ଦୋଷୀଙ୍କ ବିରୋଧରେ ଦୃଢ଼ କଡ଼ାକାର୍ଯ୍ୟାନୁଷ୍ଠାନ ନିଆଯିବ: ପ୍ରଧାନମନ୍ତ୍ରୀ
ବାଲେଶ୍ବର: ବାହାନଗାରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ୨ଟି ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାରେ ଆମେ ଯେଉଁମାନଙ୍କୁ ହରାଇଛେ, ସେମାନଙ୍କୁ ଆଉ ପାଇପାରିବା ନାହିଁ। ସରକାରଙ୍କ ପାଇଁ ଏହି ଘଟଣା ଗମ୍ଭୀର ତଥା ସମ୍ବେଦନଶୀଳ। ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଏହି ଭୟଙ୍କର ଦୁର୍ଘଟଣା…
