‘ଅମିତ ଶାହଙ୍କ ସହ କୌଣସି ଡିଲ ହୋଇନି, ରେସଲରଙ୍କ ଆନ୍ଦୋଳନ ଜାରି ରହିବ’
ନୂଆଦିଲ୍ଲୀ : କୁସ୍ତି ମହାସଂଘର ସଭାପତି ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୋଧରେ ଆନ୍ଦୋଳନ କରୁଥିବା ଦେଶର ଷ୍ଟାର ରେସଲମାନେ ନିଜ ନିଜ ଚାକିରିକୁ ହଠାତ୍ ଫେରି ଯିବାରୁ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଶନିବାର ଆନ୍ଦୋଳନରତ ରେସଲରମାନେ ସ୍ୱରାଷ୍ଟ୍ର…
