କାଦୁଅରେ ଗୋଡ଼ ଖସି ତଳେ କଚାଡ଼ି ପଡ଼ିଲେ ବିଜେପି ସାଂସଦ ମେନକା ଗାନ୍ଧୀ
ଉତ୍ତର ପ୍ରଦେଶର ସୁଲତାନପୁରରେ ପୌରପାଳିକା ନିର୍ବାଚନ ପ୍ରଚାର ପାଇଁ ସୋମବାର ସନ୍ଧ୍ୟା ୭ଟାରେ ବିଜେପି ସାଂସଦ ମେନକା ଗାନ୍ଧୀ ଘାସିଗଞ୍ଜ ୱାର୍ଡରେ ପହଞ୍ଚିଥିଲେ। କାର୍ଯ୍ୟକ୍ରମସ୍ଥଳଠାରୁ କିଛି ଦୂରରେ ତାଙ୍କ ଗାଡ଼ି ଅଟକିଥିଲା ଏବଂ ସେ କାର୍ରୁ ଓହ୍ଲାଇ ଚାଲି ଚାଲି କାର୍ଯ୍ୟକ୍ରମସ୍ଥଳ…
