ପାକିସ୍ତାନ ବିପକ୍ଷରେ ଆଫଗାନିସ୍ତାନର ଐତିହାସିକ ବିଜୟ

ପାକିସ୍ତାନ ବିପକ୍ଷରେ ଆଫଗାନିସ୍ତାନର ଐତିହାସିକ ବିଜୟ। ବିଶ୍ୱକପରେ ଆଜି ପାକିସ୍ତାନକୁ ଧୂଳି ଚଟାଇଛି ଆଫଗାନିସ୍ତାନ। ପୂର୍ବରୁ ଇଂଲଣ୍ଡକୁ ହରାଇଥିବା ଆଫଗାନିସ୍ତାନ ଟିମ ଆଜି ଚେନ୍ନାଇରେ ପାକିସ୍ତାନକୁ ୮ ୱିକେଟରେ ହରାଇ ଦେଇଛି। ପାକିସ୍ତାନ ବିପକ୍ଷରେ ଏହା ଆଫଗାନିସ୍ତାନର ପ୍ରଥମ ଦିନିକିଆ ବିଜୟ। ଏହାପୂର୍ବରୁ…

ଭାରତକୁ ୨୭୪ ରନର ଟାର୍ଗେଟ

ଭାରତ ବିପକ୍ଷ ବିଶ୍ୱକପ ମ୍ୟାଚ୍‌ରେ ଦମ ଦେଖାଇଛନ୍ତି ନ୍ୟୁଜିଲ୍ୟାଣ୍ଡର ଷ୍ଟାର ବ୍ୟାଟର ଡାରେଲ ମିଚେଲ। ଧର୍ମଶାଲାରେ ମିଚେଲଙ୍କ ବ୍ୟାଟରୁ ବାହାରିଛି ଦମଦାର ଶତକ। ଏହି ଶତକ ବଳରେ ନ୍ୟୁଜିଲ୍ୟାଣ୍ଡ ନିର୍ଦ୍ଧାରିତ ୫୦ ଓଭର୍‌ରେ ସମସ୍ତ ୱିକେଟ ହରାଇ ୨୭୩ ରନ କରିଛି। ଏବେ ବିଶ୍ୱକପରେ…

୮ ୱିକେଟ୍‌ରେ ଜିତିଲା ଭାରତ

ନୂଆଦିଲ୍ଲୀ: ରୋହିତ ଶର୍ମାଙ୍କ ଦମଦାର ଶତକ ବଳରେ ଭାରତ ବୁଧବାର ଦିନ ଆଫ୍‌ଗାନିସ୍ତାନ ବିପକ୍ଷରେ ବିରାଟ ବିଜୟ ହାସଲ କରିଛି। ଅତିଥି ଟିମ୍‌କୁ ଆୟୋଜକ ଭାରତ ୮ ୱିକେଟ୍‌ରେ ପରାସ୍ତ କରିଛି। ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଦ୍ବାରା ପରିଚାଳିତ ବିଶ୍ବକପ୍‌-୨୦୨୩ରେ…

ହକି ଷ୍ଟାର ଦୀପଗ୍ରେସଙ୍କୁ ୫୦ ଲକ୍ଷ ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏସିଆନ ଗେମ୍ସରେ ଭାରତୀୟ ମହିଳା ହକି ଟିମ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ଏହି ଦଳର ସଦସ୍ୟ ଓଡିଶାର ଷ୍ଟାର ଖେଳାଳି ଦୀପ ଗ୍ରେସ ଏକ୍କା ଦଳର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ରବିବାର ମୁଖ୍ୟମନ୍ତ୍ରୀ…

ବିଶ୍ୱକପରେ ସାଉଥ ଆଫ୍ରିକାର ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ:ଭାରତରେ ଚାଲିଥିବା ଦିନିକିଆ ବିଶ୍ୱକପରେ ସାଉଥ ଆଫ୍ରିକା ବିଶ୍ୱ ରେକର୍ଡ କରିଛି। ଆଜି ଠାରୁ ଦିଲ୍ଲୀରେ ଦକ୍ଷିଣ ଆଫ୍ରିକା ତା’ର ବିଶ୍ୱକପ ଅଭିଯାନ ଆରମ୍ଭ କରିଛି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ହିଁ ଦଳ ବିଶ୍ୱକପର ସବୁ ରେକର୍ଡ ଭାଙ୍ଗି ଦେଇଛି।…

ଏସୀୟ କ୍ରୀଡ଼ାରେ ଭାରତର ପଦକ ସଂଖ୍ୟା ୧୦୭କୁ ବୃଦ୍ଧି, କ୍ରିକେଟରେ ସ୍ବର୍ଣ୍ଣ, ମହିଳା ହକିରେ କାଂସ୍ୟ

ନୂଆଦିଲ୍ଲୀ: ଚାଇନାର ହାଙ୍ଗଜୋ ସହରରେ ଖେଳାଯାଉଥିବା ଏସୀୟ କ୍ରୀଡ଼ା ୨୦୨୩ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ସ୍ୱର୍ଣ୍ଣ ପଦକ ଜିତିଛି। ଟସ୍ ଜିତି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଆଫଗାନିସ୍ତାନ ଖେଳୁଥିବା ବେଳେ ବର୍ଷା ଆରମ୍ଭ ହୋଇଥିଲା। ଯାହା ପରେ…

ଆସନ୍ତା ୧୦ରେ ଏସୀୟ କ୍ରୀଡ଼ା ପ୍ରତିଯୋଗୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଏସୀୟ କ୍ରୀଡ଼ାରେ ଭାରତୀୟ ପ୍ରତିଯୋଗୀଙ୍କ ସଫଳତା ପରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା। ଦେଶର ପଦକ ସଂଖ୍ୟା ଶତକରେ ପହଞ୍ଚିବାକୁ ଐତିହାସିକ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ଏହି ସଫଳତାରେ ପୂରା ଦେଶ ଗର୍ବିତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।…

ଏସୀୟ କ୍ରୀଡ଼ା ୨୦୨୩: ହକିରେ ଭାରତ ଜିତିଲା ସ୍ୱର୍ଣ୍ଣ

ଡିଫେଣ୍ଡିଂ ଚାମ୍ପିୟନ ଜାପାନକୁ ହରାଇ ଏସିଆନ ଗେମ୍ସ ହକିରେ ଭାରତ ଜିତିଛି ସ୍ୱର୍ଣ୍ଣ। ଭାରତୀୟ ପୁରୁଷ ଟିମ ଆଜି ଫାଇନାଲରେ ୨୦୧୮ର ଚାମ୍ପିୟନ ଜାପାନକୁ ୫-୧ ଗୋଲରେ ମାତ ଦେଇଛି। ଏହି ସ୍ୱର୍ଣ୍ଣ ପଦକ ଲଢ଼େଇରେ ଭାରତ ପାଇଁ ଗୋଲ କରିଛନ୍ତି ଓଡ଼ିଆ…

ବିଜୟ ସହ ବିଶ୍ବକପ୍‌-୨୦୨୩ ଅଭିଯାନ ଆରମ୍ଭ କଲା ନ୍ୟୁଜିଲାଣ୍ଡ

ଅହମଦାବାଦ : ଆଇସିସି ବିଶ୍ବକପର ଉଦଘାଟନୀ ମ୍ୟାଚରେ ଇଂଲଣ୍ଡକୁ ୯ ଓ୍ବିକେଟରେ ହରାଇଦେଇଛି ନ୍ୟୁଜିଲାଣ୍ଡ । ଏହା ସହିତ ୨୦୧୯ ବିଶ୍ବକପ ଫାଇନାଲ ପରାଜୟର ପ୍ରତିଶୋଧ ନେଇଛି ନ୍ୟୁଜିଲାଣ୍ଡ। ନ୍ୟୁଜିଲାଣ୍ଡ ଆଗରେ ୨୮୩ ରନର ଲକ୍ଷ୍ୟ ରଖିଥିଲା ଇଂଲଣ୍ଡ । ଏହି…

କିଶୋର ଜେନାଙ୍କୁ ଦେଢ଼ କୋଟି ର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କିଶୋର ଜେନାଙ୍କୁ ଦେଢ଼ କୋଟି ପୁରସ୍କାର। ଚୀନର ହଙ୍ଗଝୌରେ ଜାରି ଏସୀୟ କ୍ରୀଡ଼ା ୨୦୨୩ର ଜାଭେଲିନ ଥ୍ରୋରେ ଇତିହାସ ରଚିଥିବା ଓଡ଼ିଆ ପୁଅ କିଶୋର ଜେନାଙ୍କୁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୂଚନାଥାଉକି, ଫାଇନାଲ୍‌ରେ କିଶୋର ନୀରଜ…