ସୁଦାନରୁ ଆଉ ୧୯୨ ଭାରତୀୟ ଉଦ୍ଧାର
ହିଂସା ପ୍ରଭାବିତ ସୁଦାନରୁ ଆଉ ୧୯୨ ଜଣ ଭାରତୀୟଙ୍କୁ ଅପରେସନ କାବେରି ଦ୍ୱାରା ସ୍ୱଦେଶ ଅଣାଯାଇଛି। ଭାରତୀୟ ବାୟୁସେନାର ସି-୧୭ ଗ୍ଲୋବମାଷ୍ଟର-୩ ବିମାନରେ ସମସ୍ତଙ୍କୁ ନନ୍ ଷ୍ଟପ ୨୪ ଘଣ୍ଟାର ଅପରେସନ ଦ୍ୱାରା ଭାରତରେ ପହଞ୍ଚା ଯାଇଛି। ଅପରେସନ ବେଳେ କେବଳ…
ହିଂସା ପ୍ରଭାବିତ ସୁଦାନରୁ ଆଉ ୧୯୨ ଜଣ ଭାରତୀୟଙ୍କୁ ଅପରେସନ କାବେରି ଦ୍ୱାରା ସ୍ୱଦେଶ ଅଣାଯାଇଛି। ଭାରତୀୟ ବାୟୁସେନାର ସି-୧୭ ଗ୍ଲୋବମାଷ୍ଟର-୩ ବିମାନରେ ସମସ୍ତଙ୍କୁ ନନ୍ ଷ୍ଟପ ୨୪ ଘଣ୍ଟାର ଅପରେସନ ଦ୍ୱାରା ଭାରତରେ ପହଞ୍ଚା ଯାଇଛି। ଅପରେସନ ବେଳେ କେବଳ…
କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଓ ତାଙ୍କ ପରିବାରକୁ ହତ୍ୟା କରିବାକୁ ଯୋଜନା କରୁଛି ବିଜେପି। ପ୍ରଧାନମନ୍ତ୍ରୀ ମୋଦି ତଥା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ଖାସ୍ ଅନୁଗତ ଏଥିନିମନ୍ତେ ପ୍ରସ୍ତୁତ କରୁଛନ୍ତି ଯୋଜନା । କଂଗ୍ରେସ ପ୍ରତି କର୍ଣ୍ଣାଟକବାସୀଙ୍କ ଭଲ ପାଇବା ଦେଇ…
ଜମ୍ମୁ ଓ କଶ୍ମୀରର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ରଜୌରୀ ଜିଲ୍ଲାର କାଣ୍ଡି ଜଙ୍ଗଲରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ବାରାମୁଲା ଜିଲ୍ଲାର କୁଞ୍ଜର ଅଞ୍ଚଳରେ ଆଉ ଜଣେ ଆତଙ୍କବାଦୀ…
ଜେନିଭା: ଗତ ତିନିବର୍ଷ ହେଲା ସମଗ୍ର ବିଶ୍ବରେ ଆତଙ୍କ ଖେଳାଇଥିବା କୋଭିଡ୍ ମହାମାରୀ ଆଉ ବିଶ୍ବ ପାଇଁ ସ୍ବାସ୍ଥ୍ୟ ସଂକଟ ହୋଇ ରହିନାହିଁ । ବିଶ୍ବ ସ୍ବାସ୍ଥ୍ୟ ସଂଗଠନ (ହୁ) ଘୋଷଣା କରିଛି ଯେ କୋଭିଡ୍ ଆଉ ‘ଗ୍ଲୋବାଲ ହେଲଥ୍ ଏମର୍ଜେନ୍ସି’…
ତିନି ଦିନ ତଳେ ଏନ୍ସିପି ସଭାପତି ପଦରୁ ହଠାତ୍ ଇସ୍ତଫା ଦେଇ ସମସ୍ତଙ୍କୁ ଚକିତ କରି ଦେଇଥିବା ଶରଦ ପାୱାର ଶୁକ୍ରବାର ଏହାକୁ ପ୍ରତ୍ୟାହାର କରି ନେଇଛନ୍ତି। ଦଳୀୟ କର୍ମୀଙ୍କ ଜୋରଦାର ବିରୋଧକୁ ଦୃଷ୍ଟିରେ ରଖି ବରିଷ୍ଠ ନେତାଙ୍କୁ ନେଇ ଗଠିତ…
କର୍ଣ୍ଣାଟକା ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କଂଗ୍ରେସ ଉପରେ ଜୋରଦାର ହମଲା କରିଛନ୍ତି। କଂଗ୍ରେସ ଭୋଟ ବ୍ୟାଙ୍କ ପାଇଁ ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇ ଦେଇଛି ବୋଲି ସେ ଅଭିଯୋଗ କରିଛନ୍ତି। ଏଥିସହ କର୍ଣ୍ଣାଟକାର…
ଦୀର୍ଘ ବର୍ଷ ଧରି ରହିଥିବା ପୁଞ୍ଜିଭୂତ ଅସନ୍ତୋଷ ଭୟଙ୍କର ରୂପ ନେଇଛି। ବିରୋଧୀ ଗୋଷ୍ଠୀର ଗୁଳିମାଡ଼ରେ ଗୋଟିଏ ପରିବାରର ୩ ଜଣ ମହିଳାଙ୍କ ସମେତ ୬ ଜଣ ପ୍ରାଣ ହରାଇଛନ୍ତି। ସେହିପରି ଅନ୍ୟ ଦୁଇ ଜଣ ବ୍ୟକ୍ତି ଗୁଳିମାଡ଼ରେ ଆହତ ହୋଇ…
ସିବିଆଇ ଟିମ୍ ଖାଇଲା ଧୋକା। ଚକମା ଦେଲେ ଜିଏସ୍ଟି ଅଧିକାରୀ। ସିବିଆଇ ଟିମ୍ ଆଖି ଆଗରୁ ଲାଞ୍ଚ ଟଙ୍କା ଭର୍ତ୍ତି ବ୍ୟାଗ ଧରି ଚମ୍ପଟ ମାରିଲେ ଜିଏସ୍ଟି ଅଧିକାରୀ। ପ୍ରାୟ ୧୫ ଦିନ ହେଲା ଖୋଜି ଖୋଜି ଏହି ତଦନ୍ତକାରୀ ସଂସ୍ଥାର…
ଇମ୍ପାଲ : ମଣିପୁରରେ ଚାଲିଥିବା ଆଦିବାସୀ-ଅଣଆଦିବାସୀ ହିଂସାକୁ ଦମନ କରିବାକୁ ସରକାର ଏପର୍ଯ୍ୟନ୍ତ ୧୪ କମ୍ପାନୀ ଅର୍ଦ୍ଧସାମରିକ ବାହିନୀ (ଆରଏଏଫ୍, ସିଆରପିଏଫ୍, ବିଏସ୍ଏଫ୍) ବହୁ ସଂଖ୍ୟାରେ ମୁତୟନ କରିଛନ୍ତି । ଏହା ସହିତ ଆହୁରି ଅଧିକ ଅର୍ଦ୍ଧସାମରିକ ବାହିନୀ ପଠାଯିବାକୁ ନିର୍ଦ୍ଦେଶ…
ଜମ୍ମୁ-କଶ୍ମୀରର ରଜୌରୀରେ ଶୁକ୍ରବାର ସକାଳେ ସେନା ପକ୍ଷରୁ କରାଯାଇଥିବା ସର୍ଚ୍ଚ ଅପରେସନ ବେଳେ ଗୁଳି ମାଡ଼ ସହ ବିସ୍ଫୋରଣ କରିଛନ୍ତି ଆତଙ୍କବାଦୀ। ଏହାର ଜବାବ ମଧ୍ୟ ସେନା ପକ୍ଷରୁ ଦିଆଯାଇଛି। ହେଲେ ଏହି ଗୁଳି ବିନିମୟ ଓ ବିସ୍ଫୋରଣରେ ୫ ଜଣ ଯବାନ ସହିଦ ହୋଇଥିବା ବେଳେ…