ଚାମ୍ପିୟନ୍ସ ଟ୍ରଫି: ଭାରତକୁ କୋର୍ଟକୁ ଟାଣିବ ପାକିସ୍ତାନ
ନୂଆଦିଲ୍ଲୀ : ଚାମ୍ପିୟନ୍ସ ଟ୍ରଫି ୨୦୨୫କୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ତିକ୍ତତା ଚମରସୀମାରେ ପହଞ୍ଚିଛି। ପାକିସ୍ତାନ ଚାମ୍ପିୟନ୍ସ ଟ୍ରଫି ଆୟୋଜନର ହକ ପାଇଥିବା ବେଳେ ଭାରତ ଟୁର୍ଣ୍ଣାମେଣ୍ଟ ଖେଳିବାକୁ ଇସଲାମାବାଦ ଯିବାକୁ ମନା କରୁଛି। ଏ ସମ୍ପର୍କରେ ବିସିସିଆଇ…
