ଭିନେଶ ଫୋଗାଟ୍‌ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭିନେଶ ଫୋଗାଟ୍‌ ଅସୁସ୍ଥ। ଡିସ୍‌କ୍ୱାଲିଫାଏଡ୍‌ ଘୋଷଣା ହେବା ପରେ ସେ ଚେତାଶୂନ୍ୟ ହୋଇପଡିଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍‌ ଯୋଗୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଥିବା ସୂତ୍ରରୁ ସୂଚନା ମିଳିଛି। ପ୍ୟାରିସର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଭିନେଶ ଫୋଗଟ । ଓଜନ…

ଜାଭେଲିନ୍ ଥ୍ରୋ: ଫାଇନାଲରେ ନୀରଜ ଚୋପ୍ରା

ପ୍ୟାରିସ୍: ଜାଭେଲିନ୍ ଥ୍ରୋରେ ଭାରତୀୟ ଖେଳାଳି ନୀରଜ ଚୋପ୍ରା ପୁଣି ଥରେ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି । ସେ ପ୍ରଥମ ଥ୍ରୋ ୮୯.୩୪ ମିଟର ଦୂରକୁ ଫିଙ୍ଗିଛନ୍ତି। ଏହା ସହିତ ସେ ଫାଇନାଲରେ ପହଞ୍ଚିଛନ୍ତି। ଚଳିତ ସିଜିନରେ ଏହା ହେଉଛି…

ଅଲିମ୍ପିକ୍ସ ହକି: ସେମିଫାଇନାଲରେ ଭାରତ

ପ୍ୟାରିସ୍: ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ରବିବାର ଭାରତୀୟ ହକି ଦଳ କ୍ୱାର୍ଟର ଫାଇନାଲରେ ଗ୍ରେଟ ବ୍ରିଟେନକୁ ସୁଟ୍‌ଆଉଟ୍‌ରେ ପରାଜିତ କରିଛି। ଏହି ବିଜୟ ସହିତ ଭାରତ ସେମି ଫାଇନାଲରେ ପହଞ୍ଚିଛି। ଭାରତ ଅଗଷ୍ଟ ୬ରେ ସେମିଫାଇନାଲ ଖେଳିବ। ଏହା ସହିତ ଭାରତ…

୫୨ ବର୍ଷ ପରେ ଅଲିମ୍ପିକ୍ସରେ ଅଷ୍ଟ୍ରେଲିଆକୁ ହରାଇଲା ଭାରତୀୟ ହକି ଟିମ

ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତୀୟ ପୁରୁଷ ହକି ଟିମ। ଦଳ ଆଜି ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୩-୨ ଗୋଲରେ ହରାଇ ଦେଇଛି। ଏଥିସହ ଦୀର୍ଘ ୫୨ ବର୍ଷ ପରେ ଅଲିମ୍ପିକ୍ସରେ ଭାରତୀୟ ହକି ଟିମ ଅଷ୍ଟ୍ରେଲିଆକୁ ହରାଇବାର…

ପ୍ୟାରିସ ଅଲିମ୍ପିକ୍ସ: ଭାରତକୁ ଆଉ ଏକ ପଦକ, ମନୁ-ସରବଜୋତ ରଚିଲେ ଇତିହାସ

ପ୍ୟାରିସ : ପ୍ୟାରିସ ଅଲିମ୍ପିକ୍ସରୁ ଆସିଲା ଖୁସି ଖବର। ଐତିହାସକ ବିଜୟ ହାସଲ କରିଛନ୍ତି ଶୁଟର୍ ମନୁ ଭାକର ଓ ସରବଜୋତ ସିଂହ। ୧୦ ମିଟର ଏୟାର ପିସ୍ତଲ ମିକ୍ସଡ୍‌ ଟିମ୍‌ ଇଭେଣ୍ଟରେ ହାସଲ କରିଛନ୍ତି ବ୍ରୋଞ୍ଜ। ଏହି ବିଜୟ ସହ…

ଆୟର୍ଲାଣ୍ଡକୁ ୨-୦ ଗୋଲ୍‌ରେ ପରାଜିତ କଲା ଭାରତ, ହରମନପ୍ରୀତ ଦେଲେ ୨ ଗୋଲ୍

ପ୍ୟାରିସ୍: ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଖେଳାଯାଇଥିବା ପୁଲ୍ ‘ବି’ ମ୍ୟାଚ୍‌ରେ ଭାରତ ୨-୦ ଗୋଲ୍‌ରେ ଆୟର୍ଲାଣ୍ଡକୁ ପରାଜିତ କରିଛି। ପ୍ରଥମ କ୍ୱାର୍ଟରରେ ଏକ ଗୋଲ୍ ସ୍କୋର କରି ହରମାନପ୍ରୀତ ସିଂ ଆୟର୍ଲାଣ୍ଡ ବିପକ୍ଷରେ ଭାରତକୁ ପ୍ରାରମ୍ଭିକ ଅଗ୍ରଣୀ…

ପ୍ୟାରିସ ଅଲିମ୍ପିକ୍ସ: ଶେଷ ମିନିଟରେ ଗୋଲ କରି ମ୍ୟାଚ୍‌ ଡ୍ର ରଖିଲା ଭାରତୀୟ ହକି ଟିମ

କଡ଼ା ସଂଘର୍ଷ କରି ଭାରତୀୟ ପୁରୁଷ ହକି ଟିମ ଆର୍ଜେଣ୍ଟିନା ସହ ମ୍ୟାଚ୍‌ ଡ୍ର ରଖିବାକୁ ସକ୍ଷମ ହୋଇଛି। ଆରମ୍ଭରୁ ୦-୧ରେ ପଛରେ ପଡ଼ିଥିବା ଭାରତୀୟ ହକି ଟିମ ଶେଷ ମିନିଟରେ ପେନାଲ୍ଟି କର୍ଣ୍ଣରକୁ ଗୋଲରେ ପରିଣତ କରି ସ୍ଥିତି ୧-୧…

ପ୍ୟାରିସ ଅଲିମ୍ପିକ୍ସରେ ଭାରତ ପାଇଁ ପ୍ରଥମ ପଦକ ଜିତିଲେ ମନୁ ଭାକର

ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଭାରତର ଯୁବ ଶୁଟର ମନୁ ଭାକର। ସେ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ଭାରତ ପାଇଁ ପ୍ରଥମ ପଦକ ଜିତିଛନ୍ତି। ସେ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତ ପାଇଁ ବ୍ରୋଞ୍ଜ ପଦକ ହାତେଇଛନ୍ତି। ସେ…

୧୦ ମିଟର ଏୟାର ପିସ୍ତଲର ଫାଇନାଲରେ ପ୍ରବେଶ କଲେ ମନୁ ଭାକର

ପ୍ୟାରିସ୍ : ପ୍ୟାରିସରେ ଚାଲିଥିବା ଅଲିମ୍ପିକ୍ସରୁ ଭାରତ ପାଇଁ ଭଲ ଖବର ଆସିଛି। ଯୁବ ମହିଳା ଶୁଟର ମନୁ ଭାକର୧୦ ମିଟର ଏୟାର ପିସ୍ତଲର ଫାଇନାଲରେ ପ୍ରବେଶ କରିଛନ୍ତି। ଏହାର ଅର୍ଥ ସେ ଭାରତ ପାଇଁ ପଦକ ଜିତିବାର ସୁଯୋଗ ସୃଷ୍ଟି…

୧୧ ଓଭରରେ ମ୍ୟାଚ୍ ଜିତି ଏସିଆ କପ୍ ଫାଇନାଲରେ ପହଞ୍ଚିଲା ଭାରତ

ନୂଆଦିଲ୍ଲୀ: ଭାରତୀୟ ମହିଳା କ୍ରିକେଟ୍ ଦଳ ଏସିଆ କପ୍ ଟି -୨୦ ୨୦୨୪ର ଫାଇନାଲରେ ପ୍ରବେଶ କରିଛି | ହରମାନପ୍ରୀତ କୌରଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଶୁକ୍ରବାର ସେମିଫାଇନାଲରେ ବାଂଲାଦେଶକୁ ୧୦ ୱିକେଟରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ପ୍ରଥମେ ବୋଲିଂରେ…