କଳିଙ୍ଗ ଷ୍ଟାଡିୟମରେ ଭାରତ ଓ ଲେବାନନ୍ ମ୍ୟାଚ ଚାଲିଥିବା ବେଳେ ବିଜୁଳି ବିଭ୍ରାଟ
ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ମ୍ୟାଚ ଚାଲିଥିବା ବେଳେ ଦେଖାଦେଇଛି ବିଦ୍ୟୁତ ବିଭ୍ରାଟ। ଭାରତ ଓ ଲେବାନନ୍ ମଧ୍ୟରେ ଇଣ୍ଟର କଣ୍ଟିନେଣ୍ଟାଲ ଫୁଟବଲ ମ୍ୟାଚ ଚାଲିଥିବା ବେଳେ ଅନ୍ଧାର ହୋଇଯାଇଥିଲା ଡ୍ରେସିଂ ରୁମ୍। ଖେଳର ହାଫ୍ ଟାଇମରେ ଖେଳାଳି ମାନେ ଡ୍ରେସିଂ ରୁମ୍…