ପୁଣି ଥରେ ବିଶ୍ୱର ୧ନଂ ଧନୀ ହେଲେ ମସ୍କ

ନୂଆଦିଲ୍ଲୀ : ପୁଣି ଥରେ ବିଶ୍ୱର ଧନୀ ତାଲିକାର ୧ନଂ ସ୍ଥାନ ଅକ୍ତିଆର କରିବାରେ ସକ୍ଷମ ହୋଇଛନ୍ତି ଏଲନ ମସ୍କ । ଟେସଲା, ସ୍ପେଶଏକ୍ସ ତଥା ଟ୍ୱିଟର ମାଲିକ ଏଲନ ମସ୍କ ଏହି ରେସ୍‌ରେ ଫ୍ରାନ୍ସର ଉଦ୍ୟୋଗପତି ତଥା ଲୁଇ ଭ୍ୟୁଟନ…

ମଣିପୁର ଦଙ୍ଗାକାରୀଙ୍କୁ ଶାହଙ୍କ ଆହ୍ୱାନ- ଆଜି ଅସ୍ତଶସ୍ତ୍ର ଦେଇଦିଅ, କାଲିଠୁ କମ୍ବିଂ ଆରମ୍ଭ

ଇମ୍ଫାଲ : ଆଦିବାସୀ ଓ ଅଣଆଦିବାସୀଙ୍କ ସଂଘର୍ଷ ଯୋଗୁ ଅଶାନ୍ତ ହୋଇପଡ଼ିଥିବା ମଣିପୁର ସ୍ଥିତିର ସମୀକ୍ଷା କରି ଦଙ୍ଗାକାରୀଙ୍କୁ ନାଲି ଆଖି ଦେଖାଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ଏଥିସହ ତୁରନ୍ତ ନିଜ ପାଖରେ ରଖିଥିବା ଅସ୍ତଶସ୍ତ୍ର ପୁଲିସ୍‌କୁ…

ବିନାଶ ଆଡ଼କୁ ନେଇଯିବ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ : ବିଶେଷଜ୍ଞଙ୍କ ଚେତାବନୀ

ନୂଆଦିଲ୍ଲୀ : ଏଆଇ (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ)ର କେତେକ ସମ୍ଭାବ୍ୟ ବିପଦ ବିଷୟରେ ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି । ଏହା ମଣିଷ ସଭ୍ୟତାର ଅସ୍ତିତ୍ୱ ପ୍ରତି ବିପଦ ସୃଷ୍ଟି କରିପାରେ ବୋଲି ସେମାନେ ଚେତାଇ ଦେଇଛନ୍ତି । ମଙ୍ଗଳବାର…

କଂଗ୍ରେସର ‘ଗ୍ୟାରେଣ୍ଟୀ ଫର୍ମୁଲା’ ଦେଶକୁ ଦେବାଳିଆ କରିଦେବ: ପ୍ରଧାନମନ୍ତ୍ରୀ ମୋଦି

ଜୟପୁର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାଜସ୍ଥାନରେ କଂଗ୍ରେସକୁ ତାଚ୍ଛଲ୍ୟ କରିଛନ୍ତି। ଏଥିସହ କଂଗ୍ରେସ ନିର୍ବାଚନ ଜିତିବା ପାଇଁ ପାଇଁ ଦେଉଥିବା ଗ୍ୟାରେଣ୍ଟୀ ଫର୍ମୁଲା ଓ କଂଗ୍ରେସ ସରକାରର ସ୍ଥିରତା ନେଇ ମଧ୍ୟ ମୋଦି ପ୍ରଶ୍ନ ଉଠାଇଛନ୍ତି। ବିଜେପିର ଜନସମ୍ପର୍କ…

କେନ୍ଦ୍ର କ୍ୟାବିନେଟ ନିଷ୍ପତ୍ତି : ପ୍ରତି ବ୍ଲକରେ ସ୍ଥାପନ କରାଯିବ ୨୦୦୦ ଟନ କ୍ଷମତାର ଗୋଦାମ

ନୂଆଦିଲ୍ଲୀ : କେନ୍ଦ୍ର କ୍ୟାବିନେଟ୍ ଆଜି ବିଶ୍ୱର ସର୍ବବୃହତ ଖାଦ୍ୟ ଭଣ୍ଡାରଣ ଯୋଜନାକୁ ଅନୁମୋଦନ ଦେଇଛି । ଏହି ଯୋଜନା ଅଧିନରେ ଦେଶର ଖାଦ୍ୟଶସ୍ୟ ଭଣ୍ଡାରଣ କ୍ଷମତାକୁ ବୃଦ୍ଧି କରିବାକୁ ପ୍ରତି ବ୍ଲକରେ ୨ ହଜାର ଟନ କ୍ଷମତାର ଗୋଦାମ ନିର୍ମାଣ…

ଶୃଙ୍ଗାରଗୌରୀ ପୂଜା ପ୍ରସଙ୍ଗରେ ମୁସଲମାନ ପକ୍ଷର ଆବେଦନ ଆହ୍ଲାବାଦ ହାଇକୋର୍ଟରେ ଖାରଜ

ଆହ୍ଲାବାଦ : ବାରଣାସୀରେ ମା’ ଶୃଙ୍ଗାରଗୌରୀଙ୍କ ନିୟମିତ ପୂଜା ମାମଲାରେ ମୁସଲମାନ ପକ୍ଷ ପକ୍ଷରୁ ଦାୟର ଆବେଦନକୁ ଆହ୍ଲାବାଦ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଶୃଙ୍ଗାରଗୌରୀଙ୍କ ନିୟମିତ ପୂଜା କରିବା ପାଇଁ ଅନୁମତି ଲୋଡ଼ି ରାକ୍ଷୀ ସିଂହ ଅନ୍ୟ ୪ ଜଣ ମହିଳା…

ବଦଳିବ ଅହମଦନଗରର ନାଁ, ହେବ ଅହିଲ୍ୟାନଗର

ମୁମ୍ବାଇ : ବଦଳିବ ମହାରାଷ୍ଟ୍ରର ଅହମଦନଗର ନାଁ। ଉକ୍ତ ସହର ଅହିଲ୍ୟାନଗର ଭାବେ ପରିଚୟ ହାସଲ କରିବ ବୋଲି ନିଜେ ମୁଖ୍ୟମନ୍ତ୍ରୀ ଏନନାଥ ସିନ୍ଦେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସିନ୍ଦେ ଯେଉଁ କାର୍ଯ୍ୟକ୍ରମରେ ଏସମ୍ପର୍କରେ ଘୋଷଣା କରିଛନ୍ତି, ସେଥିରେ ମହାରାଷ୍ଟ୍ରର ଉପ…

‘ଭାରତ ଯୋଡ଼ୋ ଯାତ୍ରାକୁ ବନ୍ଦ କରିବାକୁ ଚାପ ପକାଉଥିଲେ ମୋଦି, କିନ୍ତୁ…’

ନୂଆଦିଲ୍ଲୀ : ସାତ ଦରିଆ ପାରିରେ ବି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିବାକୁ ପଛାଇ ନାହାନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି। ନିଜ ଆମେରିକା ଗସ୍ତ କାଳରେ ମୋଦି ସରକାର ଉପରେ ଶାଣିତ ଆକ୍ରମଣ କରିବାକୁ ପଛାଇ ନାହାନ୍ତି ଏହି କଂଗ୍ରେସ…

ଆମେରିକାରେ ଭାରତର ସଂସଦ ଓ ସେନଗୋଲକୁ ଅପମାନିତ କଲେ ରାହୁଳ ଗାନ୍ଧି

ନୂଆଦିଲ୍ଲୀ : ବିଦେଶ ମାଟିରେ ବିଜେପି ଶାସିତ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ନୂଆ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନକୁ ନେଇ କରିଛନ୍ତି କଡ଼ା ସମାଲୋଚନା। ଏଥିସହ ନୂଆ ସଂସଦ ଭବନରେ ସେଙ୍ଗୋଲ୍ ବା ରାଜଦଣ୍ଡ ସ୍ଥାପନକୁ…

ରେସଲରଙ୍କ ପାଇଁ କାଲି ଚାଷୀ ସଂଗଠନର ବଡ଼ ମହାପଞ୍ଚାୟତ

ନୂଆଦିଲ୍ଲୀ : ଦେଶର ଷ୍ଟାର ରେସଲରମାନେ କରୁଥିବା ବିକ୍ଷୋଭ ଉପରେ ବଡ଼ ନିଷ୍ପତ୍ତି ନେବାକୁ ଆସନ୍ତାକାଲି ଚାଷୀ ସଂଗଠନ ପକ୍ଷରୁ ମହାପଞ୍ଚାୟତ ବସିବ। ଦୀର୍ଘ ମାସ ହେଲାଣି ରେସଲରମାନେ କୁସ୍ତି ମହାସଂଘର ସଭାପତି ତଥା ବିଜେପି ସାଂସଦ ବ୍ରିଜ ଭୂଷଣ ଶରଣ…