ଅଷ୍ଟ୍ରେଲିଆ ବିଶ୍ବ ଚାମ୍ପିଅନ, ୬ ଓ୍ବିକେଟରେ ହାରିଲା ଭାରତ

ଅହମଦାବାଦ : ଅହମଦାବାଦ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଚାଲିଥିବା ଆଇସିସି ବିଶ୍ବକପ ଫାଇନାଲରେ ଭାରତକୁ ୬ ଓ୍ବିକେଟରେ ପରାସ୍ତ କରି ବିଶ୍ବ ଚାମ୍ପିଅନ ହୋଇଛି ଅଷ୍ଟ୍ରେଲିଆ । ବ୍ୟାଟିଂ, ବୋଲିଂ ଓ ଫିଲଡିଂ ସବୁ ବିଭାଗରେ ଭାରତଠାରୁ ଉନ୍ନତ ଖେଳି ୬ଷ୍ଠ…

ବିଶ୍ବକପ ଫାଇନାଲରେ ଭାରତ

ମୁମ୍ବାଇ: ବିଶ୍ୱକପ୍‌ ୨୦୨୩ । ମୁମ୍ବାଇରେ ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଆଜି ପ୍ରଥମ ସେମିଫାଇନାଲ୍‌ ମୁକାବିଲା ଖେଳାଯାଇଥିଲା। ପ୍ରଥମ ସେମିରେ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ଭାରତୀୟ ଟିମ୍‌ । ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଲେ ବିରାଟ, ଦିନିକିଆରେ କଲେ ୫୦ତମ ସେଞ୍ଚୁରୀ

ବିରାଟ କୋହଲି ଆଇସିସି ଦିନିକିଆ ବିଶ୍ୱକପ ୨୦୨୩ରେ ରେକର୍ଡ କରିଛନ୍ତି । ବିରାଟ କୋହଲି ସଚିନଙ୍କ ରେକର୍ଡ ଭାଙ୍ଗିଛନ୍ତି । ବିରାଟ ନିଜ କ୍ୟାରିଅର ୫୦ ତମ ଶତକ ମାରିଛନ୍ତି । ଏହା ସହିତ ଅର୍ନ୍ତରାଷ୍ଟ୍ରୀୟ କ୍ରିକେଟରେ ସବୁଠାରୁ ଅଧିକ ଶତକ…

ଭୁବନେଶ୍ୱରରେ ଖୋଲିବ ଫିଫା ଏକାଡେମୀ

ଭୁବନେଶ୍ୱର : ଆସନ୍ତା ୨୧ ତାରିଖରେ ଭୁବନେଶ୍ବରରେ ଉଦଘାଟିତ ହେବ ଦେଶର ପ୍ରଥମ ବିଶ୍ବସ୍ତରୀୟ ଫୁଟବଲ୍ ଟ୍ୟାଲେଣ୍ଟ ଏକାଡେମୀ । ସର୍ବଭାରତୀୟ ଫୁଟବଲ ମହାସଂଘ ଓ ଫିଫା ଟ୍ୟାଲେଣ୍ଟ ଡେଭଲପମେଣ୍ଟ ସ୍କିମରେ ଏହାର ଲୋକାର୍ପଣ ହେବ । ଦେଶର ଫୁଟବଲ ପ୍ରତିଭାଙ୍କୁ ପ୍ରୋତ୍ସାହିତ…

ମିଚେଲ ମାର୍ଶଙ୍କ ଅପରାଜିତ ୧୭୭, ହାରିଲା ବାଂଲାଦେଶ

ବିଶ୍ୱକପର ଶେଷ ଗ୍ରୁପ ମ୍ୟାଚ୍‌ରେ ଗର୍ଜିଛି ଅଷ୍ଟ୍ରେଲୀୟ ବ୍ୟାଟର ମିଚେଲ ମାର୍ଶଙ୍କ ବ୍ୟାଟ। ମାର୍ଶଙ୍କ ୧୩୨ ବଲରେ ଅପରାଜିତ ୧୭୭ ରନ ବଳରେ ୮ ୱିକେଟରେ ବାଂଲାଦେଶକୁ ମାତ ଦେଇଛି ଅଷ୍ଟ୍ରେଲିଆ। ବିଜୟ ସହ ବିଶ୍ୱକପ ଅଭିଯାନ ଶେଷ କରିବାକୁ ବାଂଲାଦେଶ ଆଶା…

ଭାରତର ବିଶାଳ ବିଜୟ, ୨୪୩ ରନରେ ହାରିଲା ଦକ୍ଷିଣ ଆଫ୍ରିକା

କୋଲକାତା : କୋଲକାତାର ଐତିହାସିକ ଇଡେନ ଗାଡେନ୍ସଠାରେ ଚାଲିଥିବା ଆଇସିସି ବିଶ୍ବକପର ଏକ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୨୪୩ ରନରେ ପରାସ୍ତ କରିଛି ଭାରତ । ଏହା ସହିତ ଚଳିତ ବିଶ୍ବକପରେ ନିଜର ଅପରାଜେୟ ଧାରା ଜାରି ରଖିଛି ଟିମ୍ ଇଣ୍ଡିଆ…

ଜନ୍ମଦିନରେ ବିରାଟଙ୍କ ଶତକ, ସଚିନଙ୍କ ୪୯ ଶତକର ସମକକ୍ଷ

କୋଲକାତା : ନିଜର ଜନ୍ମଦିନରେ ଭାରତର କୋଟି କୋଟି କ୍ରିକେଟପ୍ରେମୀଙ୍କ ଏକ ସ୍ମରଣୀୟ ଶତକ ଉପହାର ଦେଇଛନ୍ତି ବିରାଟ କୋହଲି । ଏହା ସହିତ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ୪୯ ଦିନିକିଆ ଶତକର ସମକକ୍ଷ ହୋଇଛନ୍ତି ବିରାଟ । ବିରାଟଙ୍କ…

ଏସିଆନ ପାରା ଗେମ୍ସରେ ସଫଳତା ପାଇଁ ପ୍ରମୋଦ ଭଗତ ଓ ସୌନ୍ଦର୍ଯ୍ୟ ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଚୀନ୍‌ର ହାଙ୍ଗଝୋଉରେ ସଦ୍ୟ ଶେଷ ହୋଇଥିବା ପାରା ଏସିଆନ୍ ଗେମ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ପାରା ଆଥଲେଟ ପ୍ରମୋଦ ଭଗତ ଓ ସୌନ୍ଦର୍ଯ୍ୟ ପ୍ରଧାନଙ୍କୁ ଅର୍ଥ ପୁରସ୍କାର ଦେଇ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ପାରା ସଟଲର…

ଶ୍ରୀଲଙ୍କା ୩୦୨ ରନ୍‌ରେ ପରାସ୍ତ; ସେମିଫାଇନାଲ୍‌ରେ ଭାରତ

ମୁମ୍ବାଇ: ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଦ୍ବାରା ପରିଚାଳିତ ଦିନିକିଆ ବିଶ୍ବକପ୍‌-୨୦୨୩ରେ ଗୁରୁବାର ଭାରତୀୟ ଖେଳାଳିମାନେ ଦମଦାର ପ୍ରଦର୍ଶନ କରିଛନ୍ତି। ଭାରତୀୟ ଟିମ୍‌ ଶ୍ରୀଲଙ୍କା ବିପକ୍ଷରେ ଆଜି ବିଶାଳ ବିଜୟ ହାସଲ କରିଛନ୍ତି। ବ୍ୟାଟିଂରେ ବିରାଟ କୋହଲି, ଶୁବମନ୍‌ ଗିଲ ଓ…

ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ଭଗତଙ୍କ ପାଇଁ ୨ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପାରା ଏସିଆନ୍ ଗେମ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଓଡିଶାର ପ୍ରମୋଦ ଭାଗବତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି। ଚୀନ୍‌ର ହାଙ୍ଗଝୋଉରେ ଚାଲିଥିବା ଏସୀୟ ପାରା ଗେମ୍ସରେ ପାରା ବ୍ୟାଡମିଣ୍ଟନ୍ ପୁରୁଷ…