ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର : ଆଜି ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥ୍ୟକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରାଯାଏ । ଆଜିର ଦିନରେ ଚାଷୀ ଭାଇମାନେ ଅକ୍ଷିମୁଠି ଅନୁକୂଳ କରିଥା’ନ୍ତି। ରଥ ନିର୍ମାଣର ଆରମ୍ଭ…