ଆଇଏସ୍‌ଆଇଏସ୍‌ ମୁଖ୍ୟ ଅବୁ ହୁସେନ୍‌ ଅଲ୍‌ କ୍ୟୁରେସୀ ନିହତ

ତୁର୍କୀର ବଡ଼ ମିଲିଟାରୀ ଅପରେସନ । ଆଇଏସ୍‌ଆଇଏସ୍‌ ମୁଖ୍ୟ ଅବୁ ହୁସେନ୍‌୍‌ ଅଲ୍‌ କ୍ୟୁରେସୀ ନିହତ । ସିରିଆରେ ପଶି ଆତଙ୍କୀ ସଂଗଠନ ଇସଲାମିକ୍‌ ଷ୍ଟେଟ୍‌ର ସନ୍ଦିଗ୍ଧ ମୁଖ୍ୟକୁ ମାରିଲା ତୁର୍କୀ ସେନା । ଏହି ସୂଚନା ଦେଇଛନ୍ତି ତୁର୍କୀ ରାଷ୍ଟ୍ରପତି…

ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୨୮୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୫,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୮,୦୦୦ ତଳକୁ ଖସି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ…

କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଶନ ରେଡ୍ଡୀ ହସପିଟାଲରେ ଭର୍ତ୍ତି

କେନ୍ଦ୍ରୀୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଶନ ରେଡ୍ଡୀ ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ଗତକାଲି ରାତି ପ୍ରାୟ ୧୦ଟା ୫୦ ମିନିଟରେ ସ୍ୱାସ୍ଥ୍ୟବସ୍ଥା ବିଗିଡିବା କାରଣରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି । ଛାତିରେ ଯନ୍ତ୍ରଣା ଅନୁଭବ କରିବା…

ଆତଙ୍କୀ ହମଲା ପରେ ସେନା ଟ୍ରକ୍‌ରେ ଲାଗିଥିଲା ନିଆଁ, ୫ ଯବାନ ସହିଦ

ଜମ୍ମୁ-କଶ୍ମୀରର ପୁଞ୍ଚରେ ସେନା ଟ୍ରକ୍‌ରେ ଆପେଆପେ ଜଳି ନଥିଲା। ଆତଙ୍କବାଦୀମାନେ ହିଁ ହମଲା କରିବା ପରେ ସେନା ଟ୍ରକ୍‌ରେ ନିଆଁ ଲାଗି ଯାଇଥିଲା। ଏହି ହମଲାରେ ୫ ଜଣ ଯବାନ ସହିଦ ହୋଇଛନ୍ତି। ଆତଙ୍କବାଦୀମାନେ ବର୍ଷା ଓ ଲୋ ଭିଜିବିଲିଟିର ସୁଯୋଗ…