ଓଡ଼ିଶାରେ ବାହୁବଳୀ ନାୟିକା ଅନୁଷ୍କା ସେଟ୍ଟୀ, ଶୁଟିଂ ସେଟରେ ଭିଡ଼ ଜମାଇଲେ ପ୍ରଶଂସକ

ଜୟପୁର : ବାହୁବଳୀ ଫିଲ୍ମର ଚର୍ଚ୍ଚିତ ଅଭିନେତ୍ରୀ ଅନୁଷ୍କା ସେଟ୍ଟୀ ଏବେ ଓଡ଼ିଶାରେ। ଏକ ଫିଲ୍ମର ଶୁଟିଂ ପାଇଁ ଅଭିନେତ୍ରୀ ତାଙ୍କର ଟିମ୍ ସହ ଆସି ଓଡ଼ିଶାର କଶ୍ମୀର କୋରାପୁଟ ଜିଲାର ଜୟପୁରରେ ପହଞ୍ଚିଛନ୍ତି। ଫିଲ୍ମର ଶୁଟିଂ ଲାଗି ଅନୁଷ୍କା ଏବେ…

ଗିରିଗୋବର୍ଦ୍ଧନ ପାହାଡ଼ ଶିଖରରେ ଶ୍ରୀରାମଙ୍କ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

ଭାପୁର: ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ଫତେଗଡ଼ ଗିରିଗୋବର୍ଦ୍ଧନ ପାହାଡ଼ ଶିଖରରେ ଶ୍ରୀରାମଙ୍କ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୭୦ ହଜାରରୁ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ସାଧୁ ସନ୍ଥଙ୍କ ଗହଣରେ ମନ୍ତ୍ରପାଠ ଓ…

ବାସୁଦେବପୁରରେ ଜଳୁଛି ୭ ଫୁଟ୍‌ ଉଚ୍ଚର ବିଶାଳ ଦୀପ

ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯାଇଛି। ସେଥିପାଇଁ ସାରା ଭାରତ ଉତ୍ସବ ମୁଖର ହୋଇଛି। ଏଥିରୁ କେମିତିବା ବଞ୍ଚିତ ହେବ ଓଡ଼ିଶା? ସେଥିପାଇଁ କେଉଁଠି ହନୁମାନ ଚାଳିଶା ପଢ଼ା ଯାଉଛି ତ ଆଉ କେଉଛି ଦୀପ ଦାନ…

ଅଷ୍ଟମ ଦିବସରେ ବରଗଡ଼ ଧନୁଯାତ୍ରା

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ଅଷ୍ଟମ ଦିବସରେ ଗୋପରେ କୃଷ୍ଣମୟ ପରିବେଶ । ଗୋଟିଏ ପରେ ଗୋଟିଏ ଲୀଳା ଦେଖାଇ ମନ ମୋହୁଛନ୍ତି କାଳିଆ ସୁନା । ଏସବୁ ଭିତରେ ସମ୍ପନ୍ନ ହୋଇଛି ରାଧା କୃଷ୍ଣଙ୍କ ନାବକେଳୀ । ଏହି ମନୋରମ…

ତୃତୀୟ ଦିନରେ ଜମୁଛି ଧନୁଯାତ୍ରା

ବରଗଡ: ତୃତୀୟ ଦିନରେ ଜମୁଛି ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ଗୋପପୁରରେ ଶ୍ରୀକୃଷ୍ଣ ଙ୍କୁ ପାଇ ଆତ୍ମବିଭୋର ହୋଇପଡିଛନ୍ତି ନନ୍ଦରାଜା ଓ ନନ୍ଦରାଣୀ । ସେଥିପାଇଁ ଆୟୋଜନ କରିଛନ୍ତି ନନ୍ଦୋତ୍ସବ । କୃଷ୍ଣ ଜନ୍ମ ପରେ ସାରା ଗୋପପୁର ହୋଇପଡ଼ିଛି…

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ

ବଲାଙ୍ଗୀର: ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ । ଆଜି ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ କୁଳିତାପଡା ପଞ୍ଚାୟତର ପାଳିତ ହେଉଛି ଶୁଲିଆ ମହୋତ୍ସବ । ପଶୁପକ୍ଷୀଙ୍କ ବଳିରେ ରକ୍ତାକ୍ତ ହେବ ଗାଁ ରାସ୍ତା । ଏଥିପାଇଁ…

ଉଦଘାଟନ ହେଲା ୭୬ ତମ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ

ବରଗଡ଼: ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ସୋମବାର ସନ୍ଧ୍ୟାରେ ଆରମ୍ଭ ହୋଇଯାଇଛି। ବରଗଡ଼ ପାଲଟିଛି ମଥୁରାନଗରୀ। ଏଥି ସହିତ ବରଗଡ଼ରେ କଂସ ରାଜୁତି ଆରମ୍ଭ ହୋଇଯାଇଛି। କଂସଙ୍କ ଅଟ୍ଟହାସ୍ୟ ଓ ଇଙ୍ଗିତରେ ମଥୁରାନଗରୀ ଥରହର ହେବ। ମହାରାଜଙ୍କ ହସ୍ତୀ ‘ରାଜବାହାଦୁର’ ଓ ମହାମନ୍ତ୍ରୀଙ୍କ…

ଧାନରେ ତିଆରି ଅଳଙ୍କାରରେ ବିଭୂଷିତ ହେଲେ ମାଆ ମଙ୍ଗଳା

ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ମଙ୍ଗଳା ଧାନରେ ତିଆରି ଅଳଙ୍କାରରେ ବିଭୂଷିତ ହୋଇଛନ୍ତି। ରୁଦ୍ର ନାରାୟଣ ଦୀକ୍ଷିତ ନାମକ ଜଣେ ଭକ୍ତ ଏହି ସବୁ ଅଳଙ୍କାର ଦାନ କରିଛନ୍ତି। ଆଜି ଶ୍ରଦ୍ଧାଳୁମାନେ…

ମକର ସଂକ୍ରାନ୍ତିରେ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ ତାରିଣୀ

ମକର ସଂକ୍ରାନ୍ତି ପାଇଁ ଉତ୍ସବମୁଖର ଘଟଗାଁ ମା’ ତାରିଣୀଙ୍କ ପୀଠ । ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମାଆ । ହଜାର ହଜାର ସଂଖ୍ୟାର ଭକ୍ତଙ୍କ ଭିଡ ଜମିଛି । ଆଜି ଭୋର ୪ଟାରୁ ମାଆଙ୍କ ମାର୍ଜଣା, ମଙ୍ଗଳ ଆଳତୀ ସହ…

ମକର ସଂକ୍ରାନ୍ତିରେ ରାଜ୍ୟର ପ୍ରମୁଖ ଦେବାଳୟ ଚଳଚଞ୍ଚଳ

ଭୁବନେଶ୍ବର: ଆଜି ପବିତ୍ର ମକର ସଂକ୍ରାନ୍ତି। ଏଥିଲାଗି ରାଜ୍ୟର ପ୍ରମୁଖ ଦେବାଳୟ ଚଳଚଞ୍ଚଳ ହୋଇଉଠିଛି। ଆଜି ଶ୍ରୀମନ୍ଦିରରେ ମହାପ୍ରଗୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ଆଜି ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତିରେ ଶ୍ରୀବିଗ୍ରହଙ୍କୁ ମକରଚୂଳ ଓ ମାଳଲାଗି କରାଯାଇ ସ୍ୱତନ୍ତ୍ର ବେଶ ଅନୁଷ୍ଠିତ…