Crime

ନୟାଗଡ ଦଶପଲ୍ଲା ଟାକରା ଛକରେ ବୋମାମାଡ଼, ଦୁର୍ବୁତ୍ତକୁ କାବୁ କଲେ ଗ୍ରାମବାସୀ

ନୟାଗଡ: ନୟାଗଡ ଜିଲ୍ଲା ଦଶପଲ୍ଲା ଟାକରା ଛକରେ ବୋମାମାଡ଼ । ଗୋପାଳପୁର ଗାଁର ଶ୍ରୀନିବାସ ବେହେରା ଏହି ବୋମାମାଡ଼ କରିଥିବା ଜଣାପଡିଛି । କାବୁ ଟାକରା ଛକରେ ଥିବା ଶକ୍ତିକାନ୍ତ ଷଡଙ୍ଗୀଙ୍କ ଚା ଦୋକାନ ଓ ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କ ଘର…

ଆଉ ଜଣେ ନକଲି ଡାକ୍ତରକୁ ଖୋଜୁଛି ପୋଲିସ

କଟକ: ନିକଟରେ ନକଲି ଡାକ୍ତରଙ୍କ ଖୁଲାସା ପରେ କଟକରେ ଦ୍ୱିତୀୟ ନକଲି ଡାକ୍ତରଙ୍କ ବିରୋଧରେ ତଦନ୍ତ ଆରମ୍ଭ ହୋଇଛି। ବର୍ତ୍ତମାନ ଡାକ୍ତର ଜଣକ ଫେରାର ଥିବା ବେଳେ ତାଙ୍କ ମୋବାଇଲ୍ ଫୋନ୍ ବନ୍ଦ ଥିବାରୁ ଯୋଗାଯୋଗ ହୋଇପାରିନାହିଁ। ରିପୋର୍ଟରେ ଦର୍ଶାଯାଇଛି ଯେ…

ଶିକ୍ଷୟତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଅଭିଯୁକ୍ତ ମହିଳା ଗିରଫ

ବସ୍ତା: ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ସଗଡାଶୁଳା ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ଜଣେ ମହିଳା ଶିକ୍ଷୟିତ୍ରୀ ଅଞ୍ଜଳି ମହାନ୍ତିଙ୍କୁ ମାଡ଼ ମାରିବା ଅଭିଯୋଗରେ ହରପ୍ରିୟା ମହାନ୍ତି ନାମକ ଜଣେ ମହିଳାଙ୍କୁ ପୁଲିସ ଗିରଫ କରିଛି। ଏହି ହିଂସାତ୍ମକ ଘଟଣା ସେତେବେଳେ…

ଘର ଦେବା ନାଁରେ ୧୫ କୋଟି ଠକେଇ, ରିଅଲ୍ ଇଷ୍ଟେଟ କମ୍ପାନୀର ଅତିରିକ୍ତ ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର: ଗୁରୁବାର ଅର୍ଥନୈତିକ ଅପରାଧ ଶାଖା (EOW) ମିଶ୍ର କ୍ରିଏସନ୍ ପ୍ରାଇଭେଟ୍ ଲିମିଟେଡର ଅତିରିକ୍ତ ନିର୍ଦ୍ଦେଶକଙ୍କୁ ଗିରଫ କରିଛି । ଏକାଧିକ ବ୍ୟକ୍ତିଙ୍କ ଠାରୁ ଘର ଦେବା ନାଁରେ ୧୫ କୋଟି ଟଙ୍କା ଠକେଇ ଅଭିଯୋଗରେ ଗିରଫ କରିଛି ଇଓଡବ୍ଲୁ ।…

ବାପାଙ୍କ ମୃତ୍ୟୁର ବର୍ଷେ ପରେ ସମାନ ସ୍ଥାନରେ ପୁଅକୁ ହତ୍ୟା

ବରଗଡ଼: ୫ ଦିନ ମଧ୍ୟରେ ଦ୍ୱିତୀୟ ହତ୍ୟାକାଣ୍ଡ । ପୁଣି ବରଗଡ଼ରେ ଚାଞ୍ଚଲ୍ୟ । ମାତ୍ର ସପ୍ତାହକ ଭିତରେ ବରଗଡ଼ ସହରରେ ଗଡ଼ିଲାଣି ଦୁଇ ଦୁଇଟି ମୁଣ୍ଡ । ଗତ ୧୫ ତାରିଖରେ ୧୧ ନମ୍ବର ୱାର୍ଡରୁ ଜଣଙ୍କ ରକ୍ତାକ୍ତ ମୃତଦେହ…

ଅସଦାଚରଣ ଅଭିଯୋଗରେ ଗିରଫ ହେଲେ ଭୂଗୋଳ ଶିକ୍ଷକ

ଭୁବନେଶ୍ୱର: ଅସଦାଚରଣ ଅଭିଯୋଗରେ ଗିରଫ ହେଲେ ଭୂଗୋଳ ଶିକ୍ଷକ । ଭରତପୁର ଥାନାରେ ଛାତ୍ରୀଙ୍କ ପରିବାରର ଲିଖିତ ଅଭିଯୋଗ ପରେ ଶିକ୍ଷକ ଗିରଫ । ଭୂଗୋଳ ଶିକ୍ଷକ କାଳୁଚରଣ ବଡଜେନାଙ୍କୁ ଗିରଫ କଲା ଭରତପୁର ଥାନା ପୋଲିସ । ଆଜି ଭୂଗୋଳ…

ନୂଆପଡ଼ା ଜିଲ୍ଲାରେ ବାଘ ଆତଙ୍କ, ଗୁହାଳରୁ ବାଛୁରୀ ଟାଣି ନେଇଗଲା ବାଘ

ନୂଆପଡା: ବନ୍ୟଜନ୍ତୁ ଆତଙ୍କ ଏକ ସାଧାରଣ ବ୍ୟାପାର ହୋଇ ଗଲାଣି। କେବେ ବାଘ ତ କେବେ ଭାଲୁ ନୂଆପଡ଼ା ଜିଲ୍ଲାରେ ଆତଙ୍କ ଖେଳାଇଛି। ଗତ କିଛି ଧରି ବାଘ ଆତଙ୍କ ଖେଳାଇ ଥିବା ବେଳେ ନୀରବତା ରହିଥିଲା। ଗତ ଗୋଟିଏ ସପ୍ତାହ…

କଟକରେ ମୁକୁଳା ଡ୍ରେନରେ ପଡି ଜଣେ ମୃତ

କଟକ: ମୁକୁଳା ଡ୍ରେନରେ ପଡି ପୁଣି ଜଣେ ବ୍ୟକ୍ତିଙ୍କର ଜୀବନ ଯାଇଛି । କଟକ ବାରପଥର ଅଞ୍ଚଳରେ ଜଣେ ବ୍ୟକ୍ତି ମୁକୁଳା ଡ୍ରେନରେ ପଡି ମୃତ୍ୟୁବରଣ କରିଛନ୍ତି । ସଫେଇ କରିବା ସମୟରେ କର୍ମଚାରୀ ଜଣଙ୍କ ମୁକୁଳା ଡ୍ରେନ ଭିତରକୁ ଖସିପଡିଥିଲେ…

ଅଖା ବସ୍ତା ଭିତରୁ ନବଜାତ ଶିଶୁ କନ୍ୟା ଉଦ୍ଧାର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଅଖା ବସ୍ତା ଭିତରେ ନବଜାତ ଶିଶୁ କନ୍ୟା ଠାବ । ନନ୍ଦନକାନନ ଥାନା ସମ୍ମୁଖ ବ୍ରିଜ ତଳୁ ମିଳିଲା ଶିଶୁ କନ୍ୟା । ନାହି ନାଡ଼ ଲାଗିଥିବା ଜନ୍ମିତ ଶିଶୁ କନ୍ୟାକୁ ଅଖାରେ ପୁରେଇ କେହି ଫିଙ୍ଗି ଦେଇଥିବା ନେଇ…

ନୀଳଗିରି ରୋଡ୍‌ ଷ୍ଟେସନରେ ମେମୁ ଟ୍ରେନ୍‌ ଅଟକିବା ଘଟଣା, ୨ କର୍ମଚାରୀ ସସପେଣ୍ଡ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ନୀଳଗିରି ରୋଡ୍‌ ଷ୍ଟେସନରେ ପଏଣ୍ଟ ସେଟ୍‌ ରିଭର୍ସ ଯୋଗୁ ମେମୁ ଟ୍ରେନ୍‌ ଅଟକିବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ୨ କର୍ମଚାରୀ ସସପେଣ୍ଡ । ନୀଳଗିରି ରୋଡ୍‌ ଷ୍ଟେସନ ମାଷ୍ଟର ଓ ପଏଣ୍ଟସମ୍ୟାନଙ୍କୁ ନିଲମ୍ବନ କରାଯାଇଛି । ଗତକାଲି…