National & International

ଜମ୍ମୁରେ ପାହାଡ଼ ତଳକୁ ଖସିଲା ବସ୍: ୨୧ ମୃତ, ପ୍ରଧାନମନ୍ତ୍ରୀ ରିଲିଫ ଫାଣ୍ଠିରୁ କ୍ଷତିପୂରଣ ଘୋଷଣା

ଜମ୍ମୁ କଶ୍ମୀର : ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା। ରାମନଗର ସହରରୁ ଜମ୍ମୁର ଉଧମପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍ ନିୟନ୍ତ୍ରଣ ହରାଇ ପାହାଡ଼ ତଳକୁ ଖସିପଡିବାରୁ ୨୧ ଜଣଙ୍କ ଜୀବନ ଚାଲିଯାଇଛି । ଏହି ଘଟଣାରେ ୬୧ ଜଣ ଆହତ…

ଭୋଟ୍ ନଦେଲେ ତାଲିକାରୁ କଟିଯିବ ନାଁ, ବଙ୍ଗଳାକୁ ଫେରୁଛନ୍ତି ପ୍ରବାସୀ

ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ ମଧ୍ୟରେ ଅନ୍ୟ ସହରରୁ ବେଙ୍ଗଳାକୁ ଆସୁଥିବା ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି । ମୁସଲିମ୍ ଭୋଟର ବହୁ ସଂଖ୍ୟାରେ ବଙ୍ଗଳାକୁ ଫେରୁଛନ୍ତି । ବିଶେଷକରି ମାଲଦା ଏବଂ ମୁର୍ଶିଦାବାଦରୁ ଆସୁଥିବା ଲୋକଙ୍କ ସଂଖ୍ୟା…

ଜାପାନରେ ଶକ୍ତିଶାଳୀ ଭୂକମ୍ପ, ସୁନାମୀ ଆଲର୍ଟ

ଜାପାନ : ଉତ୍ତର ଜାପାନରେ ଶକ୍ତିଶାଳୀ ଭୂକମ୍ପ । ଯାହାର ତୀବ୍ରତା ୭.୪ ଥିବା ରେକର୍ଡ କରାଯାଇଛି । ଭୂକମ୍ପ ପରେ ତଟବର୍ତ୍ତୀ ଅଞ୍ଚଳ ପାଇଁ ତୁରନ୍ତ ସୁନାମି ଚେତାବନୀ ଜାରି କରାଯାଇଛି । ୩ ମିଟର ଉଚ୍ଚ ଢେଉ ଇୱାଟେ…

ଇରାନ ଜାହାଜ ଉପରକୁ ଆମେରିକାର ଗୁଳିମାଡ଼

ଆମେରିକା : ସମୁଦ୍ର ମଝିରେ ହାଇ-ଭୋଲଟେଜ୍ ଡ୍ରାମା! । ଇରାନ ଜାହାଜ ଉପରକୁ ଗୁଳିମାଡ଼! । ଆମେରିକା ନୌସେନା ହାତରେ ଜବତ ହେଲା ଇରାନର ବିଶାଳ ଜାହାଜ। ଏ ନେଇ ‘ଟ୍ରୁଥ୍ ସୋସିଆଲ୍’ ଆକାଉଣ୍ଟରେ ବଡ଼ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି…

ଉତ୍ତରପ୍ରଦେଶରେ ୪୫ ଡିଗ୍ରୀ ପାର୍ ହେଲା ତାପମାତ୍ରା, ଜରୁରୀ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ

ଲକ୍ଷ୍ନୌ : ସମଗ୍ର ଦେଶରେ ପ୍ରବଳ ଗ୍ରୀଷ୍ମପ୍ରଭାବ ଜାରି ରହିଛି । ଉତ୍ତର ପ୍ରଦେଶରେ ଅଧିକାଂଶ ସ୍ଥାନର ତାପମାତ୍ରା ୪୫ ଡିଗ୍ରୀ ସେଲସିୟସ ପାର କରିଛି । ପାଣିପାଗ ବିଜ୍ଞାନ ବିଭାଗ ରାଜ୍ୟର ଅନେକ ଅଞ୍ଚଳ ପାଇଁ ରବିବାର ଲୁ ଚେତାବନୀ…

ଜାତିଆଣ ଆକ୍ଷେପ ଓ ଆକ୍ରମଣ ପରେ ଆତ୍ମଦାହ ଉଦ୍ୟମ କଲେ ଦଳିତ ଯୁବକ

ମୁଜାଫରନଗର: ଉତ୍ତର ପ୍ରଦେଶର ମୁଜାଫରନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଦଳିତ ଯୁବକଙ୍କୁ ଉଚ୍ଚ ଜାତିର ଯୁବକ ଆକ୍ରମଣ କରିବା ଓ ଜାତିଗତ ଆକ୍ଷେପ କରିବା ପରେ ସେ ଆତ୍ମଦାହ ଉଦ୍ୟମ କରିଛନ୍ତି। ତାଙ୍କ ଶରୀରର ୩୦ ପ୍ରତିଶତରୁ ଅଧିକ…

ପରିବା ଓ କପଡ଼ା ବଜାରରେ ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ୬୦ ଦୋକାନ

ନୂଆଦିଲ୍ଲୀ: ଫିରୋଜାବାଦର ଶିକୋହାବାଦ ସହରରେ ଥିବା ଏଗକ ପନିପରିବା ଏବଂ କପଡ଼ା ବଜାରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫଳରେ ୫୦ରୁ ୬୦ ଦୋକାନ ଜଳିପୋଡି ପାଉଁଶ ହେବା ସହିତ ଲକ୍ଷାଧିକ ଜିନିଷ ପୋଡି ଛାରଖାର ହୋଇଯାଇଛି । ବଜାରରେ ପାର୍କିଂ ହୋଇଥିବା…

କଲକତା ଡିସିପି ଶାନ୍ତନୁ ସିହ୍ନା ବିଶ୍ୱାସଙ୍କ ଘରେ ଇଡି ରେଡ୍

କଲକତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲକତା ପୁଲିସ୍‌ ଡେପୁଟି କମିଶନର ଶାନ୍ତନୁ ସିହ୍ନା ବିଶ୍ୱାସଙ୍କ ବାସଭବନରେ ଚଢାଉ କରିଛି। ଇଡି ଆଜି ସକାଳ ପ୍ରାୟ ୭ଟା ସମୟରେ ବାଲିଗଞ୍ଜର ଫର୍ଣ୍ଣ ରୋଡରେ ଥିବା ତାଙ୍କ ଘରେ ପହଞ୍ଚି…

ସର୍ଜରୀ ପରେ ପୱନ କଲ୍ୟାଣଙ୍କ ସହ କଥା ହୋଇ ସ୍ବାସ୍ଥାବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ସୁପରଷ୍ଟାର ତଥା ଆନ୍ଧ୍ରପ୍ରଦେଶର ଉପମୁଖ୍ୟମନ୍ତ୍ରୀ ପଓ୍ବନ୍ କଲ୍ୟାଣ ସ୍ୱାସ୍ଥ୍ୟାବସ୍ଥା ଖରାପ ଯୋଗୁଁ ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ହାଇଦ୍ରାବାଦର ଜୁବଲି ହିଲ୍ସ ସ୍ଥିତ ଏକ ଘରୋଇ ହସପିଟାଲରେ ତାଙ୍କର ସର୍ଜରୀ କରାଯାଇଛି । ଆଉ ଆଗାମୀ ୧୦ ଦିନ…

ଝାଡ଼ଗ୍ରାମରେ ରାସ୍ତାକଡ଼ ଦୋକାନରୁ ଝାଲମୁଢି ଖାଇଲେ ପ୍ରଧାନମନ୍ତ୍ରୀ

କଲକତା: ଝାଡ଼ଗ୍ରାମରେ ଝାଲମୁଢି ଖାଇଲେ ପ୍ରଧାନମନ୍ତ୍ରୀ । ପଶ୍ଚିମବଙ୍ଗରେ ମାରାଥନ ନିର୍ବାଚନ ପ୍ରଚାର ବେଳେ ଜଙ୍ଗଲମହଲର ଏକ ରାସ୍ତାକଡ଼ ଦୋକାନରୁ ଝାଲମୁଢି କିଣି ଖାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଝାଡଗ୍ରାମରେ ଆୟୋଜିତ ଜନସଭାକୁ ସମ୍ବୋଧିତ କରି ହେଲିପ୍ୟାଡକୁ ଫେରିବା ବେଳେ, ହଠାତ…