ଆମେରିକାରେ ବ୍ୟାଙ୍କ ସଂକଟ : ବନ୍ଦ ହେଲା ଫାଷ୍ଟ ରିପବ୍ଲିକ୍ ବ୍ୟାଙ୍କ୍
ସାନ୍ ଫ୍ରାନସିସକୋ : ଆମେରିକାର ଗୋଟିକ ପରେ ଗୋଟିଏ ବ୍ୟାଙ୍କ ବିଫଳ ହେବାରେ ଲାଗିଛି । ଫାଷ୍ଟ ରିପବ୍ଲିକ ନାମକ ବ୍ୟାଙ୍କ ଦେବାଳିଆ ଘୋଷିତ ହୋଇଛି । ଏହା ପରେ ଆମେରିକାର ଆର୍ଥିକ କର୍ତ୍ତୃପକ୍ଷ କାଲିଫର୍ଣ୍ଣିଆର ଏହି ବ୍ୟାଙ୍କକୁ ନିୟନ୍ତ୍ରଣକୁ ନେଇଛନ୍ତି…
