National & International

ଏୟାର ଇଣ୍ଡିଆର ଇନ୍ଧନ ସ୍ବିଚରେ ତ୍ରୁଟି, ବୋଇଂ ୭୮୭ ବିମାନର ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ : ଗତକାଲି ଲଣ୍ଡନରୁ ବାଙ୍ଗାଲୋର ଅଭିମୁଖେ ଯାତ୍ରା କରିବା ପୂର୍ବରୁ ଏୟାର ଇଣ୍ଡିଆର ଜଣେ ପାଇଲଟ୍ ବୋଇଂ ୭୮୭ ଡ୍ରିମଲାଇନର ବିମାନର ଇନ୍ଧନ ନିୟନ୍ତ୍ରଣ ସ୍ୱିଚ୍‌ରେ ତ୍ରୁଟି ଥିବା ଅଭିଯୋଗ କରିଥିଲେ । ଯାହା ଫଳରେ ବିମାନ ଉଡ଼ାଣକୁ ବାତିଲ…

ହ୍ବାଟ୍ସଆପକୁ ସୁପ୍ରିମ୍ ଚେତାବନୀ, ସମ୍ବିଧାନକୁ ଅନୁସରଣ ନକଲେ ଭାରତ ଛାଡ଼ିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ : ହ୍ବାଟ୍ସଆପ୍ କୁ ସୁପ୍ରିମ୍ ଚେତାବନୀ । ଯଦି ତୁମେ ଭାରତୀୟ ସମ୍ବିଧାନକୁ ଅନୁସରଣ କରିପାରୁନ ତେବେ ଭାରତ ଛାଡ଼ିଦିଅ । ଭାରତର ଯେକୌଣସି ନାଗରିକଙ୍କ ବ୍ୟକ୍ତିଗତ ତଥ୍ୟ ସହିତ ଖେଳିବାରେ ହ୍ବାଟ୍ସଆପର କୌଣସି ଅଧିକାର ନାହିଁ। ବାଣିଜ୍ୟିକ ଉଦ୍ଦେଶ୍ୟରେ…

ପଶ୍ଚିମବଙ୍ଗରେ ବେଆଇନ୍ ଖଣି ମାମଲା, ୧୦ ସ୍ଥାନରେ ଇଡି ରେଡ୍

କୋଲକାତା : ମଙ୍ଗଳବାର ଦିନ ଇଡି ପଶ୍ଚିମବଙ୍ଗର ୧୦ଟି ସ୍ଥାନକୁ ଚଢାଉ କରିଛି । ବେଆଇନ କୋଇଲା ଖଣି ଏବଂ ପରିବହନ ଅଭିଯୋଗରେ ମନି ଲଣ୍ଡରିଂ ତଦନ୍ତ ପାଇଁ ଇଡି ଚଢାଉ କରିଥିବା ଜଣାପଡିଛି । ରାଜ୍ୟ ପୋଲିସ ଅଧିକାରୀ ମନୋରଞ୍ଜନ…

ଘାଟିକୁ ଖସିଲା ବସ୍, ୩ ମୃତ ଓ ଅନେକ ଆହତ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ଡେରାଡୁନ୍ ଜିଲ୍ଲାର କାଳସୀ ଅଞ୍ଚଳର ହିମାଚଳ ପ୍ରଦେଶର ଏକ ଯାତ୍ରବାହୀ ବସଟି ଗଭୀର ଘାଟିରେ ଘସି ପଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି…

ଟ୍ରେକିଂ ବେଳେ ଚାଲିଗଲା ଆଇନ ଛାତ୍ରୀଙ୍କ ଜୀବନ, ୩୯୦ ଫୁଟ୍ ଘାଟିରୁ ମିଳିଲା ମୃତଦେହ

ମହାରାଷ୍ଟ୍ର : ମହାରାଷ୍ଟ୍ରର ଲୋନାୱାଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଲୋନାୱାଲାରେ ନବୀ ମୁମ୍ବାଇର ୧୯ ବର୍ଷୀୟ ଲ ଛାତ୍ରୀଙ୍କର ମୃତ୍ୟୁ ଘଟିଛି । ଟ୍ରେକିଂ ସମୟରେ ଏପରି ଘଟଣା ଘଟିଥିବା ଜଣାପଡିଛି । ମୃତକ ଶ୍ରେୟା ପତି…

୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ଟାରିଫ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ: ଟାରିଫ ହ୍ରାସ କଲା ଆମେରିକା । ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ । ଆଗକୁ ପୂରା ୨୫ ପ୍ରତିଶତ ହ୍ରାସ ହେବ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା ପରେ ଟାରିଫ ହ୍ରାସ ଘୋଷଣା…

ଆମେରିକା ସହ କୂଟନୈତିକ ସମ୍ପର୍କ ଯାଞ୍ଚ କଲା ଇରାନ

ଦୁବାଇ: ଆମେରିକା ସହ ତିକ୍ତତା ଦୂର କରିବା ପାଇଁ ବିଭିନ୍ନ କୂଟନୈତିକ ପ୍ରକ୍ରିୟାର ସବିଶେଷ ତଥ୍ୟ ଇରାନ ଯାଞ୍ଚ କରୁଛି ବୋଲି ସୋମବାର ଏହାର ବୈଦେଶିକ ମନ୍ତ୍ରାଳୟ ମୁଖପାତ୍ର ଇସ୍ମାଇଲ୍ ବାଘେଇ କହିଛନ୍ତି। ଇରାନ ନିକଟରେ ଆମେରିକାର ନୌସେନା ଦ୍ୱାରା ସାମରିକ…

ସିନ୍ଧୁ ଜଳ ଚୁକ୍ତିକୁ ନେଇ ପାକିସ୍ତାନର ସବୁ ଚାଲ୍‌ ବିଫଳ

ନୂଆଦିଲ୍ଲୀ: ସିନ୍ଧୁ ଜଳ ଚୁକ୍ତିକୁ ନେଇ ପାକିସ୍ତାନର ଗୋଟିଏ ପରେ ଗୋଟିଏ ଚାଲ୍‌ ବିଫଳ ହେବାରେ ଲାଗିଛି। ଅନ୍ୟପକ୍ଷରେ ଏହି ପ୍ରସଙ୍ଗରେ ଭାରତ ପୁଣି ଥରେ ନିଜ ସ୍ଥିତି ସ୍ପଷ୍ଟ କରିଦେଇଛି। ସିନ୍ଧୁ ଜଳ ଚୁକ୍ତି ସହ ଜଡିତ ଅନ୍ତର୍ଜାତୀୟ ନ୍ୟାୟିକ…

ଏୟାର ଇଣ୍ଡିଆ ଡ୍ରିମଲାଇନର ବିମାନରେ ଯାନ୍ତ୍ରିକ ତ୍ରୁଟି : ଉଡ଼ାଣ ବାତିଲ

ନୂଆଦିଲ୍ଲୀ: ଏୟାର ଇଣ୍ଡିଆ ଡ୍ରିମ୍‌ଲାଇନର ବିମାନରେ ଗୁରୁତର ଯାନ୍ତ୍ରିକ ତ୍ରୁଟି ଏବଂ ଇନ୍ଧନ ନିୟନ୍ତ୍ରଣରେ ଗୁରୁତର ସମସ୍ୟା ଦେଖାଦେବା ପରେ ଏହାକୁ ଲଣ୍ଡନର ହିଥ୍ରୋ ବିମାନବନ୍ଦରରେ ଅଟକାଇ ଦିଆଯାଇଛି। ଆଜି ଲଣ୍ଡନରୁ ବେଙ୍ଗାଲୁରୁ ଅଭିମୁଖେ ଯାତ୍ରା କରିବାକୁ ଥିବା ବିମାନ ଏଆଇ…

ଆଜି ବି ଖସିଲା ସୁନା, ରୁପା ଦର…

ନୂଆଦିଲ୍ଲୀ : ଲଗାତାର ୪ ଦିନ ହେଲାଣି ଖସୁଛି ସୁନା ଏବଂ ରୁପା ଦର। ଆଜି ବି ସୁନା ଦରରେ ହ୍ରାସ ହୋଇଛି। ୨୪ କ୍ୟାରେଟ୍‌ ର ସୁନା ଦର ୯ ହଜାର ୫୦ ଟଙ୍କା ତଳକୁ ଖସିଛି। ବର୍ତ୍ତମାନ୍ ୧୦…