Crime

ସେକ୍ସ ରାକେଟ ଠାବ: ୧୪ ଗିରଫ, ୧୩ ଯୁବତୀ ଉଦ୍ଧାର

ଝରସୁଗୁଡ଼ା: ଢାବାରେ ଚାଲିଥିଲା ସେକ୍ସ ର‍୍ୟାକେଟ୍‌। ଉଦ୍ଧାର ହେଲେ ୧୩ ଯୁବତୀ। ଗତକାଲି ବିଳମ୍ବିତ ରାତିରେ ଝାରସୁଗୁଡ଼ା ପଞ୍ଚପଡ଼ାର ଏକ ଢ଼ାବାରେ ସେକ୍ସ ର‍୍ୟାକେଟ ଚାଲୁଥିବା ଖବର ପାଇ ଚଢାଉ କରିଥିଲା ପୋଲିସ। ରେଡ୍‌ ବେଳେ ୧୪ ଜଣ ଗ୍ରାହକଙ୍କୁ ଗିରଫ…

ଥାନାରୁ ଫେରାର ଅଭିଯୁକ୍ତଙ୍କ ମୃତଦେହ ମହାନଦୀରୁ ଉଦ୍ଧାର

କଟକ: କଟକ କ୍ୟାଣ୍ଟନମେଣ୍ଟ ଥାନାରୁ ଗତକାଲି ଭୋରୁ ଚମ୍ପଟ ମାରିଥିବା ଶଙ୍କର୍ଷଣ ବେହେରା ଓରଫ ବବୁଲୁଙ୍କ ମୃତଦେହ ଆଜି ମହାନଦୀରୁ ଉଦ୍ଧାର ହୋଇଛି। ପୁଲିସ୍‌ର ଅତ୍ୟଧିକ ଶାରୀରିକ ଓ ମାନସିକ ନିର୍ଯାତନା ସହି ନ ପାରି ବବୁଲୁ ଜୀବନ ବିକଳରେ ମହାନଦୀରେ…

ପାରିବାରିକ କଳହରୁ ନିର୍ମମ ହତ୍ୟା, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ

ବୌଦ୍ଧ: ପାରିବାରିକ କଳହରୁ ନିର୍ମମ ହତ୍ୟା । ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ । ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଗଣ୍ଡାପାଜୁ ଗାଁରେ ଅଭାବନୀୟ ଘଟଣା । ମୃତକ ଦୁଲ୍ଲଭା ନାଏକ । ସ୍ତ୍ରୀକୁ ହତ୍ୟା ପରେ ଅଭିଯୁକ୍ତ…

୩ କଲରାପତରିଆ ଛାଲ ଓ ୩ ହରିଣ ଛାଲ ଜବତ, ଜଣଙ୍କୁ ଗିରଫ କଲା ଏସଟିଏଫ୍

କଳାହାଣ୍ଡି: କଲରାପତରିଆ ବାଘ ଛାଲ ଡ଼ିଲ ବେଳେ ମାଡିବସିଲା ଏସଟିଏଫ | ଗତକାଲି ସନ୍ଧ୍ୟାରେ କଳାହାଣ୍ଡି ଏମ୍ ରାମପୁର-ନର୍ଲାର ଶ୍ରୀପଲ୍ଲୀ ଛକରେ ଏସଟିଏଫ୍ ଚଢାଉ କରି ଖଗେଶ୍ୱର ପୁଟେଲ ନାମକ ବ୍ୟକ୍ତିଙ୍କୁ ଗିରଫ କରିଛି । ସମ୍ପୁକ୍ତ ବ୍ୟକ୍ତିଙ୍କ ପାଖରୁ ୩ଟି…

ଗଞ୍ଜେଇ ଜବତ କରିବାକୁ ଯାଇ ଖଣ୍ଡାଚୋଟ ଖାଇଲେ ଅବକାରୀ ଅଧିକାରୀ

କୋରାପୁଟ: ଗଞ୍ଜେଇ ମାଫିଆଙ୍କୁ ଧରିବାକୁ ଜାଲ ବିଛାଇଥିଲା ଅବକାରୀ ବିଭାଗ । ହେଲେ ସେହି ଜାଲରେ ପଡ଼ିଗଲେ ଖୋଦ୍ ଅବକାରୀ ଅଧିକାରୀ । ଗଞ୍ଜେଇ ମାଫିଆଙ୍କ ଆକ୍ରମଣରେ ଗୁରୁତର ହେଲେ ଅବକାରୀ ବିଭାଗ ଆଇଆଇସି ଦୁର୍ବଦଳ ବିଶ୍ୱାଳ ଓ କନେଷ୍ଟବଳ ମେଘନାଦ…

ବନ୍ଧୁକ ମୁନରେ ଅପହରଣ: ଦୁଇ ଭାଇଙ୍କୁ ଉଠାଇ ନେଲେ ଦୁର୍ବୃତ୍ତ

ଗଞ୍ଜାମ: ବନ୍ଧୁକ ମୁନରେ ୨ ଭାଇଙ୍କୁ ଅପହରଣ । ଛତ୍ରପୁର ପୁଇଁତୋଳା ଜାତୀୟ ରାଜପଥ ନିକଟରେ ଘଟିଛି ଏପରି ଘଟଣା । ଦୁଇ ଭାଇ ଦୋକାନରେ ଥିବା ବେଳେ ହଠାତ ଦୁଇଟି କାରରେ କିଛି ଦୁର୍ବୃତ୍ତ ଆସି ଦୁଇ ଭାଇଙ୍କୁ ଧମକ…

ବେଆଇନ ବାଣ ତିଆରି କାରଖାନାରେ ପୁଲିସର ଚଢଉ

କଣ୍ଟାବାଞ୍ଜି : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅଧିନସ୍ଥ ବୁରୋମାଲ ପଂଚାୟତ ଅଧିନସ୍ଥ ପଖନମୁଣ୍ଡା ଗାଁରେ ଜିଲ୍ଲା ପୁଲିସ ଦ୍ୱାରା ବେଆଇନ ବାଣ ତିଆରି କାରଖାନାରେ ଚଢଉ କରିଥିବା ଜଣାପଡିଛି। ସୂଚନାରୁ ପ୍ରକାଶ ଯେ ବେଆଇନ ବାଣ ତିଆରିକୁ ନେଇ ବଲାଙ୍ଗିର…

ବାଲି ବୋଝେଇ ଟ୍ରକ୍ ଛାଡ଼ିବାକୁ ଲକ୍ଷେ ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ IIC

ବୌଦ୍ଧ: ଭିଜିଲାନ୍ସ ଜାଲରେ ଆଉ ଜଣେ ପୋଲିସ ଅଧିକାରୀ । ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଆଇଆଇସି ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ହରଭଙ୍ଗା ଥାନା ଆଇଆଇଲି ପୁଷ୍ପଲତା…

୩୧ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ ସମଗ୍ର ଶିକ୍ଷା ପ୍ରକଳ୍ପ କୋ-ଅର୍ଡିନେଟର୍

ବଲାଙ୍ଗିର:ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗିର ଡିପିସି ଅଫିସର ଜେଣ୍ଡର କୋଅର୍ଡିନେଟର ପୁଷ୍ପାଙ୍ଗିନୀ ଯୋଶୀ। ୩୧ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭିଜିଲାନ୍ସ ପୁଷ୍ପାଙ୍ଗିନୀ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ…

କ୍ୟାଣ୍ଟନମେଣ୍ଟ ଥାନା ଭିତରୁ ଅଭିଯୁକ୍ତ ଫେରାର୍

କଟକ : ଥାନା ଭିତରୁ ଚମ୍ପଟ ମାରିଲା ଅଭିଯୁକ୍ତ । କଟକ କ୍ୟାଂଟନମେଂଟ ଥାନାରୁ ଫେରାର୍ ମାରିଲା ଚୋରୀ ଘଟଣାର ଅଭିଯୁକ୍ତ ବବଲୁ ବେହେରା । ମୋବାଇଲ ଚୋରି ଅଭିଯୋଗରେ ବବୁଲକୁ ପଚରାଉଚରା ପାଇଁ ଆଣିଥିଲା ପୁଲିସ । ଥାନା ଭିତରେ…