ରାସ୍ତା ସଫା ହେବା ପରେ ପୁଣି ଆରମ୍ଭ ହେଲା କେଦାରନାଥ ଯାତ୍ରା

ରୁଦ୍ରପ୍ରୟାଗ : କେଦାରନାଥ ଦର୍ଶନ ପାଇଁ ପାଦରେ ଯାଉଥିବା ଶ୍ରଦ୍ଧାଳୁଙ୍କ ପାଇଁ ପୁଣି ଥରେ ରାସ୍ତା ଖୋଲାଯାଇଛି । ଗତକାଲି କୁବେର ଓ ଭୈରବ ଗ୍ଲେସିୟର ନିକଟରେ ଗ୍ଲେସିୟର ଫାଟିବା କାରଣରୁ କେଦାରନାଥ ରାସ୍ତା ଯାତାୟାତ ପାଇଁ ବନ୍ଦ ରହିଥିଲା। ତେବେ…

ପାକିସ୍ତାନରେ ଥିବା ସ୍କୁଲରେ ପଶି ଗୁଳିବର୍ଷା କଲେ ଆକ୍ରମଣକାରୀ, ଗଲା ୭ଜଣ ଶିକ୍ଷକଙ୍କ ଜୀବନ

ଇସଲାମାବାଦ: ପାକିସ୍ତାନରେ ଥିବା ସ୍କୁଲରେ ପଶି ଗୁଳିବର୍ଷା କଲେ ଆକ୍ରମଣକାରୀ। ଗଲା ୭ଜଣ ଶିକ୍ଷକଙ୍କ ଜୀବନ। ଗୁରୁବାର ଦିନ ପାକିସ୍ତାନର ଖୈବୁର ପଖତୁନଖ୍ବାସ୍ଥିିତ ଏକ ବିଦ୍ୟାଳୟକୁ ହଠାତ୍ କିଛି ଆକ୍ରମଣକାରୀ ପଶି ଆସିବା ସହ ଗୁଳିବର୍ଷା କରିବା ଆରମ୍ଭ କରିଦେଇଥିଲେ। ଏହି…

ମଣିପୁର ହିଂସା: ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦଙ୍ଗାକାରୀଙ୍କୁ ଦେଖିବା ମାତ୍ରେ ଗୁଳି କର। ମଣିପୁରରେ ଆଦିବାସୀ ଆନ୍ଦୋଳନ ସମୟରେ ଆରମ୍ଭ ହୋଇଥିବା ହିଂସା ବଢ଼ୁଥିବା ଦେଖି ଏଭଳି ନିର୍ଦ୍ଦେଶ ଦେଲେ ରାଜ୍ୟପାଳ। ବୁଧବାର ଦିନ ହିଂସା ଆରମ୍ଭ ହେବା ପରେ ଏବେ ଏହା ୮ଟି ଜିଲ୍ଲାକୁ ପ୍ରଭାବିତ…

ଜମ୍ମୁ ଓ କଶ୍ମୀରରେ ଏନ୍‌କାଉଣ୍ଟର, ୨ ଆତଙ୍କବାଦୀ ନିହତ

ଜମ୍ମୁ ଓ କଶ୍ମୀରର ବାରାମୂଲା ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।ସେମାନଙ୍କଠାରୁ ଗୋଟିଏ ଏକ-୪୭ ଓ ଗୋଟିଏ ପିସ୍ତଲ ସହିତ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ରଳ ଗୁଳି ଓ କିଛି ଆପତ୍ତିଜନକ ଜିନିଷ ଜବତ କରାଯାଇଛି। ଗତ ୨୪ ଘଣ୍ଟାରେ ଜମ୍ମୁ…

ଡ୍ରୋନ ଆକ୍ରମଣ ନିଷ୍ପତ୍ତି ଆମେରିକା ନେଇଥିଲା, ୟୁକ୍ରେନ କେବଳ କାର୍ଯ୍ୟକାରୀ କରିଥିଲା : ରୁଷ୍

ମସ୍କୋ : ରୁଷର ରାଷ୍ଟ୍ରପତି ଭବନ କ୍ରେମଲିନ ଉପରେ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଆମେରିକାକୁ ଦାୟୀ କରିଛି ରୁଷ । ଆମେରିକା ହିଁ ଏହି ଆକ୍ରମଣ ପାଇଁ ଟାର୍ଗେଟ ବାଛିଥିଲା ଓ ୟୁକ୍ରେନ କେବଳ ତାହାକୁ କାର୍ଯ୍ୟକାରୀ କରିଥିଲା ।…

ଏସଟିଏଫର ଏନକାଉଣ୍ଟରରେ ଆଉ ଜଣେ ଗ୍ୟାଙ୍ଗଷ୍ଟର ନିପାତ

ନୂଆଦିଲ୍ଲୀ: ଆଉ ଜଣେ କୁଖ୍ୟାତ ଗ୍ୟାଙ୍ଗଷ୍ଟରକୁ ଏସଟିଏଫ ଟିମ ଏନକାଉଣ୍ଟର କରି ମେରଠରେ ନିପାତ କରିଛି। ଏହି ଏନକାଉଣ୍ଟରରେ ନିପାତ ହୋଇଥିବା ଗ୍ୟାଙ୍ଗଷ୍ଟର ନାମ ଅନିଲ ଦୁଜାନା ଓରଫ ଅନିଲ ନଗର ବୋଲି ଜଣାପଡ଼ିଛି। ଏସଟିଏଫ ଟିମକୁ ବିଶେଷ ସୂତ୍ରରୁ ସୂଚନା ମିଳିଥିଲା…

ଘଣ୍ଟା ପ୍ରତି ୩୦୦ କିମି ବେଗରେ ଚଲାଉଥିଲେ ବାଇକ୍‌; ଦୁର୍ଘଟଣାରେ ଚାଲିଗଲା ୟୁଟ୍ୟୁବର୍‌ଙ୍କ ଜୀବନ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ଆଲିଗଡ଼ ଥାନା ଟପଲସ୍ଥିତ ଯମୁନା-ଏକ୍ସପ୍ରେସ୍‌ ୱେ‌େ ଜଣେ ୟୁଟ୍ୟୁବର୍‌ଙ୍କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ୟୁଟ୍ୟୁବର୍‌ ଜଣକ ଘଣ୍ଟା ପ୍ରତି ୩୦୦ କିଲୋମିଟର ବେଗରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ସେ ଗାଡ଼ି ଚଳାଇ ଯାଉଥିବା ବେଳେ ତାଙ୍କ…

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା: ସିସୋଦିଆଙ୍କ ଅନ୍ତରୀଣ ଜାମିନ ପ୍ରସଙ୍ଗରେ ‘ସିବିଆଇ’ର ଜବାବ ଲୋଡ଼ିଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅନ୍ତରୀଣ ଜାମିନ ଆବେଦନ ପ୍ରସଙ୍ଗରେ ଆଜି ଦିଲ୍ଲୀ ହାଇକୋର୍ଟ ‘ସିବିଆଇ’ର ଜବାବ ଲୋଡ଼ିଛନ୍ତି। ଉଲ୍ଲେଖଯୋଗ୍ୟ, ଦିଲ୍ଲୀ ଅବକାରୀ ନୀତି ମାମଲା ସହିତ ସମ୍ପୃକ୍ତ ଥିବା ‘ମନି ଲଣ୍ଡରିଙ୍ଗ୍‌’ ମାମଲାରେ ଦିଲ୍ଲୀର ଏକ ଅଦାଲତ…

‘ ଆମ ମାମଲାକୁ ଚାପି ଦେବାକୁ ଆପ୍ରାଣ ଚେଷ୍ଟା କରିଥିଲେ କ୍ରୀଡ଼ା ମନ୍ତ୍ରୀ ’

ରେସଲିଂ ଫେଡେରେସନ୍ ଅଫ୍ ଇଣ୍ଡିଆ (ଡବ୍ଲୁଏଫ୍ଆଇ) ମୁଖ୍ୟ ତଥା ବିଜେପି ସାଂସଦ ବ୍ରିଜ ଭୂଷଣ ଶରଣ ସିଂ ନିଜ ପଦରୁ ଇସ୍ତଫା ଦେବାକୁ ଘୋଷଣା କରିଥିବା ସତ୍ତ୍ୱେ ଆନ୍ଦୋଳନରୁ ଓହରି ନାହାନ୍ତି ରେସଲରମାନେ । ବ୍ରିଜ ଭୂଷଣଙ୍କ ଗିରଫଦାରୀ ଦାବି କରି…

ବାପା ଝିଅକୁ ଆଦର କରିବା ଭଳି ବିନେଶ ଫୋଗାଟ୍‌ଙ୍କୁ କୋଳେଇ ପକାଇଥିଲି: ବ୍ରଜଭୂଷଣ ଶରଣ ସିଂହ

ନୂଆଦିଲ୍ଲୀ: ଜଣେ ବାପା ଝିଅକୁ ଆଦର କରିବା ଭଳି ଥରେ ବିନେଶ ଫୋଗାଟ୍‌ଙ୍କୁ କୋଳାଇ ପକାଇଥିଲେ ବୋଲି ‘ରେସ୍‌ଲିଙ୍ଗ୍‌ ଫେଡେରେସନ୍‌ ଅଫ୍‌ ଇଣ୍ଡିଆ’ର ମୁଖ୍ୟ ବ୍ରଜଭୂଷଣ ଶରଣ ସିଂହ ଗୋଟାଏ ଟେଲିଭିଜନ୍‌ କାର୍ଯ୍ୟକ୍ରମରେ କହିଥିବା ଭିଡିଓ ସମ୍ପ୍ରତି ଭାଇରାଲ୍‌ ହେଉଛି। ଟେଲିଭିଜନ୍‌…