ଅସ୍ତରଙ୍ଗରେ ନିଆରା ରକ୍ଷାବନ୍ଧନ: ଗଛରେ ରାକ୍ଷୀ ବାନ୍ଧି ପର୍ବ ପାଳିଲେ ମହିଳା
ଅସ୍ତରଙ୍ଗ: ରାକ୍ଷୀ । ସୂତା ଖଣ୍ଡିଏ ନୁହେଁ , ସେ ସଂପର୍କର ସେତୁ । ଯେତିକି ବିଶ୍ବାସ ଆଖିକୁ ସେତିକି ବିଶ୍ବାସ ରାକ୍ଷୀକୁ । ଚଳିତ ବର୍ଷ ପଞ୍ଜିକାରେ ଆଜି ରକ୍ଷା ବନ୍ଧନ ଓ ଆସନ୍ତାକାଲି ରାକ୍ଷୀ ପୂର୍ଣ୍ଣିମା ଉଲ୍ଲେଖ ରହିଛି…
