ଭୁବନେଶ୍ବର ଛାଡ଼ିଲେ ଭାରତ-ଇଂଲଣ୍ଡ ଟିମ୍; ୧୨ରେ ଅହମ୍ମଦାବାଦରେ ଖେଳିବେ ଶେଷ ମ୍ୟାଚ୍
ଭୁବନେଶ୍ବର ଛାଡ଼ିଲେ ଭାରତ ଓ ଇଂଲଣ୍ଡ ଟିମ୍ । ଭୁବନେଶ୍ବର ବିମାନବନ୍ଦରରେ ଭାରତ ଓ ଇଂଲଣ୍ଡ ଟିମ୍ । ହୋଟେଲ୍ରୁ କଡ଼ା ସୁରକ୍ଷା ମଧ୍ୟରେ ଯାଇ ପହଞ୍ଚିଲେ । ଭୁବନେଶ୍ବରରୁ ସିଧା ଅହମ୍ମଦାବାଦ ଗଲେ ଦୁଇ ଟିମ୍ । ୧୨ରେ ଅହମ୍ମଦାବାଦରେ…