କମାଲ କରିଦେଲେ ଅଶ୍ୱିନ-ଜାଡେଜା ଯୋଡ଼ି, କମବ୍ୟାକ କଲା ଭାରତ

ଚେନ୍ନାଇ : କମାଲ କରିଛନ୍ତି ଭାରତର ସ୍ପିନିଂ ଯୋଡ଼ି ରବିଚନ୍ଦ୍ରନ ଅଶ୍ୱିନ ଓ ରବୀନ୍ଦ୍ର ଜାଡେଜା। ଏଥର ବୋଲିଂରେ ନୁହେଁ, ବ୍ୟାଟିଂରେ ଉଭୟ ଭାରତକୁ ବିପର୍ଯ୍ୟୟରୁ ଉଦ୍ଧାର କରିଛନ୍ତି। କେବଳ ଉଦ୍ଧାର କରି ନାହାନ୍ତି, ବରଂ ବାଂଲାଦେଶ ବିପକ୍ଷ ଟେଷ୍ଟରେ ଭାରତକୁ…

ଏସିଆନ ଚାମ୍ପିଅନ୍ସ ଟ୍ରଫି ହାତେଇଲା ଭାରତ

ବେଜିଂ: ଏସିଆନ ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ଭାରତ ଚୀନ୍‌କୁ ୧-୦ ଗୋଲରେ ପରାସ୍ତ କରିଛି। ଭାରତ ପାଇଁ ଜୁଗରାଜ ସିଂ ଏକମାତ୍ର ଗୋଲ ସ୍କୋର କରିଛନ୍ତି। ସେ ଅଧିନାୟକ ହରମାନପ୍ରୀତଙ୍କ ପାସ୍‌କୁ ଏକ ଗୋଲରେ ପରିଣତ କରିଥିଲେ। ଏହାପୂର୍ବରୁ ଭାରତ ସେମିଫାଇନାଲରେ…

ଏସିଆନ ହକି ଚାମ୍ପିଅନ୍ସ ଟ୍ରଫି; ପାକିସ୍ତାନକୁ ହରାଇଲା ଭାରତ

ନୂଆଦିଲ୍ଲୀ : ଚାଇନାରେ ଚାଲିଥିବା ଏସିଆନ ଚାମ୍ପିୟନ୍ସ ଟ୍ରଫିର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ପାକିସ୍ତାନକୁ ଧୂଳି ଚଟାଇଛି ଭାରତୀୟ ହକି ଟିମ। ଆଜିର ମ୍ୟାଚ୍‌କୁ ଭାରତ ୨-୧ରେ ଜିତି ନିଜର ଅପରାଜେୟ ଧାରା ଜାରି ରଖିଛି। ଗ୍ରୁପ ପର୍ଯ୍ୟାୟରେ ଅପରାଜେୟ…

ପାରା ଅଲିମ୍ପିକ୍ସରେ କମାଲ କଲେ ପ୍ରବୀଣ କୁମାର: ଭାରତ ପାଇଁ ଜିତିଲେ ସ୍ୱର୍ଣ୍ଣ

ପ୍ୟାରିସ : ପାରା ଅଲିମ୍ପିକ୍ସରେ ଭାରତର ପଦକ ବର୍ଷା ଜାରି ରହିଛି। ଆଜି ଭାରତ ପାଇଁ ଆଉ ଏକ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ପ୍ରବୀଣ କୁମାର। ସେ ପୁରୁଷ ଉଚ୍ଚ ଡିଆଁର ଟି ୬୪ ବର୍ଗରେ ଦେଶ ପାଇଁ ଏପରି ସଫଳତା…

ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟର୍‌ରୁ ଅବସର ଘୋଷଣା କଲେ ଧୱନ

ନୂଆଦିଲ୍ଲୀ: ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟର୍‌ରୁ ଶନିବାର ଅବସର ଘୋଷଣା କରିଛନ୍ତି କ୍ରିକେଟର୍‌ ଶିଖର ଧାୱନ୍‌। ସେ ପ୍ରଶଂସକମାନଙ୍କ ପାଇଁ ଏକ ଭାବପ୍ରବଣ ସୋସିଆଲ୍‌ ମିଡିଆ ପୋଷ୍ଟ୍‌ କରି ତାଙ୍କ ଅବସର ସଂପର୍କରେ ସୂଚନା ଦେଇଛନ୍ତି। ସେ ସମସ୍ତ ପ୍ରକାରର କ୍ରିକେଟ୍‌ରୁ…

ଭାରତ ହାତରେ ପଞ୍ଚମ କାଂସ୍ୟ: କୁସ୍ତିରେ ଅମନଙ୍କୁ ପ୍ରଥମ ପଦକ

ପ୍ୟାରିସ୍‌: ଚଳିତ ପ୍ୟାରିସ୍‌ ଅଲିମ୍ପିକ୍ସରୁ ଭାରତକୁ ଶୁକ୍ରବାର ଷଷ୍ଠ ପଦକ ଆସିଯାଇଛି ପଞ୍ଚମ କାଂସ୍ୟ ରୂପରେ। ୫୭ କେଜି ପୁରୁଷ ଫ୍ରିଷ୍ଟାଇଲ୍‌ କୁସ୍ତିରେ ୨୧ ବର୍ଷୀୟ ଅମନ ସେରାୱତ ଭାରତକୁ ଚଳିତ ସଂସ୍କରଣରେ ପ୍ରଥମ ଏବଂ ଅଲିମ୍ପିକ୍ସ ଇତିହାସରେ ଅଷ୍ଟମ କୁସ୍ତି…

ପଦକ ବିଜେତା ହକି ଟିମ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ପୁରୁଷ ହକି ଟିମ ସହ ଫୋନରେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତୀୟ ଟିମ ଆଜି ସ୍ପେନକୁ ୨-୧ରେ ହରାଇବା ପରେ ପ୍ରଧାନମନ୍ତ୍ରୀ ପ୍ରଥମେ ଏକ୍ସ ଯୋଗେ ଶୁଭେଚ୍ଛା…

ପୁରୁଷ ହକିରେ ଭାରତକୁ ବ୍ରୋଞ୍ଜ, ସ୍ପେନକୁ ୨-୧ରେ ହରାଇଲା

ନୂଆଦିଲ୍ଲୀ: ପ୍ୟାରିସ୍ : ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ ମିଳିଛି । ପୁରୁଷ ହକିରେ ଭାରତ ସ୍ପେନକୁ ୨-୧ରେ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି । ଏହା ସହିତ ଲଗତାର ୨ୟ ଥର ପାଇଁ ଭାରତ ଅଲିମ୍ପିକ୍ସ…

ସିରିଜ୍ ହାରିଲା ଭାରତ: ଶେଷ ମ୍ୟାଚ୍ ୧୧୦ ରନ୍‌ରେ ଜିତିଲା ଶ୍ରୀଲଙ୍କା

କଲମ୍ବୋ: କଲମ୍ବୋସ୍ଥିତ ଆର ପ୍ରେମାଦାସା ଷ୍ଟାଡିୟମରେ ଆୟୋଜକ ଶ୍ରୀଲଙ୍କା ବିପକ୍ଷରେ ତିନି ମ୍ୟାଚ୍ ବିଶିଷ୍ଟ ଏକଦିବସୀୟ ସିରିଜର ଶେଷ ତଥା ଅନ୍ତିମ ମ୍ୟାଚରେ ପରାଜୟ ସହିତ ଟିମ୍ ଇଣ୍ଡିଆ ଏକଦିବସୀୟ ହାରିଛି। ଶ୍ରୀଲଙ୍କା ଦୁଇଟି ମ୍ୟାଚ୍ ଜିତି ସିରିଜକୁ ୨-୦ରେ ଜିତି…

ଭିନେଶ ଡିସ୍‌କ୍ୱାଲିଫାଏଡ, ଷଡ଼ଯନ୍ତ୍ର ଅଭିଯୋଗ ଆଣିଲା ପରିବାର

ପ୍ୟାରିସ ଅଲିମ୍ପକ୍ସରେ ଫାଇନାଲ ମ୍ୟାଚ୍‌ ପୂର୍ବରୁ ଭାରତୀୟ ରେସଲର ଭିନେଶ ଫୋଗାଟ୍‌ ଲାଗିଛି ବଡ଼ ଝଟ୍‌କା। ସେ ଡିସ୍‌କ୍ୱାଲିଫାଏଡ୍‌ ଘୋଷିତ ହୋଇଛନ୍ତି। ଭାରତ ପାଇଁ ଗୋଲ୍ଡ ଆଶା ମଉଳି ଯାଇଛି। ତେବେ ଭିନେଶଙ୍କୁ ଅଯୋଗ୍ୟ ଘୋଷଣା ନେଇ ତାଙ୍କ ପରିବାର ଲୋକେ…