ଏସିଆନ ଗେମ୍ସ: ଜାଭେଲିନ ଥ୍ରୋରେ ରୌପ୍ୟ ଜିତି ଇତିହାସ ରଚିଲେ କିଶୋର ଜେନା, ସ୍ବର୍ଣ୍ଣ ଜିତିଲେ ନୀରଜ୍

ହାଙ୍ଗଝୁ : ଚୀନର ହାଙ୍ଗଝୁଠାରେ ଚାଲିଥିବା ଏସୀୟ କ୍ରୀଡ଼ାରେ ଇତିହାସ ରଚିଛି ଭାରତ । ପୁରୁଷ ଜାଭେଲିନ ଥ୍ରୋରେ ଉଭୟ ସ୍ବର୍ଣ୍ଣ ଓ ରୌପ୍ୟ ହାତେଇଛି ଭାରତ । ଭାରତର ଷ୍ଟାର୍ ଖେଳାଳି ନୀରଜ ଚୋପ୍ରା ପୁଣି ଥିରେ ଚାମ୍ପିଅନ ପରି…

ଆଜିଠାରୁ ଏସୀୟ କ୍ରୀଡ଼ା ମହାକୁମ୍ଭ

ନୂଆଦିଲ୍ଲୀ: ବିଶ୍ବର ଅନ୍ୟତମ ସର୍ବବୃହତ କ୍ରୀଡ଼ା ମହାକୁମ୍ଭ ଏସୀୟ କ୍ରୀଡ଼ାର ୧୯ତମ ସଂସ୍କରଣର ଉଦ୍‌ଘାଟନୀ ଉତ୍ସବ ବିଧିବଦ୍ଧ ଭାବେ ଚୀନର ହ୍ବାଙ୍ଗଝୋରେ ଶନିବାର ସନ୍ଧ୍ୟାରେ ଆୟୋଜିତ ହେବ। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଉକ୍ତ ପ୍ରତିଯୋଗିତା ଉଦ୍‌ଘାଟିତ ହେବ। ଅକ୍ଟୋବର ୮…

ଭାରତ ଏସିଆ କପ ଚାମ୍ପିୟନ, ୮ମ ଥର ପାଇଁ ଭାରତ ଏସିଆ କପ୍‌ ବିଜୟୀ; ୫୦ ରନ୍‌ରେ ଶ୍ରୀଲଙ୍କା ଅଲ୍‌ଆଉଟ୍‌

କଲମ୍ବୋ: ଏସିଆ କପ୍‌-୨୦୨୩ ନିଜ ନାଁରେ କରିଛି ଭାରତ। ୧୯ ଦିନର ଏହି ଟୁର୍ନାମେଣ୍ଟରେ ୧୩ଟି ମ୍ୟାଚ୍ ଖେଳାଯାଇଥିଲା। ଫାଇନାଲରେ ଶ୍ରୀଲଙ୍କାକୁ ଶୋଚନୀୟ ଭାବେ ୧୦ ଓ୍ବିକେଟରେ ପରାସ୍ତ କରି ୮ମ ଥର ପାଇଁ ଟାଇଟଲ ହାତେଇଛି ଟିମ୍ ଇଣ୍ଡିଆ। କମ୍‌…

ଆଇସିସି ଖେଳାଳି ରାଙ୍କିଂ ପ୍ରକାଶିତ; ଟପ୍ ଟେନ୍‌ରେ ୩ ଭାରତୀୟ

ଦୁବାଇ: ପ୍ରକାଶ ପାଇଲା ଆଇସିସି ବ୍ୟାଟିଂ ରାଙ୍କିଂ । ଏହି ତାଲିକାରେ ଭାରତୀୟ  ଖେଳାଳିଙ୍କ ଉନ୍ନତି ହୋଇଛି । ଗତ  ସପ୍ତାହରେ ତୃତୀୟ ସ୍ଥାନରେ ରହିଥିବା  ଯୁବ ଓପନର ଶୁଭମନ ଗିଲ୍‌ ଦ୍ୱିତୀୟକୁ ଉଠିଛନ୍ତି । ସେହିପରି ଶ୍ରେଷ୍ଠ ୧୦  ଜଣଙ୍କ…

କ୍ରିକେଟ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା

ଆଇସିସି ପୁରୁଷ କ୍ରିକେଟ ବିଶ୍ୱକପ୍‌ ୨୦୨୩ ପାଇଁ ଆଜି ଭାରତୀୟ ଦଳ ଘୋଷଣା କରାଯାଇଛି। ଭାରତୀୟ ପୁରୁଷ କ୍ରିକେଟ୍‌ ଟିମ୍‌ର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଓ ଅଧିନାୟକ ରୋହିତ ଶାର୍ମା ଏକ ସାମ୍ବାଦିକ ସମ୍ମିଳନୀରେ ବିଶ୍ୱକପ୍‌ ପାଇଁ ୧୫ ଜଣିଆ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆଥଲେଟ୍ କିଶୋର ଜେନାଙ୍କୁ ମିଳିବ ୨୫ ଲକ୍ଷ ଟଙ୍କା

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ବଡ ଘୋଷଣା । ଆଥଲେଟ୍ କିଶୋର ଜେନାଙ୍କୁ ମିଳିବ ୨୫ ଲକ୍ଷ ଟଙ୍କା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପୁରଷ୍କାର ରାଶି ଘୋଷଣା କରିଛନ୍ତି । ବିଶ୍ଵ ଆଥଲେଟିକ୍ସ ଚାମ୍ପିଅନସିପରେ ଜାଭେଲିନ ଥ୍ରୋ ପ୍ରତିଯୋଗିତାରେ ୫ମ…

ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ଜିତିଲେ ନୀରଜ ଚୋପ୍ରା

ଭାରତୀୟ କ୍ରୀଡାରେ ଯୋଡି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ। ୱାର୍ଲଡ ଆଥଲେଟିକ୍ସ ଚାମ୍ପିଅନସିପର ୪୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଭାରତକୁ ମିଳିଛି ସ୍ୱର୍ଣ୍ଣ ପଦକ। ଆଉ ଦେଶ ପାଇଁ ଏହି ଗୋଲ୍ଡ ମେଡାଲ ଜିତିଛନ୍ତି ଗୋଲଡେନ୍ ବୟ…

୩୮ ଶୃଙ୍ଖଳାରେ ଭାରତରୁ ପ୍ରତିନିଧିତ୍ବ କରିବେ ୬୩୪ ଖେଳାଳି

ନୂଆଦିଲ୍ଲୀ: ହ୍ବାଙ୍ଗଝୋ ଏସୀୟ କ୍ରୀଡ଼ା ଆସନ୍ତା ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଆୟୋଜିତ ହେବ। ଏଥିରେ ଭାରତରୁ ମୋଟ ୬୩୪ଜଣ କ୍ରୀଡ଼ାବିତ୍‌ ୩୮ ଗୋଟି କ୍ରୀଡ଼ା ଶୃଙ୍ଖଳାରେ ଅଂଶଗ୍ରହଣ କରିବେ। ଏସୀୟ କ୍ରୀଡ଼ା ଲାଗି ଭାରତୀୟ ଅଲିମ୍ପିକ୍‌ସ ସଂଘ ପକ୍ଷରୁ…

ଭାରତ-ପାକିସ୍ତାନ ମ୍ୟାଚ୍‌ରେ ଏଲିଙ୍ଗୱର୍ଥ, ରୁଚିରା ଅମ୍ପାୟାର

ମୁମ୍ବାଇ: ଏସିଆ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟରେ ଆସନ୍ତା ସେପ୍ଟେମ୍ବର ୨ରେ ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌କୁ ଅମ୍ପାୟାର ଭାବେ ଇଂଲଣ୍ଡର ରିଚାର୍ଡ ଏଲିଙ୍ଗୱର୍ଥ ଓ ଶ୍ରୀଲଙ୍କାର ରୁଚିରା ପାଲିୟାଗୁରୁ ପରିଚାଳନା କରିବେ। ଅଷ୍ଟ୍ରେଲିଆର ପୂର୍ବତନ ଦ୍ରୁତ…

ଜିମ୍ବାୱେର ପୂର୍ବତନ କ୍ରିକେଟର ହିଥ୍ ଷ୍ଟ୍ରିକଙ୍କ ମୃତ୍ୟୁ ଖବର ଗୁଜବ: ହେନେରୀ ଓଲଙ୍ଗା

ମୁମ୍ବାଇ : ଆଜି ଜିମ୍ବାଓ୍ବେର ପୂର୍ବତନ କ୍ରିକେଟର ହିଥ୍ ଷ୍ଟ୍ରିକଙ୍କର ମୃତ୍ୟୁ ଖବର ପ୍ରଚାର ହୋଇଥିଲା  । ଯାହାକି ଏବେ ଗୁଜବ ବୋଲି ଜଣାପଡିଛି  । ୪୯ବର୍ଷୀୟ ହିଥ୍  କ୍ୟାନସର୍ ରେ ପୀଡ଼ିତ ଅଛନ୍ତି । ହିଥ୍ ଷ୍ଟ୍ରିକଙ୍କ ଜଣେ ସାଥି…