National & International

ଉତ୍ତରାଖଣ୍ଡରେ ମଦ୍ରାସା ବୋର୍ଡ ଉଚ୍ଛେଦ

ଡେରାଡୁନ୍: ଉତ୍ତରାଖଣ୍ଡର ପୁଷ୍କର ସିଂହ ଧାମି ସରକାର ମଦ୍ରାସା ବୋର୍ଡ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଉଚ୍ଛେଦ ପରେ ସରକାର ଏହାକୁ ଏକ ନୂତନ ପ୍ରାଧିକରଣ ସହିତ ବଦଳାଇବେ। ରାଜ୍ୟପାଳଙ୍କ ଅନୁମୋଦନ ପରେ ଧାମି ସରକାର ରାଜ୍ୟ ସଂଖ୍ୟାଲଘୁ ଶିକ୍ଷା ପ୍ରାଧିକରଣ…

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ୟୁମନାମ୍ ଖେମଚାନ୍ଦ ସିଂହ

ମଣିପୁର : ପ୍ରାୟ ଏକ ବର୍ଷ ପରେ ମଣିପୁରରେ ରାଷ୍ଟ୍ରପତି ଶାସନ ପ୍ରତ୍ୟାହାର କରାଯାଇଛି । ଏନେଇ ଗୃହ ମନ୍ତ୍ରଣାଳୟ (MHA) ଦ୍ୱାରା ଏକ ସରକାରୀ ବିଜ୍ଞପ୍ତି ଜରି କରାଯାଇଛି । ଜାରି କରାଯାଇଥିବା ନୋଟିସରେ ଲେଖାଯାଇଛି ଯେ, ” ମୁଁ…

ତୁର୍କୀସ୍ ଏୟାରଲାଇନ୍ସ ବିମାନ ଇଞ୍ଜିନରେ ଲାଗିଲା ନିଆଁ ; ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ନୂଆଦିଲ୍ଲୀ: ବୁଧବାର ଅପରାହ୍ନରେ ତୁର୍କୀସ୍ ଏୟାରଲାଇନ୍ସର ଏକ ଯାତ୍ରୀବାହୀ ବିମାନର ଡାହାଣ ଇଞ୍ଜିନରେ ନିଆଁ ଲାଗିଯାଇଛି । ପରେ ବିମାନଟିକୁ କୋଲକାତା ବିମାନବନ୍ଦରରେ ଜରୁରୀ ଅବତାରଣା କରାଯାଇଛି । ନେପାଳ ରାଜଧାନୀରୁ ଇସ୍ତାନବୁଲ ଅଭିମୁଖେ ଯାଉଥିବା ତୁର୍କୀସ୍ ଏୟାରଲାଇନ୍ସର ବିମାନଟି ଉଡ଼ାଣ…

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜୈଶ୍ ଆତଙ୍କୀ ନିହତ

ଉଧମପୁର : ଜମ୍ମୁ କାଶ୍ମୀରରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ଉଧମପୁରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜୈଶ୍ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ନିହତଙ୍କ ମଧ୍ୟରେ ଜୈସ୍‌ କମାଣ୍ଡର ଥିବା ଜଣାପଡିଛି। ଗତକାଲିଠାରୁ ସେନା ଏବଂ ଆତଙ୍କବାଦୀଙ୍କ…

ଲିବିୟା ପୂର୍ବତନ ଏକଛତ୍ରବାଦୀ କର୍ଣ୍ଣେଲ ମୁଅମ୍ମର ଗଦ୍ଦାଫିଙ୍କ ପୁଅ ସୈଫଙ୍କୁ ହତ୍ୟା

ନୂଆଦିଲ୍ଲୀ : ଲିବିୟା ପୂର୍ବତନ ଏକଛତ୍ରବାଦୀ କର୍ଣ୍ଣେଲ ମୁଅମ୍ମର ଗଦ୍ଦାଫିଙ୍କ ପୁଅ ସୈଫ ଅଲ-ଇସଲାମ ଗଦ୍ଦାଫିଙ୍କୁ ହତ୍ୟା । ସୈଫ ଅଲ୍ ଗଦ୍ଦାଫିଙ୍କୁ ତାଙ୍କ ଘରେ ପଶି ୪ ମୁଖା ପିନ୍ଧା ଦୁର୍ବୃତ୍ତ ହତ୍ୟା କରିଥିବା ସୂଚନା ମିଳିଛି । ୫୩…

ଅନଲାଇନ ଗେମ ସାଜିଲା କାଳ, ଏକା ସାଙ୍ଗରେ ଜୀବନ ହାରିଲେ ୩ ଭଉଣୀ

ଗାଜିଆବାଦ : ଅନଲାଇନ ଗେମ ହେଲା କାଳ । ଜୀବନ ହାରିଲେ ୩ ନାବାଳିକା ଭଉଣୀ । ଗାଜିଆବାଦରରେ ୩ ନାବାଳିକା ଭଉଣୀଙ୍କ ୯ ମହଲା ବିଲଡିଂରୁ ଡେଇଁ ଜୀବନ ହାରିଛନ୍ତି । ସମସ୍ତେ କୋରିଆନ୍ ଅନଲାଇନ୍ ଗେମରେ ଆସକ୍ତ ଥିଲେ…

ୱାଶିଂଟନରେ ଜୟଶଙ୍କରଙ୍କ ପାୱାର ମିଟିଂ

ୱାଶିଂଟନ : ୱାଶିଂଟନରେ ଜୟଶଙ୍କରଙ୍କ ପାୱାର ମିଟିଂ। ୱାଶିଂଟନ ଡିସିରେ ଆମେରିକାର ଟ୍ରେଜେରୀ ସେକ୍ରେଟାରୀ ସ୍କଟ୍ ବେସେଣ୍ଟ ଓ ବୈଦେଶିକ ସଚିବ ମାର୍କୋ ରୁବିଓଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି । ଭାରତ ଓ ଆମେରିକା ମଧ୍ୟରେ ବଡ଼ ଧରଣର ବାଣିଜ୍ୟିକ…

“କେବଳ ବିରୋଧୀ ଶାସିତ ରାଜ୍ୟରେ ହେଉଛି SIR” : ମମତା ବାନାର୍ଜୀ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ନିର୍ବାଚନ ଆୟୁକ୍ତଙ୍କୁ ନିଶାଣ କରି ଅଭିଯୋଗ କରିଛନ୍ତି ଯେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ର ପୀଡିତମାନଙ୍କୁ ସୁଯୋଗ ଦେଉନାହାନ୍ତି ସରକାର । ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟଗୁଡ଼ିକରେ SIRର ପଛରେ…

ଗୃହରେ ହଟ୍ଟଗୋଳ, ଆସନ୍ତାକାଲି ସକାଳ ୧୧ ଟା ପର୍ଯ୍ୟନ୍ତ ଲୋକସଭା ମୁଲତବୀ

ନୂଆଦିଲ୍ଲୀ: ଲୋକସଭାରେ ରାହୁଲ ଗାନ୍ଧୀଙ୍କ ଭାଷଣ ଲଗାତାର ଦ୍ୱିତୀୟ ଦିନ ପାଇଁ ବାଧାପ୍ରାପ୍ତ ହୋଇଛି। ଅପରାହ୍ନ ୨ଟାରେ, ରାହୁଲ ଗାନ୍ଧୀ ଗୃହରେ ଜଣେ ପୂର୍ବତନ ସେନା ମୁଖ୍ୟଙ୍କ ଦ୍ୱାରା ପ୍ରକାଶିତ ଏକ ଅପ୍ରକାଶିତ ପୁସ୍ତକରୁ ଏକ ଲେଖା ଉପସ୍ଥାପନ କରିଥିଲେ। ସେ…

ସଂସଦରେ ନାରାବାଜି, ପେପର ଚିରି ଫିଙ୍ଗିବାରୁ ୮ ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ: ଆଜି ସଂସଦରେ ବିରୋଧୀ ପକ୍ଷର ୮ ଜଣ ସାଂସଦ ନିଲମ୍ବିତ ହୋଇଛନ୍ତି । ଚଳିତ ବଜେଟ୍‌ ଅଧିବେଶନରୁ ପୁରା ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ବିବାଦୀୟ ମନ୍ତବ୍ୟରୁ ଗୃହରେ ପ୍ରବଳ ହଟ୍ଟଗୋଳ…