ବହୁଚର୍ଚ୍ଚିତ ନବ ଦାସଙ୍କୁ ହତ୍ୟା ପଛରେ ଷଡ୍ଯନ୍ତ୍ର ନାହିଁ, କ୍ରାଇମବ୍ରାଞ୍ଚ ରିପୋର୍ଟ
ବହୁଚର୍ଚ୍ଚିତ ନବ ଦାସଙ୍କୁ ହତ୍ୟା ପଛରେ ଷଡ୍ଯନ୍ତ୍ର ନାହିଁ । ଜୀବନ ପ୍ରତି ବିପଦ ଥିବାରୁ ପୂର୍ବତନ ମନ୍ତ୍ରୀଙ୍କୁ ହତ୍ୟା କଲା ଗୋପାଳ ଦାସ । ସେ ହିଁ ହତ୍ୟାକାରୀ । ଗୋପାଳ ବ୍ୟତୀତ ହତ୍ୟାରେ ଆଉ କାହାର ସଂପୃକ୍ତି ନାହିଁ…
