Sports

ଏଫଆଇଏଚ୍ ପ୍ରୋ ଲିଗ୍: ଭୁବନେଶ୍ୱରରେ ପହଞ୍ଚିଲେ ଇଂଲଣ୍ଡ ମହିଳା ହକି ଦଳ, ୧୫ରୁ ହକି ଫାଇଟ୍

ଭୁବନେଶ୍ବର: ଇଂଲଣ୍ଡ ମହିଳା ହକି ଦଳ ରବିବାର ଦିନ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ର ସମସ୍ତ ମ୍ୟାଚ୍ ରାଜଧାନୀ ଭୁବନେଶ୍ବର ସ୍ଥିତ କଳିଙ୍ଗ ହକି ଷ୍ଟାଡିୟମରେ ଆୟୋଜିତ ହେବ ।…

ଅନାଉ ଅନାଉ ସରିଗଲା ୪ ହଜାର ଟିକେଟ୍, ୫ ଓ ୬ରେ ଅଫଲାଇନ ବିକ୍ରି

କଟକ: ଆସନ୍ତା ୯ ତାରିଖରେ ବାରବାଟୀ ରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଏକ ଦିବସୀୟ ମ୍ୟାଚ ପାଇଁ ଅନଲାଇନରେ ବିକ୍ରି ହୋଇଛି ଚାରି ହଜାର ଟିକେଟ। ହେଲେ ଅନଲାଇନରେ ସର୍ଭର୍ ଡାଉନ୍ ରହିବାରୁ କିଛି ଲୋକ ଟିକେଟ କିଣିବାରୁ ବଞ୍ଚିତ ହୋଇଛନ୍ତି।…

ଅଣ୍ଡର-୧୯ ମହିଳା ଟି-ଟ୍ବେଣ୍ଟି ବିଶ୍ବକପ୍‌ ଟ୍ରଫି ଜିତିଲା ଭାରତ

କୁଆଲାଲମ୍ପୁର: ସାତ ମାସ ମଧ୍ୟରେ ଭାରତ ଦ୍ୱିତୀୟ ବିଶ୍ୱକପ ଜିତିଛି। ଭାରତୀୟ ଅଣ୍ଡର -୧୯ ମହିଳା ଦଳ କ୍ରମାଗତ ଦ୍ୱିତୀୟ ଥର ପାଇଁ ଚାମ୍ପିଅନ ହୋଇ ଫାଇନାଲରେ ପ୍ରବେଶ କରି ଦକ୍ଷିଣ ଆଫ୍ରିକାକୁ ୯ ୱିକେଟରେ ପରାସ୍ତ କରି ଇତିହାସ ରଚିଛନ୍ତି।…

ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ: ୫ ଓ ୬ ରେ କାଉଣ୍ଟରରେ ଏବଂ ୨ ରେ ଅନଲାଇନରେ ଟିକେଟ ବିକ୍ରି

କଟକ : ଫେବ୍ରୁଆରୀ ୯ରେ ବାରବାଟୀରେ ହେବ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ ମ୍ୟାଚ୍ । ଆସନ୍ତା ଫେବୃୟାରୀ ମାସ ଦୁଇ ତାରିଖରୁ ଅନ୍ ଲାଇନ୍ ଟିକେଟ ବିକ୍ରି ଆରମ୍ଭ। ଅନଲାଇନ୍ ମୋଡ ରେ ବିକ୍ରି ହେବ ମୋଟ ୪ ହଜାର ଟିକେଟ।…

ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର: ମନୁ ଭାକର ଓ ଗୁକେଶଙ୍କ ସମେତ ୪ କ୍ରୀଡ଼ାବିତ୍‌ ଖେଳରତ୍ନରେ ସମ୍ମାନିତ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ପୁରସ୍କାର ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ପ୍ୟାରିସ୍‌ ଅଲିମ୍ପିକ୍‌ରେ ଦୁଇ ଦୁଇଟି ପଦକ ଜିତିଥିବା ମହିଳା ସୁଟର ମନୁ ଭାକର ଓ ବିଶ୍ଵ ଚେସ୍‌ ଚମ୍ପିଆନ୍‌…

ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜସ୍ଥାନର ଜୟପୁରରେ ହେଉଥିବା ଜାତୀୟ ତୀରନ୍ଦାଜର ଖେଳରେ ପାୟଲ ନାଗ ପାଇଛନ୍ତି ଗୋଲ୍ଡ ମେଡାଲ । ପାୟଲ ଜଣେ ଗରିବ ଶ୍ରେଣୀର ହୋଇଥିବା ବେଳେ, ନିଜ ପରିବାର ନିଜ ପେଟ ପାଟଣା ପାଇଁ ସେ ଦାଦନ ଖଟିବାକୁ ଯାଉଥିଲେ ।…

ଆୟର୍ଲାଣ୍ଡକୁ ୬ ଓ୍ବିକେଟରେ ହରାଇଲା ଭାରତୀୟ ମହିଳା କ୍ରିକେଟ ଦଳ

ରାଜକୋଟ୍ : ରାଜକୋଟରେ ଅନୁଷ୍ଠିତ ଆଇସିସି ଚାମ୍ପିଅନସିପର ଏକ ମ୍ୟାଚରେ ଭାରତୀୟ ମହିଳା ଦଳ ଆୟର୍ଲାଣ୍ଡକୁ ୬ ୱିକେଟରେ ପରାସ୍ତ କରିଛି । ଆୟର୍ଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୨୩୯ ରନର ଟାର୍ଗେଟ ଦେଇଥିଲା। ଜବାବରେ ଭାରତ ୩୪.୩ ଓଭରରେ ମ୍ୟାଚ୍…

ଖୋଖୋ ବିଶ୍ବକପ୍: ଭାରତୀୟ ଖୋଖୋ ବିଶ୍ବକପ୍ ଦଳରେ ୩ ଓଡିଆ

ଭୁବନେଶ୍ୱର: ନୂଆଦିଲ୍ଲୀଠାରେ ଆଗାମୀ ୧୩ ତାରିଖଠାରୁ ୧୯ ତାରିଖ ପର୍ୟ୍ୟନ୍ତ ପ୍ରଥମ ଖୋଖୋ ବିଶ୍ବକପ୍ ଆୟୋଜିତ ହେବ। ଖୋଖୋ ଫେଡେରେସନ ଅଫ୍ ଇଣ୍ଡିଆ ପକ୍ଷରୁ ବିଶ୍ବକପ୍ ଲାଗି ଗୁରୁବାର ଦିନ ଉଭୟ ଭାରତୀୟ ମହିଳା ଓ ପୁରୁଷ ଦଳ ଘୋଷଣା କରାଯାଇଛି।…

ସିଡ୍‌ନି ଟେଷ୍ଟ୍‌: ଦ୍ବିତୀୟ ଦିନ ଶେଷ ସୁଦ୍ଧା ଭାରତ ୧୪୧/୬

ସିଡ୍‌ନି: ବର୍ଡର-ଗାଭାସ୍କର ଟ୍ରଫିର ପଞ୍ଚମ ତଥା ଶେଷ ଟେଷ୍ଟ ସିଡ୍‌ନିରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଛି। ଦୁଇ ଦିନର ମ୍ୟାଚ୍ ଶେଷ ହୋଇଛି। ଏହା ସହତ ଟିମ୍ ଇଣ୍ଡିଆ ୧୪୫ ରନ୍‌ ଅଗ୍ରଣୀ ହାସଲ କରିଛି। ଦ୍ୱିତୀୟ ଦିନ ଶେଷ…

୪ଜଣଙ୍କୁ ଖେଳରତ୍ନ, ୩୨ଜଣଙ୍କୁ ଅର୍ଜୁନ ପୁରସ୍କାର; ତାଲିକାରେ ନାହାନ୍ତି ଜଣେ ବି କ୍ରିକେଟର

ନୂଆଦିଲ୍ଲୀ : ବିଶ୍ୱ ଚେସ୍ ଚାମ୍ପିଅନ୍ ଡି ଗୁକେଶ ଓ ଅଲିମ୍ପିକ୍ସରେ ୨ଟି ପଦକ ଜିତିଥିବା ଷ୍ଟାର ଶୁଟର୍ ମନୁ ଭାକରଙ୍କୁ ମିଳିବ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର। ମନୁ ଭାକର ଓ ଡି. ଗୁକେଶଙ୍କ…