗଡ ଝାଙ୍କରପଡାର ସନ୍ତୋଷ ପଟେଲ। ସୂଚନା ଅନୁସାରେ ସନ୍ତୋଷ ଓ ପୁଷ୍ପା…
