ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୨୮୨ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୫,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୮,୦୦୦ ତଳକୁ ଖସି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ…
