ଦେଶର ଅଭିବୃଦ୍ଧି ହାର ୭.୨%
ନୂଆଦିଲ୍ଲୀ : ଦେଶର ଜିଡିପି ଅଭିବୃଦ୍ଧି ହାର ୭.୨% ରହିଛି। ୨୦୨୨-୨୩ ଆର୍ଥିକ ବର୍ଷରେ ଦେଶର ଅର୍ଥନୀତି ୭.୨% ହାରରେ ବୃଦ୍ଧି ପାଇଛି। ଏହାର ପୂର୍ବ ବର୍ଷରେ ଦେଶର ଅଭିବୃଦ୍ଧି ହାର ୯.୧% ରହିଥିଲା। ଅଭିବୃଦ୍ଧି ହାର ହ୍ରାସ ପାଇଥିଲେ ମଧ୍ୟ…
ନୂଆଦିଲ୍ଲୀ : ଦେଶର ଜିଡିପି ଅଭିବୃଦ୍ଧି ହାର ୭.୨% ରହିଛି। ୨୦୨୨-୨୩ ଆର୍ଥିକ ବର୍ଷରେ ଦେଶର ଅର୍ଥନୀତି ୭.୨% ହାରରେ ବୃଦ୍ଧି ପାଇଛି। ଏହାର ପୂର୍ବ ବର୍ଷରେ ଦେଶର ଅଭିବୃଦ୍ଧି ହାର ୯.୧% ରହିଥିଲା। ଅଭିବୃଦ୍ଧି ହାର ହ୍ରାସ ପାଇଥିଲେ ମଧ୍ୟ…
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧୀନରେ ଭାରତ ନିଜକୁ ବଦଳାଇଛି। ବିଶ୍ୱସ୍ତରରେ ନିଜର ସ୍ଥିତିକୁ ମଜବୁତ କରିଛି ଓ ଏସିଆ ଏବଂ ବିଶ୍ୱର ଅଭିବୃଦ୍ଧିରେ ପ୍ରମୁଖ ସଦସ୍ୟ ସାଜିଛି ବୋଲି ଆମେରିକୀୟ ବ୍ୟାଙ୍କିଂ ସଂସ୍ଥା ମୋର୍ଗାନ ଷ୍ଟାନଲୀ ତା’ ରିପୋର୍ଟରେ…
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ଆପ୍ ନେତା ମନୀଷ ସିସୋଦିଆଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି ଦିଲ୍ଲୀ ହାଇକୋର୍ଟ । ଅଦାଲତ ଯାଚିକାକୁ ଖାରଜ କରି କହିଛନ୍ତି, ମନୀଷଙ୍କ ବିରୋଧରେ ହୋଇଥିବା ଅଭିଯୋଗ ସଂଗୀନ । ମନୀଷ ସିସୋଦିଆଙ୍କ…
ମହାରାଷ୍ଟ୍ରରେ କଂଗ୍ରେସର ଏକମାତ୍ର ସାଂସଦ ଥିବା ସୁରେଶ ଧନୋରକରଙ୍କର ଆଜୀ ଅକାଳ ବିୟୋଗ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୮ ବର୍ଷ ହୋଇଥିଲା। ଶାରୀରିକ ଅସୁସ୍ଥତା ହେତୁ ଗତ କିଛି ଦିନ ହେବ ଦିଲ୍ଲୀର ଏକ ଘରୋଇ ହସ୍ପିଟାଳରେ ଭର୍ତ୍ତି…
ରାଜସ୍ଥାନର ଦୁଇ ତୁଙ୍ଗ ନେତା ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ଦୀର୍ଘ ଦିନ ହେଲା ଚାଲିଥିବା ତୁ ତୁ ମେ’ମେ’ରେ ଲାଗିଛି ବିରାମ ଆସନ୍ତା ବିଧାନସଭା ନିର୍ବାଚନ ନିମନ୍ତେ ସେମାନେ କଂଗ୍ରେସ ପାଇଁ ମିଳିତ ଭାବେ କାମ କରିବେ…
ଇମ୍ଫାଲ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ସୋମବାର ମଣିପୁରରେ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ଏବଂ ଅନ୍ୟ ରାଜ୍ୟ ମନ୍ତ୍ରୀଙ୍କ ସହ ଏକ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ସେଠାରେ ମଣିପୁରରେ ହିଂସାକୁ ନେଇ ଆଲୋଚନା କରିବା ସହ ସୁରକ୍ଷା ପରିସ୍ଥିତିର ଆକଳନ…
ଦିଲ୍ଲୀ ନାବାଳିକାକୁ ୪୦ ଥର ଛୁରୀ ଭୁସି ହତ୍ୟା କରିଥିବା ସାହିଲକୁ ପୋଲିସ ଗିରଫ କରିଛି । ପୋଲିସ ସାହିଲକୁ ଗରଫ କରି ପଚରାଉଚରା କରିବାରୁ ସବୁ ସତ ମାନିଛି ସାହିଲ । ସାହିଲ କହିବା ମୁତାବକ, ମୁଁ ପଶ୍ଚାତାପ କରୁନି…
ନୂଆଦିଲ୍ଲୀ: ଜାମ୍ମୁୁରେ ଖାଇକୁ ଖସିଲା ବସ୍, ୭ ମୃତ। ଅମ୍ରତଶରରୁ କଟରା ଆସୁଥିଲା ବସ୍ । ଜମ୍ମୁ-କାଶ୍ମୀର ଝଜର କଟୋଲୀ ଅଞ୍ଚଳରେ ଭାରସାମ୍ୟ ହରାଇ ଖସିପଡିଲା ବସ୍ । ଘଟଣା ସ୍ଥଳରେ ୭ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି ।…
ଇମ୍ଫାଲ: ମଣିପୁରରେ ହିଂସା ଥମୁନି। କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଆଜିଠାରୁ ୪ ଦିନିଆ ମଣିପୁର ଗସ୍ତରେ ଅଛନ୍ତି। ସେ ଆଜି ସନ୍ଧ୍ୟାରେ ମଣିପୁରରେ ପହଞ୍ଚିଛନ୍ତି। ତେବେ ତାଙ୍କ ଗସ୍ତର କିଛି ଘଣ୍ଟା ପୂର୍ବରୁ ରାଜ୍ୟରେ ସାନି ହିଂସା ଉପୁଜିଛି।…
ଆମଷ୍ଟରଡାମ : ନେଦରଲାଣ୍ଡ କର୍ତ୍ତୃପକ୍ଷ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ପୂର୍ବତନ ଜ୍ବାଇଁଙ୍କର ଏକ ଜମି ଜବତ କରିଥିବା ଜଣାପଡ଼ିଛି। ପୁଟିନଙ୍କ ପୂର୍ବତନ ଜ୍ବାଇଁ ଜୋରିଟ ଫାସେନ ହେଉଛନ୍ତି ଜଣେ ଡଚ୍ ବ୍ୟବସାୟୀ, ଯେକି ପୂର୍ବରୁ ପୁଟିନଙ୍କ ଝିଅ ମାରିଆ ବୋରୋଣ୍ଟସୋଭାଙ୍କୁ…